ପ୍ରତିଶ୍ରୁତି ସତ୍ତ୍ୱେ ଜଳ ଯୋଗାଣ ଆରମ୍ଭ କରିନାହିଁ ଇସ୍ରାଏଲ, ପାଣି ବୁନ୍ଦିଏ ପାଇଁ ଲୋକେ ଝଟପଟ

ଜେରୁଜେଲମ,୧୬।୧୦: ଗାଜା ଷ୍ଟ୍ରିପ ବର୍ତ୍ତମାନ ମୌଳିକ ସୁବିଧା ପାଇଁ ଝଟପଟ ହେଉଛି। ଇସ୍ରାଏଲ ଗାଜାବାସୀଙ୍କୁ ବିଦ୍ୟୁତ୍‌ ସମେତ ଜଳ ସୁବିଧାରୁ ବଞ୍ଚିତ କରିଛି। ଏହି ସମୟରେ ହମାସ ସୋମବାର କହିଛି ଯେ, ପ୍ରତିଶ୍ରୁତି ସତ୍ତ୍ୱେ ଇସ୍ରାଏଲ ଗାଜା ଷ୍ଟ୍ରିପକୁ ଜଳ ଯୋଗାଣ ଆରମ୍ଭ କରି ନାହିଁ। ହେଲେ ଅନ୍ୟପଟେ ଜଣେ ଇସ୍ରାଏଲ ଅଧିକାରୀ ଉତ୍ତର ଦେଇଛନ୍ତି ଯେ ଏନକ୍ଲେଭ୍‌ର ଦକ୍ଷିଣରେ ଥିବା କିଛି ଅଞ୍ଚଳକୁ କିଛି ଜଳ ଯୋଗାଇ ଦିଆଯାଉଛି।

ଅକ୍ଟୋବର ୭ରେ ହମାସ ପ୍ର୍ରଦର୍ଶନକାରୀମାନେ ଦକ୍ଷିଣ ସହର ଓ ଗ୍ରାମରେ ଭଙ୍ଗାରୁଜା କରିବା ପରେ ଲଗାଯାଇଥିବା ଘେରାବନ୍ଦୀ ଅଧୀନରେ ଇସ୍ରାଏଲ ଗାଜାକୁ ଜଳ ପ୍ରବେଶ ବନ୍ଦ କରିଦେଇଥିଲା। ୱାଶିଂଟନ ସହ ହୋଇଥିବା ଚୁକ୍ତିନାମା ଅନୁଯାୟୀ, ଇସ୍ରାଏଲ ପାରଇ ଯୋଗାଣ ଆରମ୍ଭ କରିଛି ବୋଲି ରବିବାର କହିଛି। ସୋମବାର ହମାସ ଆଭ୍ୟନ୍ତରୀଣ ମନ୍ତ୍ରଣାଳୟର ମୁଖପାତ୍ର ଇୟାଦ ଅଲ-ବୋଜୋମ କହିଛନ୍ତ, ଜଳ ଯୋଗାଣ ପୁନଃ ଆରମ୍ଭ ହୋଇନାହିଁ। ବାସିନ୍ଦାମାନେ ଅସ୍ବାସ୍ଥ୍ୟକର ପାଣି ପିଉଛନ୍ତି, ଯାହା ଏକ ଗୁରୁତର ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି କରିଛି ଏବଂ ନାଗରିକଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?