Posted inଖେଳ

ମାର୍ଚ୍ଚ ୧୮ରେ ହେବ ଆଇଏସ୍‌ଏଲ୍‌ ଫାଇନାଲ

ନୂଆଦିଲ୍ଲୀ,୪।୨(ପି.ଟି.): ଚଳିତ ସିଜନ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇଏସ୍‌ଏଲ୍‌)ର ଫାଇନାଲ ମ୍ୟାଚ ମାର୍ଚ୍ଚ ୧୮ରେ ଖେଳାଯିବ ବୋଲି ଆୟୋଜକ ଗଣ ଶୁକ୍ରବାର ଘୋଷଣା କରିଛନ୍ତି। ଲିଗ୍‌ ପର୍ଯ୍ୟାୟ ଶେଷ ହେବା ପରେ ଚତୁର୍ଥ ଓ ପଞ୍ଚମ ଦଳ ଏବଂ ତୃତୀୟ ଓ ଷଷ୍ଠ ଦଳ ମଧ୍ୟରେ ଦୁଇଟି ଓ୍ବାନ ଲେଗ୍‌ ବିଶିଷ୍ଟ ପ୍ଲେ-ଅଫ୍‌ ମ୍ୟାଚ ଯଥାକ୍ରମେ ମାର୍ଚ୍ଚ ୩ ଓ ୪ରେ ଖେଳାଯିବ। ୪ ହୋମ୍‌ ଓ ଆଓ୍ବେ ସେମିଫାଇନାଲ ମ୍ୟାଚଗୁଡ଼ିକ ମାର୍ଚ୍ଚ ୭, ୯, ୧୨ ଓ ୧୩ରେ ଖେଳାଯିବ। ଲିଗ୍‌ ପର୍ଯ୍ୟାୟ ଶେଷ ହେବା ପରେ ଦୁଇ ଶ୍ରେଷ୍ଠ ଦଳ ଆପେ ସେମିଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିବେ। ଫାଇନାଲ ଭେନ୍ୟୁ ପରେ ଘୋଷଣା କରାଯିବ। ମୁମ୍ବାଇ ସିଟି ଏଫ୍‌ସି ଓ ହାଇଦ୍ରାବାଦ ଏଫ୍‌ସ ପରବର୍ତ୍ତୀ ରାଉଣ୍ଡକୁ ଉନ୍ନୀତ ହୋଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇ ପାଇଁ ଏକଜୁଟ ହେଲେ ଦୁଇ ଖଣ୍ଡ ଗାଁର ୮୦୦ ପରିବାର

ବଲାଙ୍ଗୀର, ୧।୯: ବଲାଙ୍ଗୀର ଜିଲାରେ ନୂଆଁଖାଇ ପର୍ବ ପାଳନକୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଗଣପର୍ବ ନୂଆଁଖାଇ ଭାଇଚାରା ଓ ଏକତାର ପର୍ବ ହୋଇଥିବାରୁ ବିଭିନ୍ନ…

ଗୋଟିଏ T20 ମ୍ୟାଚ୍‌ରେ ଦୁଇଟି ଶତକ! CPLରେ ଇତିହାସ ସୃଷ୍ଟି କଲେ ଏହି କ୍ରିକେଟର୍‌, ଜାଣନ୍ତୁ ରୋଚକ ଘଟଣା

ନୂଆଦିଲ୍ଲୀ,୧।୯: କାରିବିଆନ ପ୍ରିମିୟର ଲିଗ (CPL) ରେ ଅନେକ ବ୍ୟାଟସମ୍ୟାନ ଶତକ ମାରିଛନ୍ତି। ଏହି ୱେଷ୍ଟଇଣ୍ଡିଜ ଟି-୨୦ ଲିଗରେ ଏପର୍ଯ୍ୟନ୍ତ ମୋଟ ୩୬ ଶତକ ମାରିଛନ୍ତି। କିନ୍ତୁ…

ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ପ୍ରସଙ୍ଗରେ ଗର୍ଜିଲା ବିଜେଡି

ଧାମନଗର,୧।୯(ସନ୍ତୋଷ କୁମାର ମହାପାତ୍ର): ଫର୍ମ-୭ର ଅପବ୍ୟବହାର କରି ପ୍ରାୟ ୩ ହଜାରରୁ ଊଦ୍ଧର୍‌ବ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ଦେବା ପ୍ରସଙ୍ଗରେ ଧାମନଗର…

ସମୁଦ୍ରରେ ବୁଡ଼ିଯିବେ କୋଟି କୋଟି ଲୋକ! ନେପାଳ ବିତ୍ପାତ ପରେ ଭାରତର ୨ଟି ସହରକୁ UNର ଭୟଙ୍କର ଚେତାବନୀ?

ନୂଆଦିଲ୍ଲୀ,୧।୯: ସମୁଦ୍ର ପତନ ବୃଦ୍ଧି ପାଇବା ଯୋଗୁଁ କୋଲକାତା ଏବଂ ମୁମ୍ୱାଇର ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇପାରନ୍ତି ବୋଲି ମିଳିତ ଜାତିସଂଘର ରିପୋର୍ଟରେ ଚେତାବନୀ ଦିଆଯାଇଛି।…

ଚିନିକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ସେପ୍ଟେମ୍ୱର ୧୫ରୁ…

ନୂଆଦିଲ୍‌ଲୀ,୧।୯: ଚିନିର କଳାବଜାରୀ ରୋକିବା ପାଇଁ ସରକାର ଆଉ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏବେ ଚିନି ଡିଲରମାନେ ୨,୦୦୦ କ୍ୱିଣ୍ଟାଲରୁ ଅଧିକ ଚିନି ଷ୍ଟକରେ…

ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଜନ୍ତରମନ୍ତର ଆନ୍ଦୋଳନରେ ଛାତ୍ରଙ୍କ ବିରୋଧରେ ହୋଇଥିବା ସବୁ ଏଫଆଇଆର ରଦ୍ଦ

ନୂଆଦିଲ୍ଲୀ,୧।୯: ସୁପ୍ରିମକୋର୍ଟ ଯନ୍ତରମନ୍ତର ଆନ୍ଦୋଳନ ସମୟରେ ପ୍ରଦର୍ଶନକାରୀ ଛାତ୍ରୀଛାତ୍ରଙ୍କ ବିରୋଧରେ ରୁଜୁ ହୋଇଥିବା ଏଫଆଇଆରକୁ ରଦ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ସମୟରେ ପ୍ରଧାନ ବିଚାରପତି (ସିଜେଆଇ)…

ମଇଦାନ କମ୍ପାଇଲେ ବୈଭବ! ସେମିଫାଇନାଲରେ କଲେ ଏମିତି କାରନାମା, ପଡିଗଲା ଚହଳ

ନୂଆଦିଲ୍ଲୀ,୧।୯: ଭାରତୀୟ କ୍ରିକେଟରେ ଏବେ ସବୁଠାରୁ ଅଧିକ ଚର୍ଚ୍ଚାରେ ଅଛନ୍ତି ୧୫ ବର୍ଷୀୟ ଯୁବ କ୍ରିକେଟର୍‌ ବୈଭବ ସୂର୍ଯ୍ୟବଂଶୀ। ପ୍ରତିଯୋଗିତାମୂଳକ କ୍ରିକେଟରେ ପାଦ ଦେବା ପରଠାରୁ ନିଜର…

ମୋଦିଙ୍କ ଫଟୋକୁ ହଟାଇଦେଲା ପାକିସ୍ତାନ: ଲଜ୍ଜାଜନକ କାମ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ଇସଲାମାବାଦ୍‌,୧।୯: ପାକିସ୍ତାନ ପୁଣି ଥରେ ବିଶ୍ୱ ସମ୍ମୁଖରେ ଏକ ଲଜ୍ଜାଜନକ ମନୋଭାବ ପ୍ରଦର୍ଶନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ SCO ଶିଖର ସମ୍ମିଳନୀ ୨୦୨୬ ଗ୍ରୁପ ଫଟୋରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri