ମିଶରରେ ଭେଟ ହେଲେ ଇସ୍ରାଏଲ-ପାଲେଷ୍ଟାଇନ ପ୍ରତିନିଧୀ, ଆମେରିକା କଲା ସ୍ବାଗତ…

କାଏରୋ,୨୦।୩ : ଉତ୍ତେଜନାକୁ ଦୂର କରିବା ପାଇଁ ଇସ୍ରାଏଲ ଏବଂ ପାଲେଷ୍ଟାଇନ ପ୍ରତିନିଧୀ ମିଶରରେ ଭେଟ ହୋଇଛନ୍ତି। ଇଜିପ୍ଟର ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ ବର୍ତ୍ତମାନର ଉତ୍ତେଜନାମୂଳକ ପରିସ୍ଥିତିର ସମାଧାନ ପାଇଁ ଉଭୟ ପକ୍ଷ ଶର୍ମ-ଏଲ-ଶେଖରେ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ। ଆମେରିକା ଏହି ପଦକ୍ଷେପକୁ ସ୍ବାଗତ କରିଛି।

ହ୍ବାଇଟ ହାଉସ ଏକ ବିବୃତ୍ତିରେ କହିଛି ଯେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି। ବାଇଡେନ ଇସ୍ରାଏଲ, ପାଲେଷ୍ଟାଇନ କର୍ତ୍ତୃପକ୍ଷ, ଇଜିପ୍ଟ, ଜୋର୍ଡାନ ଏବଂ ଆମେରିକାର ବରିଷ୍ଠ ରାଜନୈତିକ ତଥା ସୁରକ୍ଷା ଅଧିକାରୀଙ୍କ ମଧ୍ୟରେ ଏକ ବୈଠକକୁ ସ୍ବାଗତ କରିଛନ୍ତି। ଏଥି ସହିତ ସୁରକ୍ଷା ସମନ୍ନ୍ବୟ ବଢ଼ାଇବା, ସମସ୍ତ ଆତଙ୍କବାଦୀ କାର୍ଯ୍ୟକଳାପକୁ ନିନ୍ଦା କରିବା ଏବଂ ଦୁଇ-ରାଜ୍ୟ ସମାଧାନର କାର୍ଯ୍ୟକ୍ଷମତା ବଜାୟ ରଖିବା ପାଇଁ ବିଡେନ ତୁରନ୍ତ ସହଯୋଗର ପଦକ୍ଷେପ ଆବଶ୍ୟକ ବୋଲି ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri