ଗାଜାରେ ଇସ୍ରାଏଲର ବଡ଼ ଆକ୍ରମଣ: ମୃତ୍ୟୁ ସଂଖ୍ୟା ୩୦୦ ପାର୍‌

ଗାଜା,୧୮।୩: ଇସ୍ରାଏଲ ପୁଣିଥରେ ଗାଜାରେ ବିମାନ ଆକ୍ରମଣ ଆରମ୍ଭ କରିଛି, ଯେଉଁଥିରେ ଏପର୍ଯ୍ୟନ୍ତ ୩୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଅନୁଯାୟୀ, ଏହି ଆକ୍ରମଣରେ ହମାସର ଘାଟିଗୁଡ଼ିକୁ ଟାର୍ଗେଟ କରାଯାଇଥିଲା। ଜାନୁଆରୀ ୧୯ ତାରିଖରେ ହୋଇଥିବା ଅସ୍ତ୍ରବିରତି ପରେ ଏହି ଆକ୍ରମଣ ସବୁଠାରୁ ବଡ଼ ଆକ୍ରମଣ। ଇସ୍ରାଏଲୀ ସେନା ଦାବି କରିଛି ଯେ ସେମାନେ ଆକ୍ରମଣ ଯୋଜନା କରୁଥିବା ଆତଙ୍କବାଦୀମାନଙ୍କୁ ଟାର୍ଗେଟ କରିଥିଲେ। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି , ଯୁଦ୍ଧବିରତି ଆଲୋଚନା ବିଫଳ ହୋଇଥିବାରୁ ଆକ୍ରମଣ ଜରୁରୀ ଥିଲା। ନେତାନ୍ୟାହୁ ଅନେକ ଥର ଚେତାବନୀ ଦେଇସାରିଛନ୍ତି ଯେ ଯଦି ଆଲୋଚନା ଆଗକୁ ନ ବଢ଼େ, ତେବେ ଇସ୍ରାଏଲ ପୁଣି ଥରେ ଯୁଦ୍ଧ ଆରମ୍ଭ କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ! ‘ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri