ରୁଷିଆ-ୟୁକ୍ରେନ ମଧ୍ୟରେ ଇସ୍ରାଏଲ୍‌ କରିବ ମଧ୍ୟସ୍ଥତା

ଜେରୁଜେଲମ୍‌,୧୪।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ୧୯ଦିନ ହେଲାଣି ଯୁଦ୍ଧ ଜାରି ରହିଛି। ୟୁକ୍ରେନ ଉପରେ ରୁଷିଆର ଆକ୍ରମଣକୁ ନେଇ ସମସ୍ତ ପାଶ୍ଚାତ୍ୟ ଦେଶ ବିରୋଧ କରିବା ସହ ଯୁଦ୍ଧ ବନ୍ଦ କରିବା ପାଇଁ ମସ୍କୋ ଉପରେ ଚାପ ପକାଯାଉଛି। କିନ୍ତୁ ୨ଦେଶ ନିଜ ଜିଦ୍‌ରେ ଅଟଳ ରହିଛନ୍ତି। ରୁଷିଆ ନିଜର ବିଜୟ ପଥେ ଆଗେଇ ଚାଲିଥିବା ବେଳେ ନିଜ ଦେଶର ସୁରକ୍ଷା ଓ ସମ୍ମାନ ରକ୍ଷା କରିବା ଲାଗି ୟୁକ୍ରେନ ପଛଘୁଞ୍ଚା ଦେଉନାହିଁ। ଇତିମଧ୍ୟରେ ୨ ଦେଶ ମଧ୍ୟରେ ମଧ୍ୟସ୍ଥତା କରିବା ଲାଗି ଇସ୍ରାଏଲ ଆଗକୁ ଆସିଛି। ସୋମବାର ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କିଙ୍କ ପ୍ରଶାସନର ମୁଖ୍ୟ ଏଣ୍ଡ୍ରି ୟରମକ ଏନେଇ ସୂଚନା ଦେଇଛନ୍ତି। ଏହି ମଧ୍ୟସ୍ଥତାରୁ ୨ଦେଶ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ବନ୍ଦ ହେବା ନେଇ ଆଶା କରାଯାଉଛି। ଏହାପୂର୍ବରୁ ଇସ୍ରାଏଲ୍‌ ରାଷ୍ଟ୍ରପତି ନଫଟାଲି ବେନେଟ ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ବିବାଦର ମଧ୍ୟସ୍ଥତା କରିବାକୁ ପ୍ରସ୍ତାବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ଜିଲାପାଳ: ବଦଳିଲେ ସୁନାବେଢା ସିଡିପିଓ

କୋରାପୁଟ ୩l୯(ଅମିତାଭ ବେହେରା): ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଖରାପ ବ୍ୟବହାର କରିଥିବା ଅଭିଯୋଗରେ ସୁନାବେଢା ସିଡିପିଓ ନଳିନୀ ବେହେରାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସିଡିପିଓ ନଳିନୀଙ୍କୁ ଜୟପୁର ଉପଜିଲାପାଳଙ୍କ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

ପ୍ରଶ୍ନ କଲେ ଉଦୟନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ…

ବଲିଉଡ୍‌ରେ ଆଉ ଜଣେ ଷ୍ଟାର୍ କିଡ୍‌ଙ୍କ ଏଣ୍ଟ୍ରି! ମଲାଇକା-ଅରବାଜଙ୍କ ପୁଅ ଅରହାନ କରିବେ ଡେବ୍ୟୁ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… 

ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି…

ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍‌: ଟ୍ରାଏଲ୍‌ ରନ୍‌ରେ ଖୋଲାଗଲା ୪ ନଂ ଗେଟ୍‌

ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍‌ ଖୋଲିବାକୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍‌ କର୍ତ୍ତୃପକ୍ଷ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri