ନେତାନ୍ୟାହୁଙ୍କୁ ବିରୋଧ କରି ରାସ୍ତାକୁ ଓହ୍ଲାଇଲେ ୧ଲକ୍ଷ ଲୋକ, ମୁସଲମାନଙ୍କ ସମର୍ଥନରେ ବାହାରିଲେ ୟହୁଦି

ଜେରୁଜେଲମ,୨୭।୮: ସାତ ମାସରୁ ଅଧିକ ସମୟ ଧରି ଇସ୍ରାଏଲରେ ବେଞ୍ଜାମିନ ନେତାନ୍ୟାହୁଙ୍କ ବିରୋଧରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ନିକଟରେ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ଦେଶର ଆଇନରେ କିଛି ବଡ ପରିବର୍ତ୍ତନ କରିଛନ୍ତି। ଏହି ନିୟମ ଅନୁଯାୟୀ କୋର୍ଟରେ ବିଚାରପତିଙ୍କ ନିଯୁକ୍ତି କରିବା ଏବଂ କୋର୍ଟର ନିଷ୍ପତ୍ତିକୁ ରଦ୍ଦ କରିବା ପାଇଁ ଏକ ବ୍ୟବସ୍ଥା କରାଯାଇଛି। ଏହି ପ୍ରସ୍ତାବ ପରଠାରୁ ସମଗ୍ର ଇସ୍ରାଏଲରେ ନେତାନ୍ୟାହୁଙ୍କୁ ବିରୋଧ କରାଯାଇଛି। ତାଙ୍କ ବିରୋଧରେ ଦୁର୍ନୀତି ସହ ଜଡିତ ଅନେକ ମାମଲା ରୁଜୁ କରାଯାଇଛି। କୋର୍ଟରେ ଏହି ମାମଲା ବିଚାରଭୁକ୍ତ ଅଛି।

ଦୁର୍ନୀତିରୁ ମୁକ୍ତି ପାଇବା ପାଇଁ ନେତାନ୍ୟାହୁ ଆଇନରେ ଏଭଳି ସଂଶୋଧନ କରିଛନ୍ତି ବୋଲି ବିରୋଧୀଦଳ ଦାବି କରିଛନ୍ତି। ଏହାକୁ ବିରୋଧ କରିବା ପାଇଁ ଏକ ଲକ୍ଷ ମୁସଲମାନ ଓ ୟହୁଦି ତେଲ ଅଭିବରେ ଏକାଠି ହୋଇଛନ୍ତି। ଏଠାରେ ନେତାମାନେ ମହିଳା ଅଧିକାର ଠାରୁ ଆରମ୍ଭ କରି ବିଭିନ୍ନ ସାମାଜିକ ପ୍ରସଙ୍ଗ ଉପରେ ସ୍ବର ଉଠାଇଛନ୍ତି। ଆରବ ସମ୍ପ୍ରଦାୟରେ ଦିନକୁ ଦିନ ବଢୁଥିବା ହିଂସା ଉପରେ ମଧ୍ୟ ଆଲୋଚନା ହୋଇଛି। ଚଳିତ ବର୍ଷ, ୯ ମାସ ମଧ୍ୟରେ, ୧୬୦ରୁ ଅଧିକ ଆରବ ଇସ୍ରାଏଲର ନାଗରିକଙ୍କୁ ହତ୍ୟା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri