Odisha Elections 2024

ଗାଜା ଉପରେ ଏବେ ପର୍ଯ୍ୟନ୍ତ ୪୨୬ ଏୟାର ଷ୍ଟ୍ରାଇକ କଲାଣି ଇସ୍ରାଏଲ

ଜେରୁଜେଲମ,୮।୧୦: ଶନିବାର ଗାଜା ଷ୍ଟ୍ରିପରେ ଆରମ୍ଭ ହୋଇଥିବା ଏୟାର ଷ୍ଟ୍ରାଇକ ରବିବାର ମଧ୍ୟ ଜାରି ରହିଛି। ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଗାଜା ଅଞ୍ଚଳରେ ରହୁଥିବା ନାଗରିକମାନଙ୍କୁ ସ୍ଥାନାନ୍ତର କରିଛି। ଆଇଡିଏଫ କହିଛି ଯେ ବର୍ତ୍ତମାନ ପର୍ଯ୍ୟନ୍ତ ଗାଜା ଉପରେ ୪୨୬ ଟି ଏୟାର ଷ୍ଟ୍ରାଇକ କରାଯାଇଛି, ସେଥିମଧ୍ୟରୁ ହମାସ ବ୍ୟବହାର କରୁଥିବା ୧୦ଟି ଟାୱାରକୁ ଟାର୍ଗେଟ କରାଯାଇଛି। ଗାଜା ଷ୍ଟ୍ରିପ ଚାରିପାଖରେ ୧୦ହଜାର ଇସ୍ରାଏଲ ସେନା ମଧ୍ୟ ନିୟୋଜିତ ହୋଇଛନ୍ତି।

ଇସ୍ରାଏଲ ପ୍ରତିରକ୍ଷା ବାହିନୀ କହିଛି ଯେ ଏହାର ଉଦ୍ଦେଶ୍ୟ ହେଉଛି ଗାଜା ଷ୍ଟ୍ରିପକୁ ନିୟନ୍ତ୍ରଣ କରିବା। ଆଇଡିଏଫ ଇଣ୍ଟରନ୍ୟାସନାଲ ମୁଖପାତ୍ର ଲେଫ୍ଟନାଣ୍ଟ କର୍ଣ୍ଣେଲ ରିଚାର୍ଡ ହେଚ କହିଛନ୍ତି ଯେ ବର୍ତ୍ତମାନ ଆମକୁ ଗୁରୁତ୍ୱପୂର୍ଣ ବିଷୟ ଗାଜା ଅଞ୍ଚଳକୁ ନିୟନ୍ତ୍ରଣ କରିବା। ପରବର୍ତ୍ତୀ ୧୨ ଘଣ୍ଟା ପାଇଁ ଆମର ଲକ୍ଷ୍ୟ ଅଛି। ଆମେ ସମଗ୍ର ଅଞ୍ଚଳକୁ ନିୟନ୍ତ୍ରଣ କରିବାକୁ ଏବଂ ଉଗ୍ରବାଦୀମାନଙ୍କୁ ହଟାଇବାକୁ ଚାହୁଁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ବଦଳିଲା ଟୁଇଟରର ଡୋମେନ ନେମ, ଏବେ x.comରେ ଖୋଲିବ ସୋସିଆଲ ମିଡିଆ ପ୍ଲାଟଫର୍ମ

ଓ୍ବାଶିଂଟନ,୧୭।୫: ଶୁକ୍ରବାର ସକାଳ ପର୍ଯ୍ୟନ୍ତ ଟୁଇଟର ଡଟ କମ ଖୋଲୁଥିଲା, କିନ୍ତୁ ଅପରାହ୍ନରେ ଏହା ସ୍ବୟଂଚାଳିତ ଭାବରେ x.com ହୋଇଗଲା। ଏହିପରି,୨୦୨୨ରେ ଏଲୋନ ମସ୍କଙ୍କ ଦ୍ୱାରା...

ନେପାଳ ସଂସଦରେ ହାତାହାତି ହେଲେ ଶାସକ-ବିରୋଧୀ

କାଠମାଣ୍ଡୁ,୧୭।୫: ସହଯୋଗୀ ଜାଲିଆତି ମାମଲାରେ ନେପାଳର ଗୃହମନ୍ତ୍ରୀ ରବି ଲାମିଚାନେଙ୍କ ବିରୋଧରେ ତଦନ୍ତ କମିଟି ଗଠନ ନେଇ ନେପାଳ ସଂସଦର ନିମ୍ନ ଗୃହରେ ବିରୋଧୀ ଏବଂ...

ଭାରତୀୟ ମସଲା ଉପରେ ପ୍ରତିବନ୍ଧକ ଲଗାଇଲା ନେପାଳ, ଯାଞ୍ଚ ଆରମ୍ଭ

କାଠମାଣ୍ଡୁ,୧୭।୫: ନେପାଳ ଦୁଇଟି ଭାରତୀୟ ବ୍ରାଣ୍ଡର ମସଲା – ଏମଡିଏଚ ଏବଂ ଏଭରେଷ୍ଟର ଆମଦାନୀ, ବ୍ୟବହାର ଏବଂ ବିକ୍ରୟ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି ମସଲାରେ...

ରୁଷିଆ ଚାଇନା ସବୁବେଳେ ଏକାଠି ଅଛନ୍ତି, ବେଜିଂ ଗସ୍ତ ସମୟରେ ୭୫ ବର୍ଷ ପୁରୁଣା ଗୀତ ମନେପକାଇଲେ ପୁଟିନ

ବେଜିଂ,୧୭।୫: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଚାଇନା ଗସ୍ତରେ ଅଛନ୍ତି। ଗାଜା ଏବଂ ୟୁକ୍ରେନକୁ ନେଇ ତିକ୍ତତା ମଧ୍ୟରେ ଏକ ବର୍ଷ ମଧ୍ୟରେ ରୁଷିଆର ରାଷ୍ଟ୍ରପତି...

୩୪ ବର୍ଷ ବୟସରେ ଜେଜେ ମା’ ହେଲେ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର

ସିଙ୍ଗାପୁର:ସମ୍ପ୍ରତି ଯୁବପିଢ଼ି ନିଜ କ୍ୟାରିୟରକୁ ଦୃଷ୍ଟିରେ ରଖି ବିଳମ୍ବରେ ବିବାହ କରିବା ସହ ବିଳମ୍ବରେ ପରିବାର ଆରମ୍ଭ କରିବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସିଙ୍ଗାପୁରର ଶିର୍ଲି...

୨୬ ବର୍ଷ ତଳେ ଅପହୃତ, ପଡ଼ୋଶୀଙ୍କ ଘରୁ ଉଦ୍ଧାର

ଜେଲ୍‌ଫା, ୧୭।୫:୧୯୯୮ରେ ଆଲଜେରିଆର ଜେଲ୍‌ଫା ସହର ବାସିନ୍ଦା ଓମାର ବିନ୍‌ ଓମରାନଙ୍କୁ ୧୯ ବର୍ଷ ହୋଇଥିଲା। ସେତେବେଳେ ସେ ହଠାତ୍‌ ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ...

ବନ୍ୟା ପ୍ରଭାବିତ ଅଞ୍ଚଳରେ ବର୍ଷା ବନ୍ଦ କରିବାକୁ କରାଯାଉଛି କ୍ଲାଉଡ ସିଡିଂର ପ୍ରୟୋଗ

ଜାକର୍ତ୍ତା,୧୬।୫: ବର୍ଷା କରିବା ପାଇଁ ଆପଣ କ୍ଲାଉଡ ସିଡିଂ ବ୍ୟବହାର କରିବା ବିଷୟରେ ନିଶ୍ଚୟ ଶୁଣିଥିବେ । କିନ୍ତୁ ବନ୍ୟା ପ୍ରଭାବିତ ଅଞ୍ଚଳରେ ଅଧିକ ବର୍ଷା...

ସ୍ଲୋଭାକିଆର ପ୍ରଧାନମନ୍ତ୍ରୀଙ୍କ ଉପରକୁ ଗୁଳି ଚଳାଇବାର ପ୍ରଥମ ଭିଡିଓ ଆସିଲା ସାମ୍ନାକୁ

ବ୍ରେଟିସ୍ଲାଭା,୧୬ା୫:  ସ୍ଲୋଭାକିଆର ପ୍ରଧାନମନ୍ତ୍ରୀ ରବର୍ଟ ଫିକୋ  ଗୁଳି ବିନିମୟରେ ଗୁରୁତର ହୋଇଛନ୍ତି। ଫିକୋଙ୍କ ଉପରେ ହୋଇଥିବା ଗୁଳି ବିନିମୟକୁ ବିଶ୍ୱର ନେତାମାନେ ନିନ୍ଦା କରିଛନ୍ତି ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri