ନେତନ୍ୟ୍ୟାହୁଙ୍କୁ ବଞ୍ଚାଇବାକୁ ନୂଆ ଆଇନ ପାସ୍‌, ସଡ଼କରେ ବିରୋଧ ପ୍ରଦର୍ଶନ ଜାରି

ତେଲ ଆଭିବ,୨୪ ।୩: ଇସ୍ରାଏଲ ସଂସଦରେ ଗୁରୁବାର ନ୍ୟାୟପାଳିକାରେ ଆମୁଳ-ଚୁଳ ପରିବର୍ତ୍ତନ ପାଇଁ ପ୍ରସ୍ତାବିତ କିଛି ବିବାଦୀୟ ଆଇନ ମଧ୍ୟରୁ ପ୍ରଥମ ଆଇନକୁ ପାରିତ କରିଛନ୍ତି । ସଂସଦରେ ଏହି ଆଇନ ଏମିତି ସମୟରେ ପାସ ହୋଇଛି, ଯେତେବେଳେ ଏହା ବିରୋଧରେ ସଡ଼କରେ ବିରୋଧ ପ୍ରଦର୍ଶନ ଜାରି ରହିଛି । ପ୍ରଦର୍ଶନକାରୀ କହିଛନ୍ତି, ଏବେ ଦେଶ ନିରଂକୁଶତା ଆଡକୁ ଗତି କରୁଛି ।

ଏହାସତ୍ତ୍ୱେ ପ୍ରଧାନମନ୍ତ୍ରୀ ନେତନ୍ୟାହୁଙ୍କ ମେଣ୍ଟ ଏହି ଆଇନକୁ ଅନୁମୋଦନ କରିଛି । ଏହି ଆଇନ ୧୨୦ ଆସନ ବିଶିଷ୍ଟ କେସେଟ(ସଂସଦ)ରେ ୬୧-୪୭ ଭୋଟରେ ପାରିତ ହୋଇଛି । ଏହି ନୂଆ ନିୟମ ଇସ୍ରାଏଲ ନେତାଙ୍କୁ ଶାସନରୁ ଅଯୋଗ୍ୟ ହେବାରୁ ରକ୍ଷା କରିବ । ଯଦି ତାଙ୍କ ଉପରେ ଚାଲୁଥିବା ଭ୍ରଷ୍ଟାଚାର ମାମଲା ଅନୁପଯୁକ୍ତ ବୋଲି ଧରାଯାଏ ତେବେ ଆଇନଗତ ପରିବର୍ତ୍ତନ କରାଯାଇ ପାରିବ । ଆଇନଗତ ନିଯୁକ୍ତି ବ୍ୟତୀତ ସଂସଦ ଯଦି ଏହାକୁ ପସନ୍ଦ ନ କରନ୍ତି ତେବେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ବି ବଦଳାଇବାର ଅଧିକାର ପାଇବେ । ଏହା ବିରୋଧରେ ବିରୋଧ ପ୍ରଦର୍ଶନ ଅଧିକ ତୀବ୍ର ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?