ଇସ୍ରାଏଲ ଗସ୍ତ କରିବେ ସୁନକ

ଲଣ୍ଡନ,୧୮।୧୦: ଇସ୍ରାଏଲ-ହମାସ ବିବାଦ ଯୋଗୁ ଉତ୍ତେଜନା ବୃଦ୍ଧି ପାଉଛି। ଉଭୟ ପାର୍ଶ୍ୱରୁ ପ୍ରାୟ ପାଞ୍ଚ ହଜାର ଲୋକଙ୍କ ମୃତ୍ୟୁ ଘଟିଛି। ଏଭଳି ପରିସ୍ଥିତିରେ ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ଏହି ସପ୍ତାହରେ ଇସ୍ରାଏଲ ଗସ୍ତ କରିବାକୁ ଯାଉଛନ୍ତି ବୋଲି ସୂଚନା ଆସୁଛି। ତେବେ ଏ ପର୍ଯ୍ୟନ୍ତ କୌଣସି ସରକାରୀ ନିଶ୍ଚିତକରଣ କରାଯାଇ ନାହିଁ।

ଡାଉନିଂ ଷ୍ଟ୍ରିଟ ମୁଖପାତ୍ର ଏହି ରିପୋର୍ଟ ନିଶ୍ଚିତ କରିବାକୁ ମନା କରି ଦେଇଛନ୍ତି। ଗତ ସପ୍ତାହରେ ବୈଦେଶିକ ମନ୍ତ୍ରୀ ଜେମ୍ସ କ୍ଲେିଭର୍ଲି ଇସ୍ରାଏଲ ଗସ୍ତରେ ଆସିଥିଲେ। ସେ ହମାସ ଆକ୍ରମଣ ପରେ ଇସ୍ରାଏଲ ଲୋକଙ୍କ ସହ ଏକତା ଦେଖାଇବାକୁ ଯାତ୍ରା କରିଥିଲେ।

ସୁନକ କହିଛନ୍ତି, ଅନ୍ତର୍ଜାତୀୟ ମାନବିକ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଆବଶ୍ୟକ। ଏଥିସହ ଏହା ମଧ୍ୟ ହେଉଛି ସେମାନେ ଏକ ଗୋଷ୍ଠୀ ସହ ଲଢୁଛନ୍ତି ଯାହା ସାଧାରଣ ନାଗରିକଙ୍କୁ ଅଟକାଇ ରଖିଛି। ସେ କହିଛନ୍ତି ଯେ ଜଣେ ବନ୍ଧୁ ଭାବରେ ସେ ଇସ୍ରାଏଲର ନାଗରିକଙ୍କ ସୁରକ୍ଷା ପାଇଁ ସମସ୍ତ ସତର୍କତା ଅବଲମ୍ବନ କରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ପ୍ରତିଶ୍ରୁତି ପୂରଣ କରିଲାନି ପ୍ରଶାସନ, ଶତାଧିକ ମହିଳା, ପୁରୁଷ ଏକାଠି ହୋଇ…

ମୋହନା,୧୧।୫( ମନ୍ମଥ ମିଶ୍ର ) : ପ୍ରତିଶ୍ର୍ରୁତି ପୂରଣ କରିଲାନି ପ୍ରଶାସନ। ପ୍ରକଳ୍ପ କାମ ବନ୍ଦ କଲେ ବିସ୍ଥାପିତ ଅଞ୍ଚଳବାସୀ । ଦୀର୍ଘ ବର୍ଷଧରି ଚାଲୁ ରହିଥିବା…

ବ୍ଲକ ପ୍ରଶାସନର ନାକ ତଳେ ନିୟମକୁ ‘ଫୁ’: ଅଧପନ୍ତରିଆ ସଭାଗୃହ, ପଚାରିଲେ ଅଧିକାରୀ କହୁଛନ୍ତି ଏମିତି…

ଥୁଆମୂଳ ରାମପୁର, ୧୧ା୫ (ଦୁର୍ଗା କୀର୍ତ୍ତି) : ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଖୋଦ ବ୍ଲକ ପ୍ରଶାସନର ଆଖି ସାମ୍ନାରେ ଚାଲିଛି ମନମୁଖୀ କାର୍ଯ୍ୟ। କଳାହାଣ୍ଡି ଜିଲା…

ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା…

ମୋକିମ- ମଧୁଙ୍କ ଉପରେ ବର୍ଷିଲେ ବିଧାୟକ ସାଗର, କହୁ କହୁ କହିଦେଲେ ଏତେ ବଡ଼ କଥା

ଭବାନୀପାଟଣା,୧୧।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ସୋମବାର ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଏକ ଜନ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ…

୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ଅପିଲ କଲେ ପ୍ରଧାନମନ୍ତ୍ରୀ, ଦେଶରେ ହଇଚଇ, କାହିିଁକି ବାରମ୍ବାର କହୁଛନ୍ତି ଏମିତି…

ନୂଆଦିଲ୍ଲୀ,୧୧।୫: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଉତ୍ତେଜନାର ପ୍ରଭାବ ଏବେ ବିଶ୍ୱ ଅର୍ଥନୀତି ଉପରେ ସ୍ପଷ୍ଟ ଭାବରେ ଦେଖାଯାଉଛି, ଏବଂ ଏହା ଭାରତ ଉପରେ…

ନାବାଳିକା ବଧୂଙ୍କୁ ମାରିଦେଲେ ଶାଶୁଘର ଲୋକେ! ସ୍ବାମୀ-ଶ୍ୱଶୁର ଅଟକ

ନନ୍ଦପୁର, ୧୧/୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖିର୍ଜୀ ପଞ୍ଚାୟତର ନନ୍ଦୀଗାଁ ଗ୍ରାମରେ ଜଣେ ୧୭ ବର୍ଷୀୟା ନାବାଳିକା ବଧୂର ମୃତ୍ୟୁକୁ ନେଇ ଉତ୍ତେଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri