ତୁରନ୍ତ ଅପସାରଣ ରୋଗୀଙ୍କ ଜୀବନକୁ ବିପଦରେ ପକାଇବ: ଇସ୍ରାଏଲର ଚେତାବନୀ ଉପରେ କହିଲେ ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ

ଜେନେଭା,୧୪।୧୦: ଇସ୍ରାଏଲ ଉପରେ ହମାସର ଆତଙ୍କବାଦୀ ଆକ୍ରମଣ ପରେ ଇସ୍ରାଏଲ ଗାଜା ଷ୍ଟ୍ରିପ ଉପରେ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଇସ୍ରାଏଲ ସେନା ଉତ୍ତର ଗାଜାରେ ରହୁଥିବା ସାଧାରଣ ନାଗରିକ ଏବଂ ହସ୍ପିଟାଲ ଖାଲି କରିବାକୁ ଚେତାବନୀ ଦେଇଛନ୍ତି। ଏହା ଉପରେ ଡବ୍ଲ୍ୟୁଏଚ୍‌ଓର ମୁଖ୍ୟ କହିଛନ୍ତି, ଏହା କରିବା ସମ୍ଭବ ନୁହେଁ, କାରଣ ହସ୍ପିଟାଲରେ ଏପରି ଅନେକ ଆହତ ଅଛନ୍ତି, ସେମାନଙ୍କୁ କୌଣସି ପ୍ରକାରେ ହଟାଇବା ସେମାନଙ୍କ ଜୀବନ ନେବା ଭଳି ହେବ।

ଗାଜାରେ କାର୍ଯ୍ୟ କରୁଥିବା ଜାତିସଂଘର ଅଧିକାରୀମାନେ କହିଛନ୍ତି ଯେ, ଉତ୍ତର ଗାଜାରେ ପ୍ରାୟ ୧୧ଲକ୍ଷ ଲୋକ ବାସ କରନ୍ତି ଏବଂ ୨୪ ଘଣ୍ଟା ମଧ୍ୟରେ ସେମାନଙ୍କୁ ସେଠାରୁ ହଟାଇବା କରିବା ସମ୍ଭବ ନୁହେଁ। ସେ ଆହୁରି ମଧ୍ୟ କହିଛନ୍ତି, ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଲୋକଙ୍କ ଅବସ୍ଥା ଗୁରୁତର ରହିଛି। ଏଭଳି ପରିସ୍ଥିତିରେ ଏହି ଲୋକଙ୍କୁ ଏଠାରୁ ହଟାଇବା ଅର୍ଥ ଗୁରୁତର ଆହତଙ୍କ ଜୀବନ ନେବା।


Enter your email to get our daily news in your inbox.

All Right Reserved By Dharitri.Com

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ଜଙ୍ଗଲରୁ ମିଳିଲା ଯୁବତୀଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର,ଆତ୍ମହତ୍ୟା ନା ହତ୍ୟା ବଢିଲା ସସ୍‌ପେନ୍ସ

ପଟ୍ଟାଙ୍ଗି,୨୨।୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତ ଅନ୍ତର୍ଗତ କପାଟିଗୁଡା ଜଙ୍ଗଲରୁ ସନ୍ଦେହଜନକ ଭାବେ ଯୁବତୀଯୁବକଙ୍କ ମୃତଦେହ ସୁଙ୍କି ପୋଲିସ ଉଦ୍ଧାର…

ଟ୍ରାକ୍ଟର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ : ମୃତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି

ଲାଞ୍ଜିଗଡ଼,୨୨।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଘଟଣା ଘଟିଛି। ନିଜେ ଚଳାଉଥିବା ଟ୍ରାକ୍ଟର ଚକରେ ଚାପିହୋଇ ଡ୍ରାଇଭରଙ୍କ…

ନାବାଳିକାଙ୍କୁ ବ୍ଲାକମେଲ କରି ଦୀର୍ଘଦିନ ଧରି ଶୋଷଣ କରୁଥିଲେ ନାବାଳକ, ଅଭିଯୋଗ ପରେ ନାବାଳକଙ୍କୁ …

ପାରଳାଖେମୁଣ୍ଡି, ୨୨।୬(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଜଣେ ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ପୋକ୍ସୋ ଆଇନ ଅନୁଯାୟୀ ଏକ ମାମଲା ରୁଜୁ…

ଅତର ବ୍ୟବସାୟୀଙ୍କୁ ଠକେଇ, ଅସଲି ନେଇ ନକଲି ଦେଇଦେଲେ, ଠକିନେଲେ ଏତେ କୋଟି ଟଙ୍କା

ଛତ୍ରପୁର, ୨୨।୬( ଦିଲ୍ଲୀପ ସାମଲ): ଅତି ଚତୁରତା ସହ ବ୍ଲୁ ପ୍ରିଣ୍ଟ କରି ଫିଲ୍ମ ଷ୍ଟାଇଲରେ ହୋଇଛି କିଆ ଅତର ଠକେଇ । ଲକ୍ଷ କି ଦୁଇ…

ଲଭ,ସେକ୍ସ, ଧୋକ୍କା: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଜେଲଗଲେ ଅଭିଯୁକ୍ତ ଡାକ୍ତର

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅବିନାଶ ମହାନ୍ତିଙ୍କୁ ପୋଲିସ…

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିବ…

ଗଞ୍ଜାମ ,୨୨।୬(ବିଦ୍ୟାଧର ସାହୁ ) : ଅଜଣା ଗାଡି ଧକ୍କାରେ ଶନିବାର ଗଞ୍ଜାମ ଅଞ୍ଚଳର ଅନିଲ ମହାପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା । କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri