ଯୁଦ୍ଧ ମଧ୍ୟରେ ଇସ୍ରାଏଲରେ ଖୋଲିବ ବୈଦ୍ୟୁତିକ ଯାନ ଚାର୍ଜିଂ ଷ୍ଟେଶନ, ଶକ୍ତି ଏବଂ ଭିତ୍ତିଭୂମି ମନ୍ତ୍ରଣାଳୟର ଘୋଷଣା

ଜେରୁଜେଲମ,୧।୧୧: ହମାସ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲର ଶକ୍ତି ଏବଂ ଭିତ୍ତିଭୂମି ମନ୍ତ୍ରଣାଳୟ ଦେଶର ପରିବହନ ମାର୍ଗ ତଥା କେନ୍ଦ୍ରୀୟ ସ୍ଥାନରେ ୭୦୭ ଅଲଟ୍ରା-ଫାଷ୍ଟ ଏବଂ ହାଇ ସ୍ପିଡ (ଡିସି) ଚାର୍ଜିଂ ଷ୍ଟେଶନ ସ୍ଥାପନ ପାଇଁ ଅର୍ଥ ଯୋଗାଉଛି।

ସୂଚନା ପ୍ରଦାନ କରି ଶକ୍ତି ଏବଂ ଭିତ୍ତିଭୂମି ମନ୍ତ୍ରଣାଳୟ କହିଛି ଯେ, ବୈଦ୍ୟୁତିକ ଯାନ ପାଇଁ ଦ୍ରୁତ ଏବଂ ଅଲଟ୍ରା-ଫାଷ୍ଟ ଚାର୍ଜିଂ ଷ୍ଟେଶନ ନିର୍ମାଣ ପାଇଁ ଗ୍ୟାସ ପ୍ରଶାସନ ଟେଣ୍ଡର ବିଜେତାଙ୍କ ନାମ ଘୋଷଣା କରିଛି। ମନ୍ତ୍ରଣାଳୟ ସମଗ୍ର ଦେଶରେ ୫୨ ଉଦ୍ୟୋଗୀଙ୍କୁ ପ୍ରାୟ ୭ ମିଲିୟନ ଆମେରିକୀୟ ଡଲାର ଆବଣ୍ଟନ କରିବ।

ଶକ୍ତି ଏବଂ ଭିତ୍ତିଭୂମି ମନ୍ତ୍ରଣାଳୟ ରିପୋର୍ଟ କରିଛି ଯେ ଇସ୍ରାଏଲରେ ବୈଦ୍ୟୁତିକ ଯାନ ପାଇଁ ୩୫୦ ଅଲଟ୍ରା-ଫାଷ୍ଟ ଚାର୍ଜିଂ ଷ୍ଟେଶନ ଏବଂ ୩୫୭ଟି ଫାଷ୍ଟ ଚାର୍ଜିଂ ଷ୍ଟେଶନ ଖୁବ ଶୀଘ୍ର ଦେଶରେ ସ୍ଥାପନ କରାଯିବ। ସୂଚନାଯୋଗ୍ୟ ଯେ ଇସ୍ରାଏଲର ବର୍ତ୍ତମାନ ୪,୦୦୦ରୁ ଅଧିକ ସାର୍ବଜନୀନ ଚାର୍ଜିଂ ଷ୍ଟେସନ ଅଛି, ସେଥିମଧ୍ୟରୁ ପ୍ରାୟ ୩,୪୦୦ ଧୀର ଏବଂ ୬୦୦ରୁ ଅଧିକ ଦ୍ରୁତ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଟିଏମସି ସଂକଟ ବଢ଼ିଲା, କଂଗ୍ରେସ ଶିବିରରେ ଖୁସିର ଲହରୀ,ଜାଣନ୍ତୁ କାହିଁକି

କୋଲକାତା,୬।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରାଜୟ ପରେ, ଟିଏମସି ଭାଙ୍ଗିଯାଇଛି। ମମତା ବାନାର୍ଜୀଙ୍କ ସମ୍ମୁଖରେ ଦଳକୁ ଏକ ରଖିବାର ଚ୍ୟାଲେଞ୍ଜ ରହିଛି, ଯେତେବେଳେ ନେତାମାନେ ଦଳ ଛାଡି…

ଭାରତ ପାଇଁ ଖୁସିଖବର: ରୁଷିଆ ଯୋଗାଇବ…

ସେଣ୍ଟ ପିଟର୍ସବର୍ଗ,୬ା୬ (ପି.ଟି.): ଭାରତକୁ ୫ମ ପିଢ଼ି ଯୁଦ୍ଧବିମାନ ସୁଖୋଇ ଏସ୍‌ୟୁ-୫୭ ଯୋଗାଇଦେବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ପ୍ରସ୍ତାବ ଦେଇଛନ୍ତି। ଏହି ଯୁଦ୍ଧବିମାନ ଭାରତରେ…

ନୂଆ ରାଜନୈତିକ ଆନ୍ଦୋଳନ ଆରମ୍ଭକଲେ ଆନ୍ନାମଲାଇ

ଚେନ୍ନାଇ,୬ା୬: ତାମିଲନାଡୁ ଭାଜପାର ପୂର୍ବତନ ସଭାପତି କେ. ଆନ୍ନାମଲାଇଙ୍କ ଇସ୍ତଫାପତ୍ରକୁ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଗ୍ରହଣ କରିବା ପରେ ସେ ‘ଓ୍ବି ଦି ଲିଡର୍ସ’…

ବରିଷ୍ଠ ଶିଶୁ ବିଶେଷଜ୍ଞ ପଲଉ ପ୍ରଧାନଙ୍କ ପରଲୋକ: ଅନେକଙ୍କ ପାଇଁ ଥିଲେ ଆଶାର ଆଲୋକ

ଭବାନୀପାଟଣା,୬।୬(ଉତ୍ତମ କୁମାର ଦାଶ):ବରିଷ୍ଠ ଶିଶୁ ବିଶେଷଜ୍ଞ ତଥା ଅବସରପ୍ରାପ୍ତ ଡାକ୍ତର ପଲଉ ପ୍ରଧାନ (୭୦)ଙ୍କ ଶନିବାର ସକାଳେ ପରଲୋକ ହୋଇଯାଇଛି। ତାମିଲନାଡୁର କୋଏମ୍ବାଟୁରର ଏକ ହୋଟେଲରେ ହୃଦଘାତ…

ଆଗ ଥଇଥାନ, ପରେ ଉଚ୍ଛେଦ କର: ସୁଇପର କଲୋନୀବାସୀ ଜିଲାପାଳଙ୍କୁ ଫେରାଦ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ଏହି ପୌରାଞ୍ଚଳର ଗୋଟିଏ ୱାର୍ଡରୁ ଅନ୍ୟ ୱାର୍ଡ଼ରେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ତେବେ ଉଚ୍ଛେଦ ପୂର୍ବରୁ…

ଧାନ ଶୀଘ୍ର ନ ଉଠିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ମାତ୍ର ୪ଦିନ ପରେ ଏହି ପ୍ରକ୍ରିୟାକୁ ମାସେ ପୂରିବ। ହେଲେ ଏପର୍ଯ୍ୟନ୍ତ ଧାନ ବିକ୍ରିବଟା…

ଶୌଚ ପାଇଁ ଯାଇଥିଲେ ଜମୁନା, ହଠାତ୍‌ ମାଡ଼ିଆସିଲା ହାତୀ: ଆଉ ତା’ପରେ ଯାହା ଘଟିଲା…

ବଣାଇଁ,୬।୬(ପ୍ରଦୀପ ତ୍ରିପାଠୀ):ସୁନ୍ଦରଗଡ ଜିଲା ବଣାଇଁ ଉପଖଣ୍ଡ ତଥା ରାଉରକେଲା ବନଖଣ୍ଡର ବାଙ୍କି ବନାଞ୍ଚଳରେ ଏକ ଛଅ ଟିକିଆ ହାତୀପଲ ଘୁରି ବୁଲୁଥିବାବେଳେ ବନ ବିଭାଗ ତାଙ୍କୁ ଘଡାଇଥିଲେ…

ଜେଲ୍‌ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ

ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri