Posted inଖେଳ

ଆଇଏସ୍‌ଏଲ୍‌: ଚେନ୍ନାଇନ୍‌କୁ ହରାଇଲା ଜାମଶେଦପୁର

ବାମ୍ବୋଲିମ,୧୧।୨: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ବୁଧବାର ଖେଳାଯାଇଥିବା ମ୍ୟାଚ୍‌ରେ ଜାମଶେଦପୁର ଏଫ୍‌ସି ୧-୦ ଗୋଲରେ ଚେନ୍ନାଇନ୍‌ ଏଫ୍‌ସିକୁ ପରାସ୍ତ କରିଛି। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍‌ରେ ୯୦ ତମ ମିନିଟ୍‌ରେ ଡେଭିଡ୍‌ ଗ୍ରାଣ୍ଡେ ଏକ ଚମତ୍କାର ଫିଲ୍ଡ ଗୋଲ ଦେଇ ଜାମଶେଦପୁରକୁ ଜିତାଇଥିଲେ। ବଲ୍‌ ପଜେଶନ, ପାସ୍‌ ଓ ପାସ୍‌ ଆକ୍ୟୁରେସିରେ ଚେନ୍ନାଇନ ଆଗରେ ଥିଲେ ମଧ୍ୟ ଫାଇଦା ଉଠାଇପାରି ନ ଥିଲା। ଜାମଶେଦପୁର ଏଥିସହ ୧୭ ମ୍ୟାଚ୍‌ ଖେଳି ୫ ବିଜୟ, ୬ ଲେଖାଏ ଡ୍ର ଓ ପରାଜୟ ସହ ୨୧ ପଏଣ୍ଟ ପାଇ ତାଲିକାର ଷଷ୍ଠ ସ୍ଥାନରେ ରହିଛି। ଅନ୍ୟପଟେ ଚେନ୍ନାଇନ୍‌ ୧୭ ମ୍ୟାଚ୍‌ ଖେଳି ୩ ବିଜୟ, ୮ ଡ୍ର ଓ ୬ ପରାଜୟ ସହ ୧୭ ପଏଣ୍ଟ ପାଇ ତାଲିକାର ଅଷ୍ଟମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026 ବଡ଼ ଧମାକା କରିବେ ବୈଭବ ସୂର୍ଯ୍ୟବଂଶୀ! ଟୁର୍ନାମେଣ୍ଟ ଆରମ୍ଭ ପୂର୍ବରୁ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୬।୩: ଭାରତୀୟ କ୍ରିକେଟର ଉଦୀୟମାନ ଯୁବ ତାରକାଙ୍କ ମଧ୍ୟରୁ ଜଣେ ବୈଭବ ସୂର୍ଯ୍ୟବଂଶୀ ଏବେ ଏକ ପ୍ରମୁଖ ଲକ୍ଷ୍ୟ ସହିତ 2026 IPL ସିଜିନରେ ଆରମ୍ଭ କରିବାକୁ…

ଚଳିତ ସିଜନରେ CSK ପାଇଁ ଡେବ୍ୟୁ କରିବେ ସାମସନ-ସରଫରାଜଙ୍କ ପରି ଦମଦାର ଖେଳାଳି, ବଢିଲାଣି ବିପକ୍ଷର ଟେନସନ

ନୂଆଦିଲ୍ଲୀ,୧୬।୩: ୨୦୨୬ ଆଇପିଏଲ ସିଜିନ ପୂର୍ବରୁ, ଚେନ୍ନାଇ ସୁପର କିଙ୍ଗସ ସେମାନଙ୍କର ଦଳକୁ ଆହୁରି ମଜବୁତ କରିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ଏଥର, ଦଳ…

ହର୍ଷିତ ରାଣା ଆଇପିଏଲରୁ ବାଦ ପଡ଼ିଲେ, ତାଙ୍କ ସ୍ଥାନ ନେଇ ପାରନ୍ତି ଏହି ୩ ଖେଳାଳି

ନୂଆଦିଲ୍ଲୀ,୧୬।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ (IPL) ପାଇଁ ବିଗୁଲ ୨୮ ମାର୍ଚ୍ଚରେ ବାଜିବାକୁ ଯାଉଛି; କିନ୍ତୁ, ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, କୋଲକାତା ନାଇଟ ରାଇଡର୍ସ…

ବିବାଦ ମଧ୍ୟରେ ଲୁଚି ଲୁଚି ବିବାହ କଲେ RCB ବୋଲର ୟଶ ଦୟାଲ୍

ନୂଆଦିଲ୍ଲୀ,୧୫ା୩: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ର ଦ୍ରୁତ ବୋଲର ୟଶ ଦୟାଲ୍ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ଯୌନ ନିର୍ଯାତନା ଭଳି ଗମ୍ଭୀର…

ସଚିନ କି ରୋହିତ ନୁହଁନ୍ତି, ଏହି ବ୍ୟାଟରଙ୍କୁ ସର୍ବଶ୍ରେଷ୍ଠ ଟି-୨୦ ଓପନର ବାଛିଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୫।୩: କିଏ ସର୍ବଶ୍ରେଷ୍ଠ ଟି-୨୦ ଓପନର ? ଏନେଇ ଏକ ଚମକାଇଲା ଭଳି ମନ୍ତବ୍ୟ ଦେଇଛନ୍ତି ବିରାଟ କୋହଲି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଭିଡିଓରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ ବୟାନ ଦେଲେ ପୂର୍ବତନ କ୍ରିକେଟର, କ’ଣ କହିଲେ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୩: ରାଜସ୍ଥାନ ରୟାଲ୍ସ ପାଇଁ ଡେବ୍ୟୁ କରି ବୈଭବ ସୂର୍ଯ୍ୟବଂଶୀ ପୂର୍ବ IPL ସଂସ୍କରଣରେ ଏକ ଚମତ୍କାର ପ୍ରଦର୍ଶନ କରିଥିଲେ। ସେ IPLରେ ଦ୍ରୁତତମ ଭାରତୀୟ ଶତକ…

ପାକିସ୍ତାନରୁ ଆସିଲା ବଡ଼ ଖବର, ଅବସର ନେଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୫।୩: ଅଭିଜ୍ଞ ୱିକେଟକିପର ବ୍ୟାଟ୍ସମ୍ୟାନ୍ ଏବଂ ପାକିସ୍ତାନ କ୍ରିକେଟର ପୂର୍ବତନ ଅଧିନାୟକ ସରଫରାଜ ଅହମ୍ମଦ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ପ୍ରାୟ ଦୁଇ ଦଶନ୍ଧି…

କେମିତି ଫେରିଲେ ସଞ୍ଜୁ ସାମସନ, ଜିମରେ ଗୁପ୍ତ କଥାବାର୍ତ୍ତାର ଗୁମର ଖୋଲିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୧୫।୩: ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ସଞ୍ଜୁ ସାମସନଙ୍କୁ ପ୍ରଶଂସା କରିଛନ୍ତି। ଗମ୍ଭୀର ବିଶ୍ୱାସ କରନ୍ତି ଯେ ଯେତେବେଳେ ସଞ୍ଜୁ ସାମସନ ଫର୍ମରେ ଥାଆନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri