ନୂଆବର୍ଷରେ ବି ହମାସ୍‌କୁ ଛାଡ଼ିଲାନି ଇସ୍ରାଏଲ, ୨୦ ରକେଟ୍‌ କଲା ମାଡ଼

ଜେରୁଜେଲମ୍‌,୧ା୧: ଦୀର୍ଘଦିନ ଧରି ଇସ୍ରାଏଲ-ହମାସ୍‌ ମଧ୍ୟରେ ଯୁଦ୍ଧ ଲାଗି ରହିଥିଲେ ହେଁ ଏହି ଯୁଦ୍ଧର ସମାପ୍ତ ହେବାର କୌଣସି ଲକ୍ଷଣ ପ୍ରକାଶ ପାଉନାହିଁ। ଏହି ସମୟରେ ସୋମବାର ସକାଳେ ଇସ୍ରାଏଲ ଉପରେ ପ୍ରାୟ ୨୦ ରକେଟ ମାଡ଼ କରିଛି। ତେବେ କୌଣସି ଆହତଙ୍କ ସମ୍ପର୍କରେ ସୂଚନା ନାହିଁ।

ହମାସ୍‌ କହିଛି, ଅଲ୍‌-କାସାମ ବ୍ରିଗେଡସ୍‌ ତେଲ୍‌ ଅଭିଭ ସହର ଏବଂ ଏହାର ଉପକଣ୍ଠରେ ‘ଏମ୍‌-୯୦’ ରକେଟ ସାହାଯ୍ୟରେ ବୋମାମାଡ଼ କରୁଛି। ଗାଜା ସୀମା ଅଞ୍ଚଳରେ କେନ୍ଦ୍ରୀୟ ଇସ୍ରାଏଲରେ ରକେଟ ଆଲାର୍ମ ଶୁଣାଗଲା। ତେବେ ଏହି ଆକ୍ରମଣ ସମ୍ପର୍କରେ ତେଲ୍‌ ଅଭିଭ୍‌ରେ ସାଇରନ ବାଜି ନ ଥିଲା।

ସୂଚନାଯୋଗ୍ୟ, ଅକ୍ଟୋବର ୭ରେ, ହମାସ୍‌ ଇସ୍ରାଏଲରେ ପ୍ରବେଶ କରି ଗୁଳି ଚଳାଇଥିଲା ଏବଂ ହମାସ୍‌ ଆତଙ୍କବାଦୀମାନେ ୨୦୦ରୁ ଅଧିକ ଲୋକଙ୍କୁ ବନ୍ଧକ ରଖିଥିଲେ। ଏହି ସମୟ ମଧ୍ୟରେ ପ୍ରାୟ ୧୨୦୦ ଇସ୍ରାଏଲୀୟଙ୍କୁ ହତ୍ୟା କରାଯାଇଥିଲା। ଏହାର ପ୍ରତିଶୋଧ ନେଇ ଇସ୍ରାଏଲ ୨୭ ଅକ୍ଟୋବରରେ ଗାଜା ଭିତରେ ଗ୍ରାଉଣ୍ଡ ଆକ୍ରମଣ କରିଥିଲା।

ଏହି ଯୁଦ୍ଧରେ ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ୨୧,୮୨୨ ପାଲେଷ୍ଟାଇନୀୟଙ୍କୁ ହତ୍ୟା କରାଯାଇଛି। ମୁଖ୍ୟତଃ ଶିଶୁ ଏବଂ ମହିଳାଙ୍କ ପ୍ରାଣହାନି ଘଟିଛି। ଏଥିସହ ୫୬,୪୫୧ରୁ ଅଧିକ ପାଲେଷ୍ଟାଇନୀୟ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

IPL ଆରମ୍ଭ ପୂର୍ବରୁ ମହାଲଢ଼େଇ! RCBର କଟା ଘା’ରେ ଚୂନ ମାରିଲା KKR, କାବା ହେଲେ… 

ନୂଆଦିଲ୍ଲୀ,୧୪।୩: ଆଇପିଏଲ ୨୦୨୬ ସିଜନ ଆରମ୍ଭ ହେବାକୁ ମାତ୍ର ଦିନ କେଇଟା ବାକି। ନିକଟରେ ଟି-୨୦ ବିଶ୍ୱକପ ଶେଷ ହେବା ପରେ ଏବେ ପ୍ରଶଂସକ ଏହି ଟୁର୍ନାମେଣ୍ଟକୁ…

ଜେଲ୍‌ ଭିତରେ କଏଦୀ ମୃତ୍ୟୁ ଘଟଣା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି…

ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କାରାଗାର ଭିତରେ ଶନିବାର ସକାଳେ ଜଣେ କଏଦୀ ଆତ୍ମହତ୍ୟା କରିଥିଲେ। ତେବେ ପରିବାର ଲୋକେ ଏହାକୁ ହତ୍ୟା ଘଟଣା ବୋଲି…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ: ରାଗରେ ନିଆଁବାଣ PCB

ନୂଆଦିଲ୍ଲୀ,୧୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, କୋଲକାତା ନାଇଟ ରାଇଡର୍ସ (KKR) ଦଳ ମୁଖ୍ୟ ଖବର ପାଲଟିଛି। ଗୋଟିଏ ପଟେ, ହର୍ଷିତ ରାଣା ଆଘାତ ଯୋଗୁ…

ଶୁଭମନ ଗିଲଙ୍କୁ ସବୁଠାରୁ ବଡ଼ ପୁରସ୍କାର; ଘୋଷଣା କଲା ବିସିସିଆଇ – ବିରାଟ, ରୋହିତ, ବୁମରାଙ୍କୁ କିଛି ନାହିଁ

ନୂଆଦିଲ୍ଲୀ,୧୪।୩: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁବମନ ଗିଲଙ୍କୁ ପୁରୁଷ କ୍ରିକେଟର ଅଫ ଦି ଇୟର ପୁରସ୍କାରରେ ସମ୍ମାନିତ କରିବାକୁ ଯାଉଛି। BCCI ନମନ ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri