ଲେବାନନ୍‌ର ୩୦୦ ସ୍ଥାନରେ ଆକ୍ରମଣ କଲା ଇସ୍ରାଏଲ: ୧୦୦ ମୃତ, ୪୦୦ ଆହତ

ବେରୁଟ୍‌/ଜେରୁଜେଲମ,୨୩।୯: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ତିକ୍ତତା କ୍ରମାଗତ ବଢିବାରେ ଲାଗିଛି। ହେଜ୍‌ବୋଲ୍ଲା ଉପରେ ଚାପ ପକାଇବାକୁ ଇସ୍ରାଏଲ ଲେବାନନ୍‌ ଉପରେ ୩୦୦ ସ୍ଥାନରେ ରକେଟ୍‌ ମାଡ କରିଛି। ଇସ୍ରାଏଲ ସେନା ପକ୍ଷରୁ ଏହି ଦାବି କରାଯାଇଛି। ଲେବାନୀୟ ଅଧିକାରୀ କହିଛନ୍ତି, ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ୧୦୦ ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି। ୪୦୦ ଲୋକ ଆହତ ହୋଇଛନ୍ତି।

ସେପ୍ଟେମ୍ବର ୨୦ରେ ପେଜର ଓ ଓ୍ବାକିଟକି ବିସ୍ଫୋରଣରେ ଲେବାନନ ଥରି ଉଠିଥିବାବେଳେ ଇସ୍ରାଏଲ ପକ୍ଷରୁ ଏହାର ଦକ୍ଷିଣ ଭାଗରେ ପ୍ରଥମ ପ୍ରତ୍ୟକ୍ଷ ଆକ୍ରମଣ କରାଯାଇଥିଲା। ଇସ୍ରାଏଲୀ ସେନା ଯୁଦ୍ଧବିମାନରୁ ଲେବାନନ୍‌ର ଅନେକ ସ୍ଥାନରେ ଏୟାରଷ୍ଟ୍ରାଇକ କରିଥିଲା। ବିଶେଷକରି ଦକ୍ଷିଣ ଲେବାନନର ଚିଚିନେ, ତୟିବେ, ମେଇସ ଏଲ ଜବାଲ, ଅଇଟାରୋନ ଏବଂ କେଫରକେଲା ଅଞ୍ଚଳ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲା।

୨୦୨୩ ଅକ୍ଟୋବର ୭ ପରଠାରୁ ଇସ୍ରାଏଲ୍ର ଗାଜା ଆକ୍ରମଣ ଜାରି ରହିଥିବାବେଳେ ହମାସ ସମର୍ଥକ ୫୫୦ ହେଜ୍‌ବୋଲ୍ଲା ଫାଇଟର୍ସଙ୍କ ମୃତ୍ୟୁ ଘଟିଲାଣି। ପେଜର ଆକ୍ରମଣରେ ଅନେକ ସଦସ୍ୟଙ୍କୁ ହରାଇଥିବା ଏହି ସଙ୍ଗଠନ ଏବେ ଇସ୍ରାଏଲ୍କୁ ଆକ୍ରମଣର ଖୋଲା ଧମକ ଦେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri