ଇସ୍ରାଏଲକୁ ସତର୍କ କରାଇଲେ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା

ୱାଶିଂଟନ,୨୪।୧୦: ଇସ୍ରାଏଲ ଏବଂ ହମାସ ଯୁଦ୍ଧ ଦିନକୁ ଦିନ ଜଟିଲ ହେବାରେ ଲାଗିଛି। ଅନ୍ୟପକ୍ଷେ ଯୁଦ୍ଧ ଉପରେ ସମଗ୍ର ବିଶ୍ୱ ଅନେଇ ବସିଥିବା ବେଳେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଇସ୍ରାଏଲକୁ ସତର୍କ କରିଛନ୍ତି। ଗାଜାରେ ଇସ୍ରାଏଲର କାର୍ଯ୍ୟକଳାପର ସମ୍ଭାବ୍ୟ ପରିଣାମ ବିଷୟରେ ପୂର୍ବତନ ରାଷ୍ଟ୍ରପତି ଓବାମା ଚେତାବନୀ ଦେଇଛନ୍ତି। ଗାଜାକୁ ଖାଦ୍ୟ ଏବଂ ଜଳ ସଂଯୋଗ କାଟିବା ପାଲେଷ୍ଟାଇନର ମନୋଭାବକୁ ପରିବର୍ତ୍ତନ କରିପାରେ ବୋଲି ସେ କହିଛନ୍ତି।

ଓବାମା ସୋମବାର ଏକ ବିବୃତ୍ତି ଜାରି କରି ହମାସଙ୍କ ଆକ୍ରମଣକୁ ନିନ୍ଦା କରିବା ସହ ଇସ୍ରାଏଲ ନିଜକୁ ରକ୍ଷା କରିବାର ଅଧିକାରକୁ ସମର୍ଥନ କରୁଥିବା ବେଳେ ଏଭଳି ଯୁଦ୍ଧରେ ସାଧାରଣ ନାଗରିକଙ୍କ ପ୍ରତି ବିପଦ ଥିବା ନେଇ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି…

ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଚରଣ ସିଂ ମୀନା: ସାଇବର ଅପରାଧ ରୋକିବା ହେବ ପ୍ରାଥମିକତା

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ଉତ୍ତରାଞ୍ଚଳ ଡିଆଇଜି ଭାବେ ଆଇପିଏସ ଚରଣ ସିଂ ମୀନା ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ଗୁରୁବାର ସକାଳେ ସର୍ବପ୍ରଥମେ ସେ ସମ୍ବଲପୁରର ଆରାଧ୍ୟ ଦେବୀ ମା’…

Appleର ବଡ଼ ଘୋଷଣା! ଏହି ତାରିଖରେ ଲଞ୍ଚ ହେବ iPhone 18 Pro, ଏତିକି ରହିବ ଦାମ୍

ନୂଆଦିଲ୍ଲୀ,୨୭।୮: Apple ଶେଷରେ ନିଜର ବଡ଼ ଲଞ୍ଚ ଇଭେଣ୍ଟର ତାରିଖ ଘୋଷଣା କରିଛି । କମ୍ପାନୀ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ Apple Event ଆୟୋଜନ କରିବ…

ସତ ହୋଇଗଲା ଭବିଷ୍ୟବାଣୀ! ବହୁ ବର୍ଷ ପୂର୍ବରୁ ନେପାଳକୁ ନେଇ ଏମିତି କହିଥିଲେ…

ନୂଆଦିଲ୍ଲୀ,୨୭।୮: ନେପାଳରେ ସୃଷ୍ଟି ହୋଇଥିବା ଭୟଙ୍କର ପରିସ୍ଥିତି ମଧ୍ୟରେ ଏବେ ଚର୍ଚ୍ଚାକୁ ଆସିଛି ପ୍ରସିଦ୍ଧ ଭବିଷ୍ୟବକ୍ତା ବାବା ଭେଙ୍ଗାଙ୍କ ପୁରୁଣା ଭବିଷ୍ୟବାଣୀ। ସୋସିଆଲ ମିଡିଆରେ ଦାବି କରାଯାଉଛି…

କ୍ୟାନସର୍‌ ମେଡିସିନକୁ ମିଳିଲା ମଞ୍ଜୁରୀ: ରୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତି

ଓ୍ବାଶିଂଟନ୍‌,୨୭।୮: ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ମେଟାଷ୍ଟାଟିକ ପାନକ୍ରିଏଟିକ କ୍ୟାନସର୍‌ ରୋଗର ଚିକିତ୍ସା ପାଇଁ ରେଭଲ୍ୟୁସନ ମେଡିସିନ୍ସର ନୂତନ ଔଷଧ ‘ରାସୋକ’କୁ ଅନୁମୋଦନ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri