ଗାଜା ପଟ୍ଟି ଉପରେ ଇସ୍ରାଏଲର ବିମାନ ଆକ୍ରମଣ, ଆତଙ୍କବାଦୀ ସଙ୍ଗଠନର ଦୁଇ ମୁଖ୍ୟ କମାଣ୍ଡର ନିହତ

ଗାଜା ସିଟି,୮ ।୮: ଗାଜା ପଟ୍ଟି ଉପରେ ଇସ୍ରାଏଲର ବିମାନ ଆକ୍ରମଣରେ ଉଗ୍ରବାଦୀ ଇସଲାମିକ ଜିହାଦର ଦ୍ୱିତୀୟ ଶୀର୍ଷ ମୁଖ୍ୟ କମାଣ୍ଡର ଖାଲିଦ ମଂସୁର ନିହତ ହୋଇଥିବା ଜଣାପଡିଛି । ଏହି ବିମାନ ଆକ୍ରମଣରେ ଏବେ ସୁଦ୍ଧା ଇସଲାମିକ ଜିହାଦର ୨ ଜଣ କମାଣ୍ଡର ନିହତ ହେଲେଣି । ପାଲେଷ୍ଟାଇନର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ରବିବାର କହିଛି ଗାଜାରେ ହିଂସାରେ ମୃତକଙ୍କ ସଂଖ୍ୟା ବଢି ୩୨ରେ ପହଞ୍ଚିଲାଣି । ଏମାନଙ୍କ ମଧ୍ୟରେ ୬ ଜଣ ଶିଶୁ ବି ରହିଛନ୍ତି ।
ମନ୍ତ୍ରଣାଳୟ କହିଛି ସଦ୍ୟ ଆକ୍ରମଣରେ ୨୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଏପଟେ ଇସ୍ରାଏଲ ପ୍ରତିରକ୍ଷା ସେନା(ଆଇଡିଏଫ୍‌)ର ସୂଚନା ଅନୁଯାୟୀ, ବିମାନ ଆକ୍ରମଣରେ ୧୫ ହଜାର ଆତଙ୍କବାଦୀଙ୍କ ମୃତ୍ୟୁ ହେଲାଣି । ‘ଅଲ କାଏଦା ବ୍ରିଗେଡ୍ସ ଅଫ ଇସଲାମିକ ଜିହାଦ’ ରବିବାର ସୂଚନା ଦେଇଛି କି ଦକ୍ଷିଣ ଗାଜାର ରାଫା ସହରରେ ବିମାନ ଆକ୍ରମଣରେ କମାଣ୍ଡର ଖାଲିଦ ମଂସୁର ତଥା ତାଙ୍କର ଦୁଇ ସାଥି ନିହତ ହୋଇଛନ୍ତି । ଗାଜା ପଟ୍ଟିରେ ଆକ୍ରମଣ ପରେ ପାଲେଷ୍ଟାଇନ ସଙ୍ଗଠନ ହମାସ ଗାଜା ପଟ୍ଟି ଉପରେ ଇସ୍ରାଏଲ ପକ୍ଷରୁ ୨ଘଣ୍ଟା ପର୍ଯ୍ୟନ୍ତ ୧୦୦ ରକେଟ ମାଡ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri