ପିଲାଙ୍କୁ କରୋନା ଟିକା ଦେବାକୁ ଅନୁମତି ଦେଲା ଇସ୍ରାଏଲ

ଜେରୁଜେଲମ,୧୫ା୧୧: ବର୍ତ୍ତମାନ ୫ରୁ ୧୧ ବର୍ଷ ବୟସର ପିଲାମାନେ କରୋନା ଟିକା ନେଇପାରିବେ। ଏନେଇ ଇସ୍ରାଏଲର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ମହାନିର୍ଦ୍ଦେଶକ ନଚ୍‌ମନ ଆୟଶ କହିଛନ୍ତି। ୫ରୁ ୧୧ବର୍ଷ ବୟସର ପିଲାମାନଙ୍କ କରୋନା ଟିକାକରଣ ପାଇଁ ଏକ ବିଶେଷଜ୍ଞ ପ୍ୟାନେଲର ସୁପାରିସକୁ ସେ ଅନୁମୋଦନ କରିଛନ୍ତି।

ମନ୍ତ୍ରଣାଳୟ ଦ୍ୱାରା ଜାରି ବିବୃତ୍ତି ଅନୁଯାୟୀ, ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ମହାନିର୍ଦ୍ଦେଶକଙ୍କ ଦ୍ୱାରା ଅନୁମୋଦିତ ସୁପାରିସକୁ ବୁଧବାର ମନ୍ତ୍ରଣାଳୟର ପ୍ରତିରକ୍ଷା ପରାମର୍ଶଦାତା କମିଟି ଏବଂ ମହାମାରୀ ପ୍ରତିକ୍ରିୟା ଦଳ ଅନୁମୋଦନ କରିଛନ୍ତି। ମନ୍ତ୍ରଣାଳୟର ବିବୃତ୍ତିରେ କୁହାଯାଇଛି, ଏହି ବୟସର ପିଲାଙ୍କୁ ଟିକାକରଣ ଆରମ୍ଭ ତାରିଖ ଆସନ୍ତା ଦିନରେ ସ୍ଥିର ହେବ।

ଆୟଶ କହିଛନ୍ତି, ଅଧିକାଂଶ ବିଶେଷଜ୍ଞ ମତ ଦେଇଛନ୍ତି ଯେ; ଏହି ବୟସରେ ଟିକାକରଣ ଜରୁରୀ। ଏହାପୂର୍ବରୁ ଇସ୍ରାଏଲର ଜାତୀୟ କରୋନା ଭାଇରସ ସ୍ବାସ୍ଥ୍ୟ ବିଶେଷଜ୍ଞ ସଲମାନ ଜାର୍କା କହିଛନ୍ତି, ଏହି ସପ୍ତାହରେ ଇସ୍ରାଏଲରେ ପିଲାମାନଙ୍କୁ ଟିକା ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ବୈଜ୍ଞାନିକଙ୍କ ଚମତ୍କାରିତା, ଭୂକମ୍ପ ଆସିଲେ ପବନରେ ଉଡ଼ିବ ଘର! ଜାଣନ୍ତୁ କେମିତି

ଟୋକିଓ,୧ା୧୦: ଭୂକମ୍ପ ଆସିଲେ ଘର ଦୋହଲିବ ନାହିଁ, ବରଂ ଜମିରୁ ପ୍ରାୟ ୩ ସେଣ୍ଟିମିଟର ଉପରକୁ ଉଠିଯିବ! ଜାପାନର ଏକ କମ୍ପାନୀ ବିକଶିତ କରିଥିବା ଏଭଳି ଭୂକମ୍ପ…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?