ଲେବାନନ୍‌ର ଦୁଇ ହିଜ୍‌ବୁଲ ସେଲ୍‌ରେ ଆକ୍ରମଣ କଲା ଇସ୍ରାଏଲ

ଜେରୁଜେଲମ୍‌,୨୩ା୧୦: ସୋମବାର ସକାଳେ ଲେବାନନ୍‌ରେ ଦୁଇଟି ହିଜ୍‌ବୁଲ ସେଲ୍‌ ଉପରେ ଇସ୍ରାଏଲ ଏୟାରଷ୍ଟ୍ରାଇକ୍‌ କରିଛି। ଏନେଇ ସ୍ଥାନୀୟ ଗଣମାଧ୍ୟମ ସୂଚନାରୁ ଜଣାପଡ଼ିଛି। ତେବେ ଇସ୍ରାଏଲ ଆକ୍ରମଣରେ କେତେ ମୃତାହତ ହୋଇଛନ୍ତି ସେ ସମ୍ପର୍କରେ କୌଣସିସୂଚନା ମିଳିନାହିଁ। ଇସ୍ରାଏଲ ସୈନ୍ୟ କହିଛନ୍ତି ଯେ, ହିଜ୍‌ବୁଲ ଆତଙ୍କବାଦୀମାନେ ଇସ୍ରାଏଲ ଆଡ଼କୁ ଟ୍ୟାଙ୍କ୍‌ ବିରୋଧୀ କ୍ଷେପଣାସ୍ତ୍ର ଏବଂ ରକେଟ୍‌ ମାଡ଼ କରିବାକୁ ଯୋଜନା କରୁଥିଲେ।

ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଲେବାନନ୍‌ ସୀମା ନିକଟରେ ନିୟୋଜିତ ସ୍ୟୈମାନଙ୍କୁ ପରିଦର୍ଶନ କରିଥିଲେ। ଏହି ସମୟରେ ସେ ଚେତାବନୀ ଦେଇଛନ୍ତି ଯେ, ଯଦି ହିଜ୍‌ବୁଲ ଯୁଦ୍ଧରେ ପ୍ରବେଶ କରିବାକୁ ନିଷ୍ପତ୍ତି ନିଏ ତେବେ ଏହା ସବୁଠାରୁ ବଡ଼ ଭୁଲ୍‌ ହେବ। ସେ କହିଛନ୍ତି, ଏହା ଲେବାନନ୍‌ ପାଇଁ ଭଲ ହେବ ନାହିଁ ଏବଂ ଏହାର ପରିଣାମ ଭୟଙ୍କର ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା!ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ): ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଖରାଦିନ ଭଳି ସକାଳୁ ଟାଇଁ ଟାଇଁ ଖରା ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?