ଇସ୍ରାଏଲ୍‌: ଦଳାଚକଟାରେ ୪୪ ମୃତ

ଜେରୁଜେଲମ, ୧।୫(ଆଇଏଏନ୍‌ଏସ୍‌): ଇସ୍ରାଏଲ୍‌ରେ ଗୁରୁବାର ମଧ୍ୟରାତ୍ରରେ ଏକ ଇହୁଦୀ ଉତ୍ସବ ପାଳନ ବେଳେ ଦଳାଚକଟା ଘଟି ୪୪ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନ୍ୟ ୧୦୩ ଜଣ ଆହତ ହୋଇଥିବାବେଳେ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ଉତ୍ତର ଇସ୍ରାଏଲର ମାଉଣ୍ଟ ମେରୋନରେ ଅନୁଷ୍ଠିତ ଏହି ଉତ୍ସବରେ ଲକ୍ଷାଧିକ ଲୋକ ଯୋଗଦେଇଥିଲେ। ଇହୁଦୀ ଛୁଟିଦିନ ଲାଗ୍‌ ବାଓମେର ଅବସରରେ ପ୍ରତିବର୍ଷ ଏହି ଉତ୍ସବ ଅନୁଷ୍ଠିତ ହୋଇଥାଏ। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଦଳାଚକଟା ଘଟଣାକୁ ବଡ଼ ବିପର୍ଯ୍ୟୟ ବୋଲି କହିବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଆଜି ଶପଥ ନେବେ ରହମାନ

ଢାକା,୧୭ା୨: ବାଂଲାଦେଶରେ ମଙ୍ଗଳବାର ବିଏନ୍‌ପି (ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି) ସରକାର ଶପଥ ନେବ। ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ସହିତ…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri