ଆମେରିକା ଚାପରେ ମତ ବଦଳାଇଲା ଇସ୍ରାଏଲ, ବିଳମ୍ବ ହୋଇପାରେ ଗାଜା ଅଭିଯାନ: ରିପୋର୍ଟ

ନୂଆଦିଲ୍ଲୀ,୨୫ା୧୦: ଇସ୍ରାଏଲ-ହମାସ ଯୁଦ୍ଧକୁ ନେଇ ମିଳିତ ଜାତିସଂଘ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଭୟଙ୍କର ଯୁଦ୍ଧ ମଧ୍ୟରେ ଗାଜାରେ ଫସିଥିବା ଲୋକମାନଙ୍କ ନିକଟରେ ମାନବୀୟ ସହାୟତା ପହଞ୍ଚାଇବାକୁ ଯୁଦ୍ଧରେ ବିରାମ ଦେବାକୁ ଏକ ମତ ଦେଇଛନ୍ତି ଆମେରିକା ଏବଂ ଋଷିଆ।

ଦକ୍ଷିଣ ଗାଜାରେ ଇସ୍ରାଏଲ ସେନା ସ୍ଥଳଭାଗରେ ଏହାର ଅପରେସନ ଆରମ୍ଭ କରିବା ପରେ ଦୁଇ ପାଲେଷ୍ଟାଇନ ନାଗରିକ ମୃତ୍ୟୁ ବରଣ କରିଥିଲେ। ସେହିପରି ଅଲ ଜଜିରା ରିପୋର୍ଟ ଅନୁଯାୟୀ ଡ୍ରୋନ୍ ଆକ୍ରମଣରେ ୨୦ଜଣ ସାଧାରଣ ଲୋକେ ଆହତ ହୋଇଥିଲେ, ଯାହାକୁ ପରେ ଇସ୍ରାଏଲ ସ୍ପଷ୍ଟ କରିଥିଲା।

ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି ଯେ, ‘ତାଙ୍କର ଦେଶ ସବୁ ସମୟରେ ଇସ୍ରାଏଲ ସହିତ ଛିଡ଼ା ହୋଇଛି, ତେବେ ଇସ୍ରାଏଲ ଏହାର ନିଷ୍ପତି ନିଜେ ନେଇପାରିବ।’ ସେହିଭଳି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟହୁ କହିଛନ୍ତି ଯେ, ଗାଜାରେ ତାଙ୍କର ସୈନ୍ୟ ଅପରେଶମନ ଆରମ୍ଭ କରିବାକୁ ପ୍ରସ୍ତୁତ ଅଛି, ଏଥିପାଇଁ ନିଷ୍ପତି ଖୁବଶୀଘ୍ର ନିଆଯିବ। ଆତର୍କିତ ଆକ୍ରମଣ ପରେ ହମାସକୁ ମୂଳପୋଛ କରିବା ପାଇଁ ଇସ୍ରାଏଲ ଶପଥ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

‘ଭାରତର ୪ବନ୍ଧ ଆମ ପାଇଁ ଡେଥ ଓ୍ବାରେଣ୍ଟ’, ଘାବରେଇଲେଣି ପାକିସ୍ତାନୀ ଏକ୍ସପର୍ଟ, ଧମକ ଦେଇ କହିଲେ…

ଇସଲାମାବାଦ,୪।୯: ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିବାକୁ ପଦକ୍ଷେପ ନେବା ପରଠାରୁ ପାକିସ୍ତାନ ବିଷ ଓଗାଳି ଚାଲିଛି। ଇତିମଧ୍ୟରେ, ପାକିସ୍ତାନୀ ଜଳ ବିଶେଷଜ୍ଞ ରସିଦ ଆବାସି…

ମଣିଷ ଭଳି ଭାବିବ AI! OpenAI ଲଞ୍ଚ କଲା GPT-6 Astra

ନୂଆଦିଲ୍ଲୀ,୪।୯: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି OpenAI । କମ୍ପାନୀ ନିଜର ନୂଆ AI ମଡେଲ୍ GPT-6 Astraର ରୋଲ୍‌ଆଉଟ୍ ଆରମ୍ଭ…

ମେଲୋନିଙ୍କୁ ଖାସ୍‌ ମେସେଜ୍‌ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ…

ବଡ଼ ଚମତ୍କାର: ନେପାଳ ବନ୍ୟାର ୯ ଦିନ ପରେ ମାଟି ତଳୁ ଜୀବନ୍ତ ଉଦ୍ଧାର ହେଲେ ୨ ବ୍ୟକ୍ତି, ଏବେ ବି ଶୁଣାଯାଉଛି ଆହୁରି ସ୍ବର

କାଠମାଣ୍ଡୁ,୪।୯: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଏକ ବଡ଼ ଚମତ୍କାର ଘଟଣା ସାମ୍ନାକୁ ଆସିଛି। ରସୁୱା ଜିଲାରେ ବନ୍ୟା ପରେ ତ୍ରିଶୁଳୀ-୩ଏ ହାଇଡ୍ରୋପାୱାର ପ୍ରକଳ୍ପର…

ଭଉଣୀଙ୍କ ବଢୁଥିଲା ଫଲୋଅର୍ସ, ସହି ନ ପାରି ଭାଇ ନେଲେ ଚରମ ପଦକ୍ଷେପ

ଇସଲାମାବାଦ୍‌,୪।୯: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଜଣେ ୧୮ ବର୍ଷର ଝିଅ ନିଜ ସୋସିଆଲ ମିଡିଆ ଲୋକପ୍ରିୟତାକୁ ନେଇ ସୃଷ୍ଟି ହୋଇଥିବା ବିବାଦ କାରଣରୁ ନିଜ ସାନ ଭଉଣୀକୁ…

ଜନ୍ମଗତ ନାଗରିକତ୍ୱ: ଟ୍ରମ୍ପ୍‌ଙ୍କ ନୂତନ ନିର୍ଦ୍ଦେଶନାମା ଉପରେ ରୋକ

ଓ୍ବାଶିଂଟନ,୪।୯(ପି.ଟି.): ଆମେରିକାର ସୁପ୍ରିମକୋର୍ଟ ତାଙ୍କର ପୂର୍ବ ପ୍ରୟାସକୁ ପ୍ରତ୍ୟାଖ୍ୟାନ କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜାରି କରିଥିବା ଜନ୍ମଗତ ନାଗରିକତା ପାଇବାକୁ ଯୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri