ଏପଟେ ଚାଲିଛି ଯୁଦ୍ଧ, ସେପଟେ ଆମେରିକାରେ ଆନନ୍ଦମୟ ଜୀବନ ବିତାଉଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ପୁଅ: ଚାରିଆଡୁ ସମାଲୋଚନା

ଓ୍ବାଶିଂଟନ୍‌,୨୫।୧୦:ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଉଭୟ ପକ୍ଷରୁ ଜୋରଦାର ଆକ୍ରମଣ କରାଯାଉଛି। କିନ୍ତୁ ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତ୍ୟାନାହୁଙ୍କ ପୁଅ ୟାୟର ଚର୍ଚ୍ଚାରେ ଅଛନ୍ତି। କାରଣ ଯୁଦ୍ଧ ସମୟରେ ଆମେରିକାରେ ନିଜ ଆସନ ଜମାଇଛନ୍ତି। ଏହାକୁ ନେଇ ଇସ୍ରାଏଲ ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ପୁଅଙ୍କୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି।
ସୂଚନାଯୋଗ୍ୟ,ଗୋଟିଏ ଇସ୍ରାଏଲର ୪ ଲକ୍ଷ ଯୁବକ ନିଜ ଜୀବନ ବାଜି ଲଗାଇ ହମାସ ସହ ଯୁଦ୍ଧ ଲଢୁଛନ୍ତି। ସେପଟେ ନେତ୍ୟାନାହୁ ପୁଅ ନିଜ ଜୀବନ ସୁରକ୍ଷିତ ପାଇଁ ଆମେରିକାରେ ଆରାମ କରୁଛନ୍ତି। ଗତ ମାସରେ ଅକ୍ଟୋବର ୭ରେ ଇସ୍ରାଏଲ ଉପରେ ହଠାତ୍‌ ହମାସ ଆକ୍ରମଣ କରିଥିଲା। ଏଥିଲେ ୧,୪୦୦ ଲୋକ ମୃତ୍ୟୁବରଣ କରିଥିଲେ। ଏହାର ଜବାବରେ ଇସ୍ରାଏଲ ସେନା ମଧ୍ୟ ଗାଜାରେ ଆକ୍ରମଣ କରିଥିଲା। ଏଥିରେ ୫ ହଜାରରୁ ଅଧିକ ଲୋକ ମୃତ୍ୟୁବରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

Video: ଯୁଦ୍ଧ ଶେଷ କରିବାକୁ ଇରାନ ରାଜି ହେବାର ସଙ୍କେତ ଦେବା ଭିତରେ ଏମିତି ଭିଡ଼ିଓ ଶେୟାର କଲେ ଟ୍ରମ୍ପ, ସାରା ବିଶ୍ୱ ଚକିତ! ଦେଖନ୍ତୁ…

ତେହରାନ,୩୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି। ଆଜି (ମଙ୍ଗଳବାର) ଏହି ସଂଘର୍ଷର 32ତମ ଦିନ। ଆମେରିକା ଏବଂ…

ଯୁଦ୍ଧ ମଧ୍ୟରେ ଏସବୁ ଦେଶକୁ ସାହାଯ୍ୟର ହାତ ବଢାଇଲେ ମୋଦି, ଏବେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ସହିପାରୁନି ପାକିସ୍ତାନ!

ଇସଲାମାବାଦ,୩୧।୩: ଇରାନ ସହିତ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ତୈଳ ସଙ୍କଟ ମଧ୍ୟରେ, ଭାରତ ଖୁବ ପ୍ରଶଂସା ପାଉଛି – ଏକ ବିକାଶ ଯାହା ପାକିସ୍ତାନୀ…

ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ

ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ…

ଟ୍ରମ୍ପଙ୍କ ୟୁ-ଟର୍ଣ୍ଣ! ପ୍ରଥମେ ଇରାନ ବିନାଶର ପ୍ରତିଶ୍ରୁତି, ଏବେ ହର୍ମୁଜକୁ ନେଇ କହିଲେ ବଡ଼ କଥା, ଯୁଦ୍ଧର ହେବ ‘THE END’?

ଓ୍ବାଶିଂଟନ,୩୧।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ସଂଘର୍ଷକୁ ଦୀର୍ଘ କରିବା ମନୋଭାବରେ ଥିବା ପରି ମନେ ହେଉନାହିଁ। ଟ୍ରମ୍ପ ତାଙ୍କ ସହଯୋଗୀମାନଙ୍କୁ ଜଣାଇ…

US Israel Iran War: ଯୁଦ୍ଧ ବନ୍ଦ ହେବା ନେଇ କାହା ସହ କଥା ହେଉଛନ୍ତି ଟ୍ରମ୍ପ, ନିଜେ ଉଠାଇଲେ ରହସ୍ୟ ଉପରୁ ପରଦା, ସଭିଏଁ ଚକିତ!

ଓ୍ବାଶିଂଟନ,୩୧।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ୱାଶିଂଟନ ତେହରାନ ସହିତ ଆଲୋଚନା କରିବା ବିଷୟରେ ସପ୍ତାହେ ଧରି କଥାବାର୍ତ୍ତା କରିଆସୁଛି; କିନ୍ତୁ, ଏହି ଆଲୋଚନା ହେଉଥିବା…

ତୀବ୍ର ହେଉଛି ସଂଘର୍ଷ, କୁଏତ୍‌ର ଏକ ତେଲ ଟ୍ୟାଙ୍କରକୁ ଟାର୍ଗେଟ କଲା ଇରାନ!

ଆବୁଧାବି,୩୧।୩: ପଶ୍ଚିମ ଏସିଆରେ ସଂଘର୍ଷ ନିରନ୍ତର ଜାରି ରହିଛି, ଉଭୟ ପକ୍ଷରୁ ଆକ୍ରମଣ କରାଯାଉଛି । ଇରାନ ମଧ୍ୟ ପ୍ରତିଶୋଧମୂଳକ କାର୍ଯ୍ୟରେ ନିୟୋଜିତ ଅଛି, ଆକ୍ରମଣର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri