ଇସ୍ରାଏଲ-ହମାସ ମଧ୍ୟରେ ଦୁଇ ଦିନ ବଢ଼ିଲା ଯୁଦ୍ଧବିରତି, ସୂଚନା ଦେଲା ମଧ୍ୟସ୍ଥି କତାର

ନୂଆଦିଲ୍ଲୀ,୨୭ା୧୧: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧବିରତି ଆଉ ଦିନ ବୃଦ୍ଧି ପାଇଛି। ସୋମବାର ମଧ୍ୟରାତ୍ରିରେ ଏହି ସମୟସୀମା ଶେଷ ହେଉଥିବା ବେଳେ ଆଉ ଦୁଇ ଦିନ ବୃଦ୍ଧି ନେଇ ସୂଚନା ଦେଇଛି ମଧ୍ୟସ୍ଥି କତାର। ଦୁଇ ଦେଶରେ ଥିବା ବନ୍ଧକ ମାନଙ୍କୁ ମୁକ୍ତ କରିବାର ପ୍ରକ୍ରିୟା ଜାରି ରହିବ।

ତଥାକଥିତ “ମାନବିକ ସହାୟତା” ପାଇଁ ଯୁଦ୍ଧବିରତି ଶେଷ ହେବାର ମାତ୍ର ଘଣ୍ଟା ବାକି ଥିବାରୁ ଯୁଦ୍ଧକୁ ନ ଫେରିବା ପାଇଁ ଉଭୟ ହାମାସ ଏବଂ ଇସ୍ରାଏଲ୍ ଆନ୍ତର୍ଜାତୀୟ ଚାପରେ ଥିଲେ। ଏହିସମୟରେ କତାର ବୈଦେଶିକ ମନ୍ତ୍ରାଳାୟ ପକ୍ଷରୁ ଯୁଦ୍ଧବିରତି ବୃଦ୍ଧି କରିବା ପାଇଁ ଦୁଇ ପକ୍ଷ ମଧ୍ୟରେ ସହମତି ହୋଇଥିବା ଘୋଷଣା କରିଥିଲା।

ସମାନ କଥା ହମାସ ମଧ୍ୟ ସୁନିଶ୍ଚିତ କରିଛି। କତାର ଏବଂ ଇଜିପ୍ଟ ଉପସ୍ଥିତିରେ ଦୁଇ ଦିନ ମାନବିକ ସହାୟତା ପହଞ୍ଚାଇବାକୁ ଏହି ନିଷ୍ପତ୍ତି ହୋଇଥିବା କହିଛି ହମାସ। ଆମେରିକାର ସହଯୋଗରେ କତାର ମଧ୍ୟସ୍ଥିରେ ଦୁଇ ଦେଶ ମଧ୍ୟରେ ତିକ୍ତ ଆଲୋଚନା ଚାଲିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

India T20I Squad: ଘୋଷଣା ହେଲା ଟି-୨୦ ପାଇଁ ଟିମ ଇଣ୍ଡିଆ; ଶ୍ରେୟସ ଆୟର ଅଧିନାୟକ, ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୬।୬: ବିସିସିଆଇ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ସ୍ଥାନରେ ଶ୍ରେୟସ ଆୟରଙ୍କୁ ନୂତନ ଅଧିନାୟକ…

ତିନି ଦିନ ବିଳମ୍ବରେ ଗୋଆରେ ପହଞ୍ଚିଲା ମୌସୁମୀ, ଏବେ ବର୍ଷାକୁ ନେଇ ରେଡ ଆଲର୍ଟ, ଓଡ଼ିଶା ଛୁଇଁବାକୁ ଆହୁରି ଲାଗିବ…

ନୂଆଦିଲ୍ଲୀ,୬।୬: ପ୍ରାୟ ତିନି ଦିନ ବିଳମ୍ବ ପରେ, ଶନିବାର ମୌସୁମୀ ବାୟୁ ଗତି ବୃଦ୍ଧି ପାଇଛି ଏବଂ ଏହା ଗୋଆରେ ପହଞ୍ଚିଛି। କେରଳରେ ଆଗାମୀ ୨୪ ଘଣ୍ଟା…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

ଭାରତ ପାଇଁ ଖୁସିଖବର: ରୁଷିଆ ଯୋଗାଇବ…

ସେଣ୍ଟ ପିଟର୍ସବର୍ଗ,୬ା୬ (ପି.ଟି.): ଭାରତକୁ ୫ମ ପିଢ଼ି ଯୁଦ୍ଧବିମାନ ସୁଖୋଇ ଏସ୍‌ୟୁ-୫୭ ଯୋଗାଇଦେବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ପ୍ରସ୍ତାବ ଦେଇଛନ୍ତି। ଏହି ଯୁଦ୍ଧବିମାନ ଭାରତରେ…

ମମତାଙ୍କ ଟେନ୍‌ସନ୍‌ ବଢିଲା: ଘରେ ଡାକିଥିଲେ ବୈଠକ, ଯୋଗଦେଲେ ମାତ୍ର…

କୋଲକାତା,୬ା୬:ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ମମତା ବାନାର୍ଜୀଙ୍କ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ପୂର୍ବରୁ ସେ ଡାକିଥିବା ଏକ…

ଆଜି ଦିଲ୍ଲୀରେ ଗର୍ଜିବ କକ୍‌ରୋଚ୍‌ ଜନତା ପାର୍ଟି: ଧର୍ମେନ୍ଦ୍ର ପ୍ରଧାନଙ୍କ…

ନୂଆଦିଲ୍ଲୀ,୬ା୬:କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶନିବାର ନୂଆଦିଲ୍ଲୀର ଯନ୍ତର ମନ୍ତରଠାରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଦଳ ପକ୍ଷରୁ ‘x’ରେ ଶୁକ୍ରବାର ସୂଚନା ଦିଆଯାଇଛି। ଦଳର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri