ନେତନ୍ୟ୍ୟାହୁଙ୍କୁ ବଞ୍ଚାଇବାକୁ ନୂଆ ଆଇନ ପାସ୍‌, ସଡ଼କରେ ବିରୋଧ ପ୍ରଦର୍ଶନ ଜାରି

ତେଲ ଆଭିବ,୨୪ ।୩: ଇସ୍ରାଏଲ ସଂସଦରେ ଗୁରୁବାର ନ୍ୟାୟପାଳିକାରେ ଆମୁଳ-ଚୁଳ ପରିବର୍ତ୍ତନ ପାଇଁ ପ୍ରସ୍ତାବିତ କିଛି ବିବାଦୀୟ ଆଇନ ମଧ୍ୟରୁ ପ୍ରଥମ ଆଇନକୁ ପାରିତ କରିଛନ୍ତି । ସଂସଦରେ ଏହି ଆଇନ ଏମିତି ସମୟରେ ପାସ ହୋଇଛି, ଯେତେବେଳେ ଏହା ବିରୋଧରେ ସଡ଼କରେ ବିରୋଧ ପ୍ରଦର୍ଶନ ଜାରି ରହିଛି । ପ୍ରଦର୍ଶନକାରୀ କହିଛନ୍ତି, ଏବେ ଦେଶ ନିରଂକୁଶତା ଆଡକୁ ଗତି କରୁଛି ।

ଏହାସତ୍ତ୍ୱେ ପ୍ରଧାନମନ୍ତ୍ରୀ ନେତନ୍ୟାହୁଙ୍କ ମେଣ୍ଟ ଏହି ଆଇନକୁ ଅନୁମୋଦନ କରିଛି । ଏହି ଆଇନ ୧୨୦ ଆସନ ବିଶିଷ୍ଟ କେସେଟ(ସଂସଦ)ରେ ୬୧-୪୭ ଭୋଟରେ ପାରିତ ହୋଇଛି । ଏହି ନୂଆ ନିୟମ ଇସ୍ରାଏଲ ନେତାଙ୍କୁ ଶାସନରୁ ଅଯୋଗ୍ୟ ହେବାରୁ ରକ୍ଷା କରିବ । ଯଦି ତାଙ୍କ ଉପରେ ଚାଲୁଥିବା ଭ୍ରଷ୍ଟାଚାର ମାମଲା ଅନୁପଯୁକ୍ତ ବୋଲି ଧରାଯାଏ ତେବେ ଆଇନଗତ ପରିବର୍ତ୍ତନ କରାଯାଇ ପାରିବ । ଆଇନଗତ ନିଯୁକ୍ତି ବ୍ୟତୀତ ସଂସଦ ଯଦି ଏହାକୁ ପସନ୍ଦ ନ କରନ୍ତି ତେବେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ବି ବଦଳାଇବାର ଅଧିକାର ପାଇବେ । ଏହା ବିରୋଧରେ ବିରୋଧ ପ୍ରଦର୍ଶନ ଅଧିକ ତୀବ୍ର ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦...

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

ମୋଦିଙ୍କୁ ଏମ୍‌ପି ପଚାରିଲେ ଏମିତି କଥା: ହସି ହସି ପ୍ରଧାନମନ୍ତ୍ରୀ ଖୋଲିଦେଲେ…

ନୂଆଦିଲ୍ଲୀ,୧୯।୧୨: ସଂସଦର ଶୀତକାଳୀନ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିବା ପରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ସଂସଦ ଭବନରେ ଥିବା ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri