ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆକୁ ଆଇଏସ୍‌ଓ ପ୍ରମାଣପତ୍ର

ନୂଆଦିଲ୍ଲୀ,୨୮।୩: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ‘ସରଳ-ସରଳ ଲାଇଟ୍ସ (ସରଳ ସିଷ୍ଟମେଟିକ୍‌ ଆପ୍ରାଇଜାଲ୍‌ ଆଣ୍ଡ ରିସ୍କ ଆସେସମେଣ୍ଟ ଅଫ୍‌ ଲୋନ୍‌) ରେ କ୍ରେଡିଟ୍‌ ମୂଲ୍ୟାୟନ ପ୍ରକ୍ରିୟାର ମାନକୀକରଣ ପାଇଁ ଆଇଏସ୍‌ଓ ପ୍ରମାଣନ ହାସଲ କରିଛି। ଏହା ହେଉଛି ଏମ୍‌ଏସ୍‌ଏମ୍‌ଇ ଋଣ ପାଇଁ ସେଣ୍ଟ୍ରାଲାଇଜଡ୍‌ ପ୍ରୋସେସିଂ ସେଣ୍ଟର। ଏହି ଉଲ୍ଲେଖନୀୟ ପ୍ରମାଣନ ହେଉଛି ଏକ ପ୍ରମାଣ ଯାହା ବ୍ୟାଙ୍କର ବ୍ୟାଙ୍କିଙ୍ଗ୍‌ ସେବାକୁ ସହଜିଆ, ଦ୍ରୁତ ଓ ଝିନ୍‌ଝଟମୁକ୍ତ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ। ଏହା କେବଳ ବ୍ୟକ୍ତିବିଶେଷଙ୍କ ପାଇଁ ନୁହେଁ ବରଂ ସ୍ମଲ୍‌ ସ୍କେଲ ୟୁନିଟ୍‌ ପାଇଁ ମଧ୍ୟ ଆବଶ୍ୟକ, ଯଦ୍ଦ୍ବାରା ଏମ୍‌ଏସ୍‌ଏମ୍‌ଇ ଉଦ୍ୟୋଗକୁ ପ୍ରୋତ୍ସାହନ ମିଳିପାରିବ। ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏହାର ଗ୍ରାହକ ସେବାରେ ଉନ୍ନତି ଆଣିବା ପାଇଁ ପ୍ରତିଶ୍ରୁତିବଦ୍ଧ ।
ଏଥିପାଇଁ ଦକ୍ଷ ମାନବ ସମ୍ବଳର ଉପଯୋଗ କରିବା ସହିତ ଆଧୁନିକ ପ୍ରଯୁକ୍ତିର ମଧ୍ୟ ଉପଯୋଗ କରାଯାଉଛି। ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏହାର ସମସ୍ତ ୧୨୫ଟି ଆଞ୍ଚଳିକ କାର୍ଯ୍ୟାଳୟରେ ସରଳ-ସରଳ ଲାଇଟ୍‌ ସେଣ୍ଟରର ସ୍ଥାପନା କରିଛି। ଏଠାରେ ସମସ୍ତ ପ୍ରସ୍ତାବକୁ ସିଙ୍ଗିଲ୍‌ ୱିଣ୍ଡୋ ଆଧାରରେ ସମ୍ପୃକ୍ତ ଶାଖା ସହିତ ଯୋଗାଯୋଗ କରି ବିବେଚନା କରାଯାଉଛି। ଏହାଦ୍ୱାରା ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯାଇପାରିବ। ପ୍ରମାଣନ ଏଜେନ୍ସି ବ୍ୟାଙ୍କର ଏହି କ୍ୱାଲିଟି ମ୍ୟାନେଜମେଣ୍ଟ ପ୍ରକ୍ରିୟାକୁ ଆକଳନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri