କୋଭିଡ୍‌ ଟିକାର ଚତୁର୍ଥ ଡୋଜ୍‌ ଦେବାକୁ ଘୋଷଣା କଲା ଇସ୍ରାଏଲ

ଇସ୍ରାଏଲ,୨୨।୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ବିସ୍ତାରକୁ ନେଇ ଦେଶରେ ଚିନ୍ତା ବଢାଇଛି। ଏହାରି ମଧ୍ୟରେ ୬୦ ବର୍ଷରୁ ଅଧିକ ବୟସ୍କ ଲୋକଙ୍କୁ କୋଭିଡ ଟିକାର ଚତୁର୍ଥ ଡୋଜ୍‌ ଦିଆଯିବା ନେଇ ଇସ୍ରାଏଲ ଘୋଷଣା କରିଛି।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଏକ ବିଶେଷଜ୍ଞ ଏହାକୁ ସୁପାରିସ କରିଛନ୍ତି। ଯାହାକୁ ପ୍ରଧାନମନ୍ତ୍ରୀ ନାଫ୍ଟାଲି ବେନେଟ୍ଟ ସ୍ବାଗତ କରିଛନ୍ତି। ତେବେ ଏଭଳି ପଦକ୍ଷେପ ଓମିକ୍ରନ ବ୍ୟାପିବାକୁ ଦୂର କରିବାରେ ସାହାଯ୍ୟ କରିବ। ସମୟ ନଷ୍ଟ ନ କରି ଟିକାକରଣ କରନ୍ତୁ ବୋଲି ପ୍ରଧାନମନ୍ତ୍ରୀ ବେନେଟ୍ଟ କହିଛନ୍ତି। ମଙ୍ଗଳବାର ଇସ୍ରାଏଲର ଜଣେ ୬୦ ବର୍ଷୀୟ ବ୍ୟକ୍ତିଙ୍କ ଓମିକ୍ରନରେ ମୃତ୍ୟୁ ହେବା ପରେ ଚିନ୍ତା ବଢାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ମିନିଟରେ ମିଳିବ କରୋନା ରିପୋର୍ଟ

ବେଜିଂ,୯।୨: କରୋନା ମହାମାରୀରୁ ବିଶ୍ୱ କେବେ ମୁକୁଳିବ ସେନେଇ କୌଣସି ନିର୍ଦ୍ଦିଷ୍ଟ ସୂଚନା ନାହିଁ। ଏନେଇ ବିଶ୍ୱ ଏହା ଏକ ଦୀର୍ଘସ୍ଥାୟୀ ସମସ୍ୟା ଭାବି ଏହାର...

ଟୁଇଟର୍‌ର ମାଲିକ ହେଲେ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି

ଓ୍ବାଶିଂଟନ୍‌,୨୬।୪: ଅନେକ ଦିନର ଚର୍ଚ୍ଚା ପରେ ଶେଷରେ ଟୁଇଟର୍‌ ଦୁନିଆର ମାଲିକାନା ହାସଲ କରିଛନ୍ତି ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କ। ଟୁଇଟର ଇଙ୍କ୍‌...

୨୦୩୦ ସୁଦ୍ଧା ବନ୍ଦ ହେବ ଜଙ୍ଗଲ ନଷ୍ଟ

ଗ୍ଲାସ୍‌ଗୋ, ୩ା୧୧: ଜଳବାୟୁରେ ନକାରାତ୍ମକ ପରିବର୍ତ୍ତନର ପ୍ରମୁଖ କାରଣ ପାଲଟିଥିବା ବନାଞ୍ଚଳ ନଷ୍ଟ ଓ ମୃତ୍ତିକା କ୍ଷୟ ୨୦୩୦ ସୁଦ୍ଧା ବନ୍ଦ କରିବାକୁ ଗ୍ଲାସ୍‌ଗୋ ଜଳବାୟୁ...

କପଡ଼ା ଆଲମିରା ପଡ଼ି ଶିଶୁ ମୃତ: କମ୍ପାନୀ ଦେଲା ୩୩୧ କୋଟି କ୍ଷତିପୂରଣ

ନ୍ୟୁୟର୍କ,୮।୧: କପଡ଼ା ଆଲମିରା ପଡ଼ି ଜଣେ ୨ ବର୍ଷ ଶିଶୁର ମୃତ୍ୟୁ ଘଟଣାରେ ସମ୍ପୃକ୍ତ ଆଲମିଲା କମ୍ପାନୀକୁ ୩୩୧ କୋଟି ଟଙ୍କାର କ୍ଷତି ପୂରଣ ଦେବାକୁ...

ସାବଧାନ ! ସ୍ମାର୍ଟଫୋନ୍‌ରୁ ଶୀଘ୍ର ଡିଲିଟ୍‌ କରନ୍ତୁ ଏସବୁ ଆପ୍‌…

ଓ୍ବାଶିଂଟନ/ ନୂଆଦିଲ୍ଲୀ,୧୯।୬: ଗୁଗଲକୁ ପୁଣି ଥରେ ଜୋକର ଭାଇରସ୍‌ ଫେରିଛି। ଏହା ମୁଖ୍ୟତଃ ୮ଟି ଆଣ୍ଡ୍ରଏଡ୍‌ ଆପ୍‌କୁ ଟାର୍ଗେଟ୍‌ କରିଛି। ଏସବୁ ଆପ୍‌କୁ ଶୀଘ୍ର ନିଜ...

ଇରାନର ୫୨ ସ୍ଥାନରେ ଆକ୍ରମଣ ପାଇଁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୫।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଇରାନକୁ ଏକ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଇରାନ ଯଦି କୌଣସି ଆମେରିକୀୟ ଅବା କୌଣସି ଅନୁଷ୍ଠାନ...

ଚର୍ଚ୍ଚରେ ଗୁଳିମାଡ଼, ବାଇଡେନ୍‌ ସରକାରଙ୍କ ଚିନ୍ତା ବଢ଼ିଲା…

ଓ୍ବାଶିଂଟନ, ୧୬।୫ : ଆମେରିକାରେ ପ୍ରତିଦିନ ଗୁଳିମାଡ଼ ଘଟଣା ସାମ୍ନାକୁ ଆସୁଛି। ସଦ୍ୟତମ ମାମଲା ଆମେରିକାର କାଲିଫର୍ନିଆ ଘଟିଛି। ସେଠାରେ ଏକ ଚର୍ଚ୍ଚରେ ଗୁଳିମାଡ଼ ହୋଇଛି।...

ପୋଲିସ ଭୟରେ ଉଲଗ୍ନ ହୋଇ, ଗେଣ୍ଡା ଖାଇ ଏପରି ଭୟାନକ ସ୍ଥାନରେ ଲୁଚି ରହିଥିଲେ ବ୍ୟକ୍ତି

ଅଷ୍ଟ୍ରେଲିଆରେ ଜଣେ ପଳାତକ ଅପରାଧୀ ପୋଲିସକୁ ଭୟ କରି ଏପରି ଏକ ସ୍ଥାନରେ ଲୁଚି ରହିଥିଲେ ଯେଉଁଠାରେ ମୃତ୍ୟୁଛଡା ଆଉ କିଛି ନ ଥିଲା। ସେ...

Advertisement
Archives

Model This Week