ଭାରତ ଉପରେ ଅଭିମାନ କଲା ଇସ୍ରାଏଲ! ବଡ଼ ବୟାନ ଦେଲେ ନେତାନ୍ୟାହୁ

ନୂଆଦିଲ୍ଲୀ,୩୧/୧୦: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧରେ ତତ୍କାଳ ବିରାମ ଲଗାଇବାକୁ ମିଳିତ ଜାତିସଂଘର ଏକ ପ୍ରସ୍ତାବ ଆସିଥିଲା। ଭାରତ ଏହି ପ୍ରସ୍ତାବ ଆଲୋଚନାରେ ଅଂଶଗ୍ରହଣ କରିନଥିଲା। ଯାହାପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ଭାରତର ଆଭିମୁଖ୍ୟ ଉପରେ ମନ୍ତବ୍ୟ ଦେଇଛନ୍ତି। ସୋମବାର ସେ କହିଛନ୍ତି କୌଣସି ସଭ୍ୟ ରାଷ୍ଟ୍ର, ଯେଉଁଥିରେ ଭାରତ ମଧ୍ୟ ସାମିଲ, ଇସ୍ରାଏଲରେ ଘଟିଥିବା ବର୍ବରତାକୁ କେବେ ସହିବେ ନାହିଁ।

ଏହା ସହିତ ୨୭ ଅକ୍ଟୋବରକୁ ମିଳିତ ଜାତି ସଂଘରେ ଆସିଥିବା ପ୍ରସ୍ତାବକୁ ତ୍ରୁଟିପୂର୍ଣ୍ଣ ବୋଲି କହିଛନ୍ତି। ପ୍ରସ୍ତାବ ଉପରେ ଭାରତ ଭଳି ମିତ୍ର ଦେଶର ଆଭିମୁଖ୍ୟ ବିଷୟରେ ଆଲୋଚନା କରି .. କହିଥିଲେ, ମୋତେ ଲାଗୁଛି ଯେ ସେହି ପ୍ରସ୍ତାବ ଉପରେ ଅନେକ ତ୍ରୁଟି ରହିଥିଲା, ଏବଂ ଏହା ଦେଖିମତେ ଦୁଃଖ ହେଲା କି ଆମର ଅନେକ ମିତ୍ର ରାଷ୍ଟ୍ର ଏହି କଥା ଉପରେ ଜୋର ଦେଇନଥିଲେ କି ଇସ୍ରାଏଲରେ ଯାହା କିଛି ହେଲା ତାହା ନିନ୍ଦନୀୟ, ତାର କଡ଼ା ନିନ୍ଦା ମଧ୍ୟ କରିବାର ଥିଲା। ଏହା ଏପରି ଥିଲା ଯାହାକୁ ଭାରତ ଭଳି ସଭ୍ୟ ରାତ୍ର କେବେ ସହିବେ ନାହିଁ..ଏଥିପାଇଁ ମୋତେ ଲାଗୁଛି ଯେ, ଆଗକୁ ଏହି କଥାର ପୁନରାବୃତି ହେବ ନାହିଁ।

ନେତାନ୍ୟାହୁ ଆହୁରି ମଧ୍ୟ କହିଛନ୍ତି, ‘ଯେପରି ପର୍ଲ ହାର୍ବର ବିସ୍ଫୋରଣ କିମ୍ବା ୯/୧୧ ଆତଙ୍କବାଦୀ ଆକ୍ରମଣ ପରେ ଆମେରିକା ଅସ୍ତ୍ରବିରତି ଉଲ୍ଲଂଘନ କରିବାକୁ ରାଜି ହେବ ନାହିଁ, ସେହିପରି ଇସ୍ରାଏଲ ମଧ୍ୟ ହାମାସ ସହିତ ଶତ୍ରୁତା ସମାପ୍ତ କରିବାକୁ ରାଜି ହେବ ନାହିଁ। ଶତ୍ରୁତା ସମାପ୍ତ କରିବାକୁ ଇସ୍ରାଏଲ୍ କଦାପି ରାଜି ହେବ ନାହିଁ…।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri