ଇସ୍ରାଏଲ-ହାମାସ ବିବାଦରେ ୩,୯୦୦ ନିହତ, ଗାଜାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ରୋଗୀଙ୍କୁ ଧମକ…

ଜେରୁଜେଲମ, ୧୬।୧୦: ହମାସ ଇସ୍ରାଏଲ ଉପରେ ଆକ୍ରମଣ ଆରମ୍ଭ କରିବାର ୧୦ ଦିନ ବିତିଲାଣି । ଆକ୍ରମଣ ଯୋଗୁ ଏପର୍ଯ୍ୟନ୍ତ ୧,୪୦୦ ଇସ୍ରାଏଲ ନାଗରିକଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷରେ, ଗାଜା ଷ୍ଟ୍ରିପରେ ଇସ୍ରାଏଲ ପକ୍ଷରୁ ହୋଇଥିବା ଏୟାର ଷ୍ଟ୍ରାଇକରେ ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ୨,୫୦୦ରେ ପହଞ୍ଚିଛି। ଇସ୍ରାଏଲ ସେନା ଶୀଘ୍ର ସମୁଦ୍ର ଏବଂ ସ୍ଥଳ ମାର୍ଗ ଦେଇ ଗାଜା ଉପରେ ଆକ୍ରମଣ କରିପାରେ।

ଏହି ପରିସ୍ଥିତି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଇସ୍ରାଏଲକୁ ଚେତାବନୀ ଦେଇଛନ୍ତି। ଗାଜାରେ କୌଣସି ଦଖଲ କାର୍ଯ୍ୟ ଏକ ଭୁଲ ପଦକ୍ଷେପ ବୋଲି ସେ କହିଛନ୍ତି। ଗାଜାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ରୋଗୀଙ୍କୁ ଧମକ ଦିଆଯାଉଛି। ଫଳରେ ସେମାନେ ଆତଙ୍କିତ ଅବସ୍ଥାରେ ରହିଥିବା କୁହାଯାଉଛି।

ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଇସ୍ରାଏଲ ଗସ୍ତ କରିବାକୁ ଚିନ୍ତା କରୁଛନ୍ତି। ତେବେ ଇସ୍ରାଏଲ ଗସ୍ତକୁ ନେଇ ଆଭ୍ୟନ୍ତରୀଣ ସୂତ୍ରରୁ ଏପର୍ଯ୍ୟନ୍ତ କୌଣସି ଆଲୋଚନା ହୋଇନାହିଁ। ଏକ ସାକ୍ଷାତକାରରେ ରାଷ୍ଟ୍ରପତି ବାଇଡେନ ଇସ୍ରାଏଲକୁ ଗାଜା ଦଖଲ କରିବାକୁ ଦୀର୍ଘ ଦିନର ଉଦ୍ୟମ ବନ୍ଦ କରିବାକୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି ଇସ୍ରାଏଲ ଗାଜା ଷ୍ଟ୍ରିପକୁ ଅଧିକ ସମୟ ନିଜ ନିୟନ୍ତ୍ରଣରେ ରଖିବା ଉଚିିତ ନୁହେଁ। ଆମେରିକାର ରାଷ୍ଟ୍ରପତିଙ୍କ ଅନୁଯାୟୀ ଇସ୍ରାଏଲ ଯୁଦ୍ଧ ନିୟମ ଅନୁଯାୟୀ କାର୍ଯ୍ୟ କରି ଔଷଧ, ଜଳ ଏବଂ ଖାଦ୍ୟ ନିରୀହ ସାଧାରଣ ନାଗରିକଙ୍କୁ ଯୋଗାଇଦେବା ଆବଶ୍ୟକ।

 


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri