ସବୁ ସୀମା ଟପିଲାଣି ଇସ୍ରାଏଲ, ଏଣିକି ସମସ୍ତେ ନେବେ ପଦକ୍ଷେପ

ତେହରାନ,୨୯ା୧୦: ଇସ୍ରାଏଲ ସବୁ ସୀମା ଟପି ସାରିଲାଣି। ଯାହାକି ସମସ୍ତଙ୍କୁ ଏନେଇ ପଦକ୍ଷେପ ନେବାକୁ ବାଧ୍ୟ କରିପାରେ ବୋଲି ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି କହିଛନ୍ତି।

ସେ କହିଛନ୍ତି, ଇସ୍ରାଏଲର ଗାଜା ଉପରେ କରୁଥିବା ଅମାନୁଷିକ ବୋମାମାଡ଼ ସାରା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଫଳରେ ଇସ୍ରାଏଲ କାର୍ଯ୍ୟକଳାପରେ ଅନ୍ୟ ଦେଶଗୁଡ଼ିକ ମିଳିତ ପଦକ୍ଷେପ ନେବାକୁ ବାଧ୍ୟ କରିପାରେ।

ସୂଚନାଯୋଗ୍ୟ, ଅକ୍ଟୋବର ୭ରେ ହମାସ୍‌ ସୀମା ପାର୍‌ ହୋଇ ୧୪୦୦ରୁ ଅଧିକ ଲୋକଙ୍କୁ ହତ୍ୟା କରିବା ପରଠାରୁ ଇସ୍ରାଏଲ କ୍ଷୁଦ୍ର ପାଲେଷ୍ଟାଇନ ଅଞ୍ଚଳକୁ ଟାର୍ଗେଟ୍‌ କରିଥିଲା। ଗାଜାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ପାଲେଷ୍ଟାଇନର ମୃତ୍ୟୁସଂଖ୍ୟା ୭୭୦୦ ଅତିକ୍ରମ କରିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ୟୁମନାମ୍‌ ଖେମଚାନ୍ଦ ସିଂହ? ଯିଏ ହେବେ ମଣିପୁରର ନୂଆ ମୁଖ୍ୟମନ୍ତ୍ରୀ,ହଟିବ ରାଷ୍ଟ୍ରପତି ଶାସନ; ଜାଣନ୍ତୁ… 

ଇମ୍ଫାଲ,୩।୨: ମଣିପୁରରେ ପ୍ରାୟ ଏକ ବର୍ଷ ଧରି ଚାଲିଥିବା ରାଷ୍ଟ୍ରପତି ଶାସନ ପରେ ନୂଆ ସରକାର ଗଠନର ପ୍ରକ୍ରିୟା ତୀବ୍ର ହୋଇଛି। ଭାରତୀୟ ଜନତା ପାର୍ଟି (ଭାଜପା)…

ରୁଷିଆଠାରୁ ତେଲ କିଣିବ ନାହିଁ ଭାରତ? ଟ୍ରମ୍ପଙ୍କ ଦାବି ପରେ ଆସିଲା ପୁଟିନ୍‌ଙ୍କ ପ୍ରତିକ୍ରିୟା! ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ/ମସ୍କୋ,୩।୨: ଆମେରିକା ଓ ଭାରତ ମଧ୍ୟରେ ହୋଇଥିବା ନୂତନ ବାଣିଜ୍ୟ ଚୁକ୍ତିନାମା ପରେ ରୁଷିଆ ପକ୍ଷରୁ ଆଧିକାରୀକ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ…

ସ୍କୁଲରେ ନବମ ଛାତ୍ରୀକୁ ଗଣବଳାତ୍କାର: ଭିଡିଓ ଭାଇରାଲ୍, ୫ ନାବାଳକ ଅଟକ

ବଲାଙ୍ଗୀର,୩।୨: ବଲାଙ୍ଗୀର ଜିଲାରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ତୁରେକେଲା ଥାନା ଅଞ୍ଚଳର ଏକ ସ୍କୁଲରେ ଜଣେ ନବମ ଶ୍ରେଣୀର ନାବାଳିକା ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିର ପ୍ରଭାବ: ୮ ବର୍ଷ ମଧ୍ୟରେ ଟଙ୍କା ମୂଲ୍ୟରେ ସବୁଠାରୁ ବଡ଼ ସୁଧାର

ନୂଆଦିଲ୍ଲୀ,୩।୨: ଭାରତ ଏବଂ ଆମେରିକା ମଧ୍ୟରେ ଐତିହାସିକ ବାଣିଜ୍ୟ ଚୁକ୍ତି ଭାରତୀୟ ମୁଦ୍ରା ‘ଟଙ୍କା’ ପାଇଁ ସଞ୍ଜୀବନୀ ସଦୃଶ ହୋଇଛି। ମଙ୍ଗଳବାର ବଜାର ବନ୍ଦ ହେବା ବେଳକୁ…

ପ୍ରଧାନମନ୍ତ୍ରୀ ଦେଶକୁ ବିକ୍ରି କରିଦେଇଛନ୍ତି: ରାହୁଲ ଗାନ୍ଧୀଙ୍କ ବିସ୍ଫୋରକ ଅଭିଯୋଗ

ନୂଆଦିଲ୍ଲୀ,୩।୨: ଆମେରିକା ସହ ହୋଇଥିବା ବାଣିଜ୍ୟ ଚୁକ୍ତିକୁ ନେଇ ସବୁଆଡେ ଚର୍ଚ୍ଚା ଲାଗି ରହିଛି। ଏହାରି ମଧ୍ୟରେ ବିରୋଧୀ ଦଳ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ବାଚସ୍ପତି: ୮ ଏମ୍‌ପିଙ୍କୁ ସଂସଦରୁ କଲେ ନିଲମ୍ବନ , ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୨: ଲୋକସଭା କାର୍ଯ୍ୟକାଳ ମଧ୍ୟରେ ମଙ୍ଗଳବାର ଏକ ବଡ଼ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। କିଛି ବିରୋଧୀ ଏମ୍‌ପି ଦୁଇଥର ବାଚସ୍ପତିଙ୍କ ଚୌକି ଆଡ଼କୁ କାଗଜ ଫିଙ୍ଗିଥିଲେ। ଏହି…

ତୃତୀୟ ଶ୍ରେଣୀ ଛାତ୍ରଙ୍କୁ ମାଡ଼ ଘଟଣା: ଆଶ୍ୱାସନା ଦେଲେ ଅଧିକାରୀ

ଦାରିଙ୍ଗବାଡି, ୩।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପାଦ୍ରୀପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଗଣିତ ଖାତା ଆଣି ନ ଥିବାରୁ ତୃତୀୟ…

ଟି-୨୦ରେ କମାଲ କଲେ ବାବର ଆଜମ: ଭାଙ୍ଗିଲେ କୋହଲିଙ୍କ ସର୍ବକାଳୀନ ରେକର୍ଡ

ଲାହୋର,୩।୨: ପାକିସ୍ତାନର ଷ୍ଟାର ବ୍ୟାଟ୍ସମ୍ୟାନ ବାବର ଆଜମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ଇତିହାସ ସୃଷ୍ଟି କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ସେ ଭାରତୀୟ କିମ୍ବଦନ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri