ହମାସ ରକ୍ତାକ୍ତ ଖେଳର ପର୍ଦ୍ଦାଫାଶ୍‌ କଲା ଇସ୍ରାଏଲ: ଅଲ୍‌ ଶିଫା ହସ୍ପିଟାଲରେ ୫୫ ମିଟର ଲମ୍ବ ସୁଡ଼ଙ୍ଗ,ଦେଖନ୍ତୁ ଭିଡିଓ……

ଜେରୁଜେଲମ,୨୦।୧୧: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଯୁଦ୍ଧ ଚାଲିଛି, ଯେଉଁଥିରେ ୧୧ ହଜାରରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଇସ୍ରାଏଲ ଅଲ୍‌ ଶିଫା ହସ୍ପିଟାଲରେ ମିଳୁଥିବା ୫୫ ମିଟର ଲମ୍ବ ସୁଡ଼ଙ୍ଗରୁ ହମାସର ରକ୍ତାକ୍ତ ଖେଳ ଉପରୁ ପର୍ଦ୍ଦା ହଟିଛି। ଏନେଇ ଆଇଏଫର ଭିଡିଓ ପ୍ରକାଶ ପାଇଛି।

ରବିବାର ଇସ୍ରାଏଲ ସୈନିକମାନେ ଅଲ-ଶିଫା ହସ୍ପିଟାଲ ବିଷୟରେ ଏକ ବଡ଼ ସୂଚନା ଦେଇଛନ୍ତି। ଇସ୍ରାଏଲ ପ୍ରତିରକ୍ଷା ବାହିନୀ (ଆଇଡିଏଫ) ଏବଂ ଇସ୍ରାଏଲ ସିକ୍ୟୁରିଟି ଅଥରିଟି (ଆଇଏସଏ) ପ୍ରକାଶ କରିଛି ହମାସ ହସ୍ପିଟାଲରେ ୫୫ ମିଟର ଲମ୍ବ ସୁଡ଼ଙ୍ଗ ନିର୍ମାଣ କରିଥିଲା। ହମାସ ଡାକ୍ତରଖାନା ତଳେ ଏକ କମାଣ୍ଡ ଏବଂ କଣ୍ଟ୍ରୋଲ ସେଣ୍ଟର ସ୍ଥାପନ କରିଥିଲର। ଆତଙ୍କବାଦୀମାନେ ଏହି ସ୍ଥାନରୁ ଇସ୍ରାଏଲ ସେନାକୁ ଟାର୍ଗେଟ କରୁଥିଲେ।

ଗାଜା ଷ୍ଟ୍ରିପରେ ଥିବା ଅଲ୍‌ ଶିଫା ହସ୍ପିଟାଲରେ ଇସ୍ରାଏଲ ସୈନିକମାନଙ୍କ ଦ୍ୱାରା ସାମରିକ କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ଇସ୍ରାଏଲ ଦାବି କରିଛି ହମାସ ଶିଫା ହସ୍ପିଟାଲର ରୋଗୀଙ୍କୁ ମାନବ ଢାଲ ଭାବରେ ବ୍ୟବହାର କରୁଛି। ଏଥି ସହିତ ହମାସ କହିଛି ଇସ୍ରାଏଲ ସୈନିକମାନେ ନିରୀହ ପାଲେଷ୍ଟାଇନୀୟମାନଙ୍କ ଉପରେ ଆକ୍ରମଣ କରୁଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri