Advertisement

ଇରାନ ପରମାଣୁ ବୈଜ୍ଞାନିକଙ୍କୁ ହତ୍ୟା ପଛରେ ଇସ୍ରାଏଲ୍‌ ହାତ ସନ୍ଦେହ

ତେହରାନ୍‌,୨୮।୧୧: ଇରାନ୍‌ର ଖ୍ୟାତି ସମ୍ପନ୍ନ ପରମାଣୁ ବୈଜ୍ଞାନିକ ମୋହସିନ୍‌ ଫଖରିଜାଦେହଙ୍କୁ ତେହରାନ୍‌ ନିକଟରେ ହତ୍ୟା କରାଯାଇଛି। ସେ କାର୍‌ରେ ଯାଉଥିବା ସମୟରେ ତାଙ୍କୁ ଗୁଳି କରାଯାଇଥିଲା। ଗୁରୁତର ଅବସ୍ଥାରେ ମୋହସିନ୍‌‌ଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। ହତ୍ୟା ପଛରେ ଇସ୍ରାଏଲ୍‌ର ହାତ ଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ଇରାନ ବହିର୍ବ୍ୟାପାର ମନ୍ତ୍ରୀ ଜାଭେଦ୍‌ ଜାରିଫ୍‌ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏଭଳି କାର୍ଯ୍ୟ ନିନ୍ଦନୀୟ ବୋଲି ସେ କହିଛନ୍ତି। ଇସ୍ରାଏଲ୍‌ ଯୁଦ୍ଧ ପାଇଁ ବ୍ୟାକୁଳ ହେଉଥିବା ସେ ଅଭିଯୋଗ କରିଛନ୍ତି। ଏହାଦ୍ୱାରା ଦୁଇ ଦେଶ ମଧ୍ୟରେ ସମ୍ପର୍କ ପୁଣି ଖରାପ ହେବାର ଆଶଙ୍କା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ଅଛନ୍ତି ଟୋଲୋ ନ୍ୟୁଜର ଖବରଦାତା

କାବୁଲ,୨୬ ।୮: ଆଫଗାନିସ୍ତାନରେ ତାଲିବାନ କାୟା ବିସ୍ତାର କରିବା ପରେ ସେଠାରେ ଏବେ କେବଳ ଭୟ ହିଁ ଭୟ । ଏହାରି ଭିତରେ ଏକ ଖବର...

ମାର୍ଚ୍ଚ ୨୩ ନିର୍ବାଚନ ପୂର୍ବରୁ ନେତାନ୍ୟାହୁଙ୍କ ବିରୋଧରେ ପ୍ରଦର୍ଶନ

ଜେରୁଜେଲମ୍‌,୨୧।୩: ଇସ୍ରାଏଲ୍‌ରେ ୨ ବର୍ଷ ମଧ୍ୟରେ ଚତୁର୍ଥ ଥର ପାଇଁ ନିର୍ବାଚନ ହେବାକୁ ଯାଉଛି। ମାର୍ଚ୍ଚ ୨୩ରେ ନିର୍ବାଚନ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଲୋକେ...

ବିନା ଭିଜାରେ ବର୍ଷ ସାରା କରତାରପୁର କରିଡର ଯାତ୍ରା କରିପାରିବେ ଯାତ୍ରୀ

ଇସ୍‌ଲାମାବାଦ,୪।୯: କରତାରପୁର କରିଡର ନେଇ ଭାରତ ଓ ପାକିସ୍ତାନ ଅଧିକାରୀଙ୍କ ମଧ୍ୟରେ ତୃତୀୟ ସ୍ତର ଆଲୋଚନା ଶେଷ ହୋଇଛି। ବୁଧବାର ଅଟାରୀ ବର୍ଡରରେ ଦୁଇ ଦେଶର...

କାରିବିୟନ ସାଗରରେ ବୁଡ଼ିଲା ମାଛଧରା ଜାହାଜ: ୨୭ ଧୀବର ମୃତ

ତେଗୁସିଗଲ୍ପା,୪।୭: କାରିବିୟନ୍‌ ସାଗରରେ ଏକ ମାଛଧରା ଜାହାଜ ବୁଡ଼ିଯାଇଛି। ଏଥିରେ ୨୭ ଜଣ ଧୀବରଙ୍କ ମୃତ୍ୟୁ ଘଟିଥିବା ଉଦ୍ଧାରକାରୀ ଦଳ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କଲା ଆମେରିକା

ୱାଶିଂଟନ,୨୧।୧୧: ଜି-୨୦ ଶିଖର ସମ୍ମିଳନୀରେ ଭାରତର ଅଂଶଗ୍ରହଣ ପାଇଁ ଆମେରିକା ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛି। ହ୍ବାଇଟ ହାଉସର ଉପ ଜାତୀୟ ସୁରକ୍ଷା...

ବ୍ରିଟେନ୍‌ ତୈଳ ଟ୍ୟାଙ୍କରକୁ ଅଟକ ରଖିଲା ଇରାନ୍‌: ୨୩ କର୍ମଚାରୀଙ୍କ ମଧ୍ୟରେ ଅଛନ୍ତି ୧୮ ଭାରତୀୟ

ଲଣ୍ଡନ,୨୦।୭: ଇରାନ ବିଟ୍ରେନ୍‌ର ତୈଳ ଟ୍ୟାଙ୍କରକୁ ଅଟକ ରଖିଛି। ଟ୍ୟାଙ୍କରରେ ଥିବା ୨୩ ଜଣ କର୍ମଚାରୀଙ୍କ ମଧ୍ୟରେ ୧୮ ଭାରତୀୟ ଥିବା କୁହାଯାଉଛି। ସ୍ଥାନୀୟ ହୋରମୁଜ୍‌...

ପ୍ରବଳ ତୁଷାରପାତ: କାର୍‌ରେ ଫସି ରହିଥିବା ୧୬ ପର୍ଯ୍ୟଟକଙ୍କ ମୃତ୍ୟୁ

ଇସଲାମାବାଦ,୮ା୧: ଉତ୍ତର ପାକିସ୍ଥାନରେ ପ୍ରବଳ ତୁଷାରପାତ ହେତୁ କାର୍‌ରେ ଫସି ରହିଥିବା ୧୬ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ପାଖାପାଖି ୧୦୦୦ ଗାଡ଼ି ଏବେ ବି ଅଟକି...

ଏହି ହୋଟେଲ୍‌ର ୫ମ ମହଲାକୁ ଯିବା ମନା: ଗଲେ ମିଳୁଛି ଛାତି ଥରିଗଲା ଭଳି ଦଣ୍ଡ

ଉତ୍ତର କୋରିଆକୁ ଏକ ରହସ୍ୟମୟ ଦେଶ ଭାବରେ ବେଶ୍‌ ଜଣାଶୁଣା। ସାଧାରଣତଃ ଅତିଥିମାନଙ୍କୁ ହୋଟେଲର କୌଣସି ମହଲା ପରିଦର୍ଶନ କରିବାକୁ ଅନୁମତି ଦିଆଯାଏ ନାହିଁ ଏଭଳି...

Advertisement
Archives

Model This Week