ନେତାନ୍ୟାହୁଙ୍କ ପୋଷ୍ଟ ଯୋଗୁ ହସ୍ପିଟାଲରେ ହେଲା ବିସ୍ଫୋରଣ

ଗାଜା,୧୮୧୦: ଲଗାତାର ୧୨ଦିନ ଧରି ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ ଜାରି ରହିଛି ଇସ୍ରାଏଲ୍ ଆକ୍ରମଣାତ୍ମକ ଭାବରେ ହମାସକୁ ଆକ୍ରମଣ କରୁଛ ତେବେ ମଙ୍ଗଳବାର ବିଳମ୍ବିତ ରାତିରେ ହମାସ ସମର୍ଥିତ ଅଲ-ଅହଲି ଗାଜାର ଆରବ ହସ୍ପିଟାଲରେ ଏକ ବଡ଼ ଧରଣର ବିସ୍ଫୋରଣ କରିଛି ଯେଉଁଥିରେ ଶହ ଶହ ଲୋକ ପ୍ରାଣ ହରାଇଛନ୍ତି ଏହି ବିସ୍ଫୋରଣରେ ଶିଶୁ ଓ ମହିଳାଙ୍କ ସମେତ ଅନେକ ଲୋକ ପ୍ରାଣ ହରାଇଛନ୍ତି

ଏହି ଆକ୍ରମଣର ହେବା ପରେ ଟ୍ବିଟରରେ ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ପ୍ରବଳ ବିରୋଧ ଆରମ୍ଭ ହୋଇଥିଲା ବିରୋଧ ହେବା ପରେ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ଏକ ପୋଷ୍ଟ ସୋସିଆଲ ମିଡିଆ ପ୍ଲାଟଫର୍ମରୁ ଡିଲିଟ ହୋଇଯାଇଥିଲା ତେବେ ବର୍ତ୍ତମାନ ଟ୍ବିଟ୍ ଡିଲିଟ୍କୁ ନେଇ ବିବାଦ ଆରମ୍ଭ ହୋଇଛି ଏହି ଆକ୍ରମଣ ପାଇଁ ହମାସ୍ ଓ ଇସ୍ରାଏଲ୍ ସେନା ପରସ୍ପରକୁ ଦାୟୀ କରୁଛନ୍ତି
ଏହି ଅାକ୍ରମଣରେ ୫୦୦ ଲୋକ ପ୍ରାଣ ହରାଇଛନ୍ତି ଅନେକ ଲୋକ ମାଟିତଳେ ଚାପି ହୋଇ ମୃତୁ୍ୟ
ବରଣ କରିଛନ୍ତି ଏହି ଆକ୍ରମଣ ସମ୍ପର୍କରେ ପାଲେଷ୍ଟାଇନର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି


Enter your email to get our daily news in your inbox.

All Right Reserved By Dharitri.Com

ସବୁଠାରୁ ବଡ଼ ଯନ୍ତ୍ରଣା ଲୁଚାଇ ରଖିଥିଲେ ଭାରତୀୟ କ୍ରିକେଟର, ଟି-୨୦ ବିଶ୍ୱକପ୍ ପୂର୍ବରୁ ହୋଇଥିଲା ବାପାଙ୍କ ମୃତ୍ୟୁ

ମୁମ୍ବାଇ,୧୧।୩: ଭାରତୀୟ ଷ୍ଟାର ୱିକେଟକିପର ବ୍ୟାଟର ଜୀତେଶ ଶର୍ମା ନିକଟରେ ନିଜ ଜୀବନର ଏକ ବଡ଼ ଦୁଃଖଦ ଖବର ସେୟାର କରିଛନ୍ତି। ୨୦୨୬ ଟି-୨୦ ବିଶ୍ୱକପ୍‌ରେ ତାଙ୍କୁ…

ଫିଫା ବିଶ୍ୱକପ୍‌ରୁ ଓହରିଲା ଇରାନ

ତେହରାନ୍‌ ,୧୧ା୩: ଇରାନ କ୍ରୀଡ଼ା ମନ୍ତ୍ରୀ ଅହମ୍ମଦ ଡୋନିଆମାଲି ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଇରାନ ଫୁଟବଲ ଦଳ 2026 ଫିଫା ବିଶ୍ୱକପ ଖେଳିବ ନାହିଁ…

ଇରାନ ସପକ୍ଷରେ ବାହାରିଲା ତୁର୍କୀ: ଏର୍ଡୋଗାନ କହିଲେ ‘ନା ଶିଆ, ନା ସୁନ୍ନି…ଆମେ ସମସ୍ତେ ମୁସଲମାନ; ଯଦି…

ଅଙ୍କାରା, ୧୧।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ଏବେ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ସଂଘର୍ଷ ମଧ୍ୟରେ ତୁର୍କୀ…

ପାଣ୍ଡ୍ୟା ବ୍ରଦର୍ସଙ୍କ ମଧ୍ୟରେ ଜୋରଦାର ଝଗଡ଼ା? ଭାଉଜଙ୍କ ସହ କଥାବାର୍ତ୍ତା ବନ୍ଦ…ବିଶ୍ୱକପ୍‌ ଜିତିବା ସତ୍ତ୍ୱେ ଚୁପ୍‌ ରହିଲେ…

ମୁମ୍ବାଇ, ୧୧।୩: କ୍ରିକେଟ ଜଗତର ସବୁଠାରୁ ଚର୍ଚ୍ଚିତ ଭ୍ରାତୃ ଯୋଡ଼ି ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କୃନାଲ ପାଣ୍ଡ୍ୟାଙ୍କ ମଧ୍ୟରେ ସବୁକିଛି ଠିକ ଚାଲିଛି ତ? ଦୁଇ ଭାଇଙ୍କ…

କେନ୍ଦ୍ରୀୟ ଡେପୁଟେସନରେ ଯିବେ ଟୁଇନ୍ ସିଟି ପୋଲିସ କମିଶନର ଦେବଦତ୍ତ ସିଂହ

ଭୁବନେଶ୍ବର,୧୧।୩: ଭୁବନେଶ୍ୱର-କଟକ ଟୁଇନ୍ ସିଟି ପୋଲିସ କମିଶନର ଏସ୍. ଦେବଦତ୍ତ ସିଂହ କେନ୍ଦ୍ରୀୟ ଡେପୁଟେସନରେ ଯିବା ପାଇଁ ପ୍ରସ୍ତୁତ ହେଉଛନ୍ତି। ଓଡ଼ିଶା କ୍ୟାଡରର ଏହି ବରିଷ୍ଠ ଆଇପିଏସ…

୧୨ ଦିନରେ ଯୁଦ୍ଧ: ଟାର୍ଗେଟ୍‌ରେ ଆର୍ଥିକ ଅନୁଷ୍ଠାନ, ବ୍ୟାଙ୍କ

ତେହରାନ୍‌ ,୧୧ା୩: ଇରାନ୍‌-ଆମେରିକା ଯୁଦ୍ଧ ୧୨ ଦିନରେ ପହଞ୍ଚି ଥିଲାବେଳେ ଉଭୟ ପକ୍ଷଙ୍କ ଆକ୍ରମଣ ଲକ୍ଷ୍ୟ ଦିନକୁ ଦିନ ବଦଳିବାରେ ଲାଗିଛି। ପ୍ରଥମେ ତୈଳ ରିଫାଇନେରିଗୁଡିକୁ ଉଭୟ…

ଭାରତରେ ଚିତା ସଂଖ୍ୟା ୫୦ ପାର୍, କୁନୋରେ ୫ ନୂଆ ଶାବକଙ୍କ ଜନ୍ମ

ମଧ୍ୟପ୍ରଦେଶ,୧୧।୩: ଭାରତର ‘ପ୍ରୋଜେକ୍ଟ ଚିତା’ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ମଧ୍ୟପ୍ରଦେଶର କୁନୋ ନ୍ୟାସନାଲ ପାର୍କରେ ନାମିବ୍ୟାରୁ ଆସିଥିବା ମାଦା ଚିତା ‘ଜ୍ଵାଳା’ ୫ଟି ଶାବକଙ୍କୁ…

ରିପୋର୍ଟରେ ‘ଧର୍ମ ପରିବର୍ତ୍ତନ’ ଉଲ୍ଲେଖ କରିଥିଲେ, ନନ୍ଦପୁରରେ RIଙ୍କୁ ସର୍ବସମ୍ମୁଖରେ ମାଡ଼; ଥାନାରେ…

ନନ୍ଦପୁର,୧୧।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜାତିଗତ ପ୍ରମାଣପତ୍ର ଆବେଦନର ତଦନ୍ତ ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri