ସୀମା ସିଲ୍ କଲା ଇସ୍ରାଏଲ

ଜେରୁଜେଲମ,୨୮ ।୧୧: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ ଆସିବା ପରେ ଏବେସାରା ବିଶ୍ୱରେ ଚିନ୍ତାର ବିଷୟ ପାଲଟିଛି । ଏହା ଡେଲ୍ଟା ଭାରିଏଣ୍ଟ ଠାରୁ ମାରାତ୍ମକ ବୋଲି କୁହାଯାଉଥିବା ବେଳେ ଦ୍ରୁତ ଗତିରେ ବ୍ୟାପୁଛି ବୋଲି ଜଣାପଡିଛି । ଏହାକୁ ନଜରରେ ରଖି ଇସ୍ରାଏଲ ତା’ର ସୀମାକୁ ସମ୍ପୂର୍ଣ୍ଣ ଭାବେ ସିଲ୍ କରି ଦେଇଛି । ବିଦେଶୀରୁ କେହି ଯାତ୍ରୀ ଏବେ ଇସ୍ରାଏଲ ମଧ୍ୟରେ ପ୍ରବେଶ କରିପାରିବେ ନାହିଁ । ଏମିତି କରିବାରେ ଇସ୍ରାଏଲ ପ୍ରଥମ ଦେଶ ପାଲଟିଛି । ଏହାସହ କରୋନାର ନୂଆ ଭାରିଏଣ୍ଟକୁ ରୋକିବାକୁ ଇସାଏଲ ଆତଙ୍କବାଦ ବିରୋଧି ଫୋନ ଟ୍ରାକିଂ ଟେକନିକ ପ୍ରୟୋଗ କରିବ ବୋଲି କହିଛି ।
ଇସ୍ରାଏଲ ପ୍ରଧାନମନ୍ତ୍ରୀ ନଫ୍‌ତାଲି ବେନେଟ କହିଛନ୍ତି ୧୪ ଦିନ ପାଇଁ ଦେଶର ସୀମାକୁ ସିଲ୍ କରାଯାଇଛି । ଏହି ୧୪ ଦିନ ମଧ୍ୟରେ ବିଶେଷଜ୍ଞମାନେ ନୂଆ ଭାରିଏଣ୍ଟ ସମ୍ପର୍କରେ ଅଧିକ ତଥ୍ୟ ହାସଲ କରିଦେଇଥିବେ । ଏହାଠାରୁ କିପରି ଦୂରେଇ ରହିହେବ ଅଥବା ଏହାର ଚିକିତ୍ସା କିପରି କରାଯିବ ଇତ୍ୟାଦି । ତେଣୁ ସେପର୍ଯ୍ୟନ୍ତ ଦେଶର ସୀମାକୁ ସିଲ କରାଯାଇଛି । ରବିବାର ରାତିରୁ ଏହା ଲାଗୁ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri