କଶ୍ମୀର ଛାଡ଼ିବାକୁ ନିଜ ନାଗରିକଙ୍କୁ ଇସ୍ରାଏଲର ପରାମର୍ଶ

ନୂଆଦିଲ୍ଲୀ,୮।୫: ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ୁଥିବା ବେଳେ ଇସ୍ରାଏଲ ନିଜ ନାଗରିକଙ୍କ ପାଇଁ ଟ୍ରାଭେଲ ଆଡ୍‌ଭାଇଜରିକୁ ଅପ୍‌ଡେଟ୍‌ କରିଛି। କଶ୍ମୀରରେ ଥିବା ଇସ୍ରାଏଲୀ ନାଗରିକଙ୍କୁ ତୁରନ୍ତ ଫେରିଆସିବାକୁ ଏହି ଆଡଭାଇଜରିରେ କୁହାଯାଇଛି। ସେହିପରି ସାମ୍ପ୍ରତିକ ସ୍ଥିତିରେ ଭ୍ରମଣ ପାଇଁ ଜମ୍ମୁ-କଶ୍ମୀର ନ ଯିବାକୁ ଗୁରୁବାର ଇସ୍ରାଏଲୀ ବହିର୍ବ୍ୟାପାର ମନ୍ତ୍ରଣାଳୟ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଇରାନ-ଆମେରିକା ଯୁଦ୍ଧବିରତି ମଧ୍ୟରେ ଇସ୍ରାଏଲର ବଡ଼ ଦାବି: ହିଜବୁଲ୍ଲା ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ନିହତ

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ୧୪ ଦିନିଆ ଯୁଦ୍ଧବିରତି ପାଇଁ ସହମତ ହୋଇଥିଲେ ମଧ୍ୟ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ, ଇସ୍ରାଏଲ ହିଜବୁଲ୍ଲା…

ଆମେରିକା-ଇରାନ ଯୁଦ୍ଧରେ ମଧ୍ୟସ୍ଥତା କରିବା ପରେ ଏତେ ବଡ଼ ପୁରସ୍କାର ମାଗିଦେଲା ପାକିସ୍ତାନ, ସାରା ବିଶ୍ୱ ଚକିତ

ଇସଲାମାବାଦ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତିରେ ସାମିଲ ହେବାରେ ପାକିସ୍ତାନ ଅତ୍ୟନ୍ତ ଖୁସି। ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ ଏହି ସଙ୍କଟକୁ ଏଡାଇବାରେ ଇସଲାମାବାଦ…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ…

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri