ଅଲଜଜିରା ନ୍ୟୁଜ ସଂସ୍ଥା ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ଇସ୍ରାଏଲ ସଞ୍ଚାର ମନ୍ତ୍ରୀ ଶ୍ଲୋମୋ କରହ

ଜେରୁଜେଲମ,୧୫।୧୦: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଆଜିକୁ ୯ଦିନ ଧରି ଯୁଦ୍ଧ ଜାରି ରହିଛି। ସେପଟେ ରବିବାର ଇସ୍ରାଏଲର ସଞ୍ଚାର ମନ୍ତ୍ରୀ ଅଲଜଜିରା ନ୍ୟୁଜ ଚ୍ୟାନେଲ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ମନ୍ତ୍ରୀ ସ୍ଥାନୀୟ ବ୍ୟୁରୋକୁ ବନ୍ଦ କରିବାକୁ ଦାବି କରିଛନ୍ତି।
ସଞ୍ଚାର ମନ୍ତ୍ରୀ ଶ୍ଲୋମୋ କରହି, ହମାସ ସମର୍ଥକଙ୍କୁ ଉତ୍ତେଜିତ କରିବା ଓ ଗାଜାଠାରୁ ସମ୍ଭାବ୍ୟ ଆକ୍ରମଣ ପାଇଁ ଇସ୍ରାଏଲ ନୈନ୍ୟମାନଙ୍କ ରଣନୀତିକୁ ଉଜାଗର କରିଥିବା ଅଲଜଜିରା ଉପରେ ଅଭିଯୋଗ ଆଣିଛନ୍ତି।

କରହି କହିଛନ୍ତି, ଅଲଜଜିରାକୁ ବନ୍ଦ କରିବାକୁ ପ୍ରସ୍ତାବକୁ ଇସ୍ରାଏଲର ସୁରକ୍ଷା ଅଧିକାରୀ ସମୀକ୍ଷା କରିଛନ୍ତି। ବର୍ତ୍ତମାନ ଏହାକୁ ଆଇନ ବିଶେଷଜ୍ଞମାନେ ସମୀକ୍ଷା କରୁଛନ୍ତି। ପରେ ସେ ଏହାକୁ କ୍ୟାବିନେଟକୁ ଆଣିବେ ବୋଲି କହିଛନ୍ତି। ଏପର୍ଯ୍ୟନ୍ତ ଅଲଜଜିରା ଏନେଇ କୌଣସି ବୟାନ ଦେଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri