Posted inଜାତୀୟ

ଇସ୍ରାଏଲରେ ଫସି ରହିଥିବା ଭାରତୀୟ ଶୀଘ୍ର ଫେରିବେ ସ୍ବଦେଶ, ମିନାକ୍ଷୀ କହିଲେ ପ୍ରଧାନମନ୍ତ୍ରୀ ନିଜେ ରଖିଛନ୍ତି ସ୍ଥିତି ଉପରେ ନଜର

ନୂଆଦିଲ୍ଲୀ,୮।୧୦: ଇସ୍ରାଏଲ ହମାସ ଆତଙ୍କବାଦୀଙ୍କ ବିରୋଧରେ ଯୁଦ୍ଧ ଆରମ୍ଭ କରିଛି। ଶନିବାର ସକାଳେ ହମାସ ଆତଙ୍କବାଦୀମାନେ ବହୁ ସଂଖ୍ୟକ ରକେଟ ସାହାଯ୍ୟରେ ଇସ୍ରାଏଲ ଉପରେ ଆକ୍ରମଣ କରିଥିଲେ। ଇସ୍ରାଏଲ ପକ୍ଷରୁ ମଧ୍ୟ ପ୍ରତିଶୋଧ ପରାୟଣ ପଦକ୍ଷେପ ନିଆଯାଇଥିଲା। ବର୍ତ୍ତମାନ ଇସ୍ରାଏଲରେ ଅନେକ ଭାରତୀୟ ନାଗରିକ ଉପସ୍ଥିତ ଅଛନ୍ତି। ସୂଚନାନୁସାରେ, ଇସ୍ରାଏଲରେ ୧୮ହଜାର ଭାରତୀୟ ନାଗରିକ ବାସ କରନ୍ତି, ସେମାନଙ୍କ ମଧ୍ୟରୁ ଅଧିକାଂଶ ଛାତ୍ର।
ଭାରତ ସରକାର ବର୍ତ୍ତମାନର ପରିସ୍ଥିତି ଉପରେ ନିରନ୍ତର ନଜର ରଖିଛନ୍ତି। ଇସ୍ରାଏଲ ଉପରେ ହମାସ ଆତଙ୍କବାଦୀଙ୍କ ଆକ୍ରମଣ ଉପରେ ବିଦେଶ ରାଜ୍ୟ ମନ୍ତ୍ରୀ ମିନାକ୍ଷୀ ଲେଖୀ କହିଛନ୍ତି, ଶନିବାର ରାତିରେ ମୁଁ ଅନେକ ବାର୍ତ୍ତା ପାଇଥିଲି ଏବଂ ଆମେ ରାତିସାରା କାମ କରୁଥିଲି। ମୁଁ ଏହା ମଧ୍ୟ ଜାଣେ ଯେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପରିସ୍ଥିତି ଉପରେ ସିଧାସଳଖ ନଜର ରଖିଛି। ଆମେ କାର୍ଯ୍ୟ କରୁଛୁ କିନ୍ତୁ ଆମେ ବ୍ୟସ୍ତ ଅଛୁ।
ସେ ଆହୁରି ମଧ୍ୟ କହିଛନ୍ତି, ଏହାପୂର୍ବରୁ ଆନ୍ଧ୍ରପ୍ରଦେଶର ଲୋକଙ୍କ ସମେତ ଅନେକ ଛାତ୍ର ମଧ୍ୟ ଫସି ରହିଥିଲେ। ତେଣୁ ଅପରେସନ ଗଙ୍ଗା ହେଉ କି ବନ୍ଦେ ଭାରତ ଆମ ସମସ୍ତଙ୍କୁ ଫେରାଇ ଆଣିଛି ଏବଂ ମୁଁ ନିଶ୍ଚିତ ଯେ ଭାରତ ସରକାର ଏବଂ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସିଧାସଳଖ ସେମାନଙ୍କ ସହ ଯୋଗାଯୋଗରେ ଅଛନ୍ତି। ଲୋକମାନେ ପରିସ୍ଥିତି ଉପରେ ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri