ତାଲିବାନ କ୍ରୁରତାକୁ ଇସଲାମ ରାଷ୍ଟ୍ରଙ୍କ ପକ୍ଷରୁ ବିରୋଧ…

କାବୁଲ,୨୭।୧୨ : ଆଫଗାନିସ୍ତାନରେ କ୍ଷମତାରେ ଥିବା ତାଲିବାନ ଶାସକଙ୍କ କୃରତା ଯୋଗୁ ବର୍ତ୍ତମାନ ସରକାର ଇସଲାମ ଜଗତରୁ ମଧ୍ୟ ବିଚ୍ଛିନ୍ନ ହେବାରେ ଲାଗିଛନ୍ତି।

ବିଶ୍ୱବିଦ୍ୟାଳୟରେ ମହିଳା ଶିକ୍ଷା ଉପରେ ପ୍ରତିବନ୍ଧକ ଲଗାଇବାକୁ ବିଶ୍ୱର ବିଭିନ୍ନ ରାଷ୍ଟ୍ର ତଥା ଇସଲାମ ଦେଶରେ ମଧ୍ୟ ନିନ୍ଦା କରାଯାଇଛି। ଇସଲାମିକ ଦେଶ ସଂଗଠନ (ଓଆଇସି) ମଧ୍ୟ ଏହାକୂ ନେଇ ସ୍ବର ଉଠାଇଛି।

ଓଆଇସି ସେକ୍ରେଟେରୀ ଜେନେରାଲ ହିସେନ ବ୍ରାହିମ ଏହି ନିଷେଧାଦେଶକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ଏହି ନିଷ୍ପତ୍ତି କେବଳ ଆଫଗାନିସ୍ତାନ ମହିଳାମାନଙ୍କୁ ଜୀବିକା ସୁଯୋଗରୁ ବଞ୍ଚିତ କରିବ ନାହିଁ, ତାଲିବାନର ସର୍ବଶେଷ ନିଷ୍ପତ୍ତି ଆଫଗାନିସ୍ତାନରେ ଚାଲିଥିବା ଅନ୍ତର୍ଜାତୀୟ ମାନବିକ ସହାୟତା କାର୍ଯ୍ୟକ୍ରମ ଉପରେ ମଧ୍ୟ ପ୍ରଭାବ ପକାଇବ।

ଅନ୍ୟପକ୍ଷରେ ସୌଦି ଆରବ ଏବଂ ପାକିସ୍ତାନ ମଧ୍ୟ ଏହି ନିଷ୍ପତ୍ତିକୁ ସମାଲୋଚନା କରିଛନ୍ତି। ସୋମବାର ଫୋନ ବାର୍ତ୍ତାଳାପରେ ସୌଦି ଆରବର ବୈଦେଶିକ ମନ୍ତ୍ରୀ ଫୈସଲ ବିନ ଫହରାନ ଅଲ ସାଉଦ ଏବଂ ପାକିସ୍ତାନର ପ୍ରତିପକ୍ଷ ବିଲାୱାଲ ଭୁଟ୍ଟୋ ଜରଦାରୀ ଆଫଗାନିସ୍ତାନର ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ପରେ ଜାରି କରାଯାଇଥିବା ଏକ ବିବୃତ୍ତିରେ କୁହାଯାଇଛି ଯେ ଦୁଇ ବୈଦେଶିକ ମନ୍ତ୍ରୀ ମହିଳାଙ୍କ ସମସ୍ତ ଅଧିକାର ତଥା ବିଭିନ୍ନ ବର୍ଗରେ ସେମାନଙ୍କର ସମାନ ଅଂଶଗ୍ରହଣ ନିଶ୍ଚିତ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ବୈଜ୍ଞାନିକଙ୍କ ଚମତ୍କାରିତା, ଭୂକମ୍ପ ଆସିଲେ ପବନରେ ଉଡ଼ିବ ଘର! ଜାଣନ୍ତୁ କେମିତି

ଟୋକିଓ,୧ା୧୦: ଭୂକମ୍ପ ଆସିଲେ ଘର ଦୋହଲିବ ନାହିଁ, ବରଂ ଜମିରୁ ପ୍ରାୟ ୩ ସେଣ୍ଟିମିଟର ଉପରକୁ ଉଠିଯିବ! ଜାପାନର ଏକ କମ୍ପାନୀ ବିକଶିତ କରିଥିବା ଏଭଳି ଭୂକମ୍ପ…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?