ସିରିଆ ଉପରେ କ୍ଷେପଣାସ୍ତ୍ର ମାଡ଼ କଲା ଇସ୍ରାଏଲ୍‌, ୫ ମୃତ..

ଦାମାସକସ୍‌/ଜେରୁଜେଲମ୍‌, ୧୫।୫ : ଇସ୍ରାଏଲ ସିରିଆ ଉପରେ ଏକାଧିକ କ୍ଷେପଣାସ୍ତ୍ର ମାଡ଼ କରିଛି। ଏଥିରେ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୭ ଜଣ ସାଧାରଣ ନାଗରିକ ଆହତ ହୋଇଛନ୍ତି। ଏହି କ୍ଷେପଣାସ୍ତ୍ର ମାଡ଼ ଯୋଗୁଁ ସିରିଆର ମସଆଫ ସହରର ଚାଷଜମିରେ ନିଆଁ ଲାଗିଯାଇଛି। ସିରିଆର ନ୍ୟୁଜ ଏଜେନ୍ସି ସାନା ଅନୁଯାୟୀ ସିରିଆର ବାୟୁ ପ୍ରତିରକ୍ଷା ପ୍ରଣାଳୀ ଦ୍ୱାରା କ୍ଷେପଣାସ୍ତ୍ରଗୁଡ଼ିକ ନିକ୍ଷେପ କରାଯାଇଛି।

ସିରିଆର ବିବାଦ ଉପରେ ନଜର ରଖୁଥିବା ବ୍ରିଟେନର ଏକ ସଂଗଠନ ସିରିଆର ଅବଜରଭେଟୋରୀ ଫର ହ୍ୟୁମାନ ରାଇଟ୍ସ କହିଛି ଯେ ଇସ୍ରାଏଲ ବିମାନଗୁଡ଼ିକ ପ୍ରାୟ ଆଠଟି କ୍ଷେପଣାସ୍ତ୍ର ମାଡ଼ କରିଛି।

ଏସବୁ ମସଆଫରେ ଇରାନ ମିଲିସିଆର ଅସ୍ତ୍ରଶସ୍ତ୍ର ଡିପୋରେ ମାଡ଼ ହୋଇଥିଲା। ଏସବୁ ଅଞ୍ଚଳରେ ବିସ୍ଫୋରଣ ଘଟି ନିଆଁ ଲାଗି ଯାଇଥିବା ସଂସ୍ଥା ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

ସ୍ୱାଧୀନତା ଦିବସରେ ୩୫୦ ଟଙ୍କା ତେଲ ଦର! ଦେଶରେ ପଡିଲା ଚହଳ…

ଇସଲାମାବାଦ୍‌,୧୪।୮: ପାକିସ୍ତାନରେ ଆଜି ଅର୍ଥାତ୍ ଅଗଷ୍ଟ ୧୪ ତାରିଖରେ ୭୯ତମ ସ୍ୱାଧୀନତା ଦିବସ ପାଳନ କରାଯାଉଛି। ଖବର ଅନୁଯାୟୀ, ପାକିସ୍ତାନରେ ସ୍ୱାଧୀନତା ଦିବସ ଅବସରରେ ପେଟ୍ରୋଲ-ଡିଜେଲ ଦର…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri