କ୍ଷମା ମାଗିଲେ ପୁଟିନ୍‌!

ମସ୍କୋ,୬।୫: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଇସ୍ରାଏଲକୁ କ୍ଷମା ମାଗିଛନ୍ତି। ହିଟଲରଙ୍କୁ ନେଇ ରୁଷିଆର ବୈଦେଶିକ ମନ୍ତ୍ରୀଙ୍କ ବିବାଦୀୟ ମନ୍ତବ୍ୟ ପାଇଁ ପୁଟିନ କ୍ଷମା ମାଗିଥିବା ଇସ୍ରାଏଲ ପ୍ରଧାନମନ୍ତ୍ରୀ ନାଫଟାଲି ବେନ୍ନେଟ୍ଟ କହିଛନ୍ତି। ନିକଟରେ ରୁଷିଆର ବୈଦେଶିକ ମନ୍ତ୍ରୀଙ୍କ ସର୍ଗେୟି ଲାଭରୋଭଙ୍କ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଆଡଲୋଫ ହିଟଲରଙ୍କ ଶରୀରରେ ଇହୁଦୀ ମାନଙ୍କ ରକ୍ତ ପ୍ରବାହିତ ହେଉଥିଲେ ବୋଲି ଲାଭରୋଭ କହିଥିଲେ। ଏହାକୁ ନେଇ ଇସ୍ରାଏଲ ଆପତ୍ତି ଉଠାଇଥିଲା। ଶେଷରେ ପୁଟିନ ନିଃସର୍ତ୍ତ କ୍ଷମା ମାଗିଛନ୍ତି। ଲାଭରୋଭଙ୍କ ମନ୍ତବ୍ୟ ପାଇଁ ରୁଷିଆ ରାଷ୍ଟ୍ରପତିଙ୍କ କ୍ଷମା ଆବେଦନକୁ ପ୍ରଧାନମନ୍ତ୍ରୀ ଗ୍ରହଣ କରି ନେଇଛନ୍ତି। ତେବେ କ୍ରେମଲିନ ପକ୍ଷରୁ ପୁଟିନଙ୍କ କ୍ଷମା ପ୍ରାର୍ଥନା ଉପରେ କୌଣସି ପ୍ରକାରର ପ୍ରତିକ୍ରିୟା ଦିଆଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

CJPକୁ କାହିଁକି ସମର୍ଥନ କରିଥିଲେ? ସୋନମ ୱାଙ୍ଗଚୁକ୍‌ କଲେ ବଡ଼ ଖୁଲାସା, କହିଲେ ପାକିସ୍ତାନ….

ନୂଆଦିଲ୍ଲୀ,୩ା୯: CJP ଆନ୍ଦୋଳନ ସହ ନିଜର ସମ୍ପର୍କ ଏବଂ ଦଳର ବିଦେଶୀ ସମ୍ପର୍କକୁ ନେଇ ଉଠିଥିବା ଅଭିଯୋଗକୁ ସମ୍ପୂର୍ଣ୍ଣ ଖଣ୍ଡନ କରିଛନ୍ତି ସୋନମ ୱାଙ୍ଗଚୁକ୍‌। ସେ କହିଛନ୍ତି…

ଢେଙ୍କାନାଳର ପୂର୍ବତନ ଜିଲାପାଳ ଦୋଷୀ ସାବ୍ୟସ୍ତ, ବର୍ଷେ ଜେଲ୍‌ ଦଣ୍ଡ ସହ ସମ୍ପୂର୍ଣ୍ଣ ସରକାରୀ ପେନ୍‌ସନ୍‌କୁ…

ଢେଙ୍କାନାଳ,୩ା୯(ରତନ ନାୟାର): ସରକାରୀ ପଦବୀର ଅପବ୍ୟବହାର, ଅନିୟମିତତା ଓ ଠିକାଦାରଙ୍କୁ ଅହେତୁକ ଅନୁକମ୍ପା ଦେଖାଇବା ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲାପାଳ ନିତ୍ୟାନନ୍ଦ ମହାନ୍ତି ଦୋଷୀ ସାବ୍ୟସ୍ତ ହୋଇଛନ୍ତି।…

ଶ୍ରାଦ୍ଧକାର୍ଯ୍ୟକୁ ଯିବାବେଳେ ବାଟରେ ଛକିଥିଲା ଯମ: ଆଉ ତା’ପରେ ଘଟିଲା…

ବରଗଡ଼,୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥ ଉପରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏକ ଟ୍ରକ ଅନ୍ୟ…

ଦେଢ଼ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ଗିରଫ କରି…

ସମ୍ବଲପୁର,୩ା୯(ପ୍ରମୋଦ): ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଛକ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇ ପ୍ରାୟ ୧୨ ଗ୍ରାମ ବ୍ରାଉନସୁଗାର ଜବତ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ! ୨୨ ଦିନ ଏହି ୪ ରାଶି ପାଇଁ ଖୋଲିବ ଭାଗ୍ୟର ଦ୍ୱାର

ପଞ୍ଚାଙ୍ଗ ଅନୁସାରେ, ସାହସ ଓ ପରାକ୍ରମର କାରକ ଗ୍ରହ ମଙ୍ଗଳ ୨ ସେପ୍ଟେମ୍ବର ୨୦୨୬, ବୁଧବାର ଦିନ ଆର୍ଦ୍ରା ନକ୍ଷତ୍ରରୁ ପୁନର୍ବସୁ ନକ୍ଷତ୍ରରେ ପ୍ରବେଶ କରିଛନ୍ତି ।…

୩ ଦିନ ବିତିଗଲାଣି, ମିଳୁନି ରବୀନ୍ଦ୍ରଙ୍କ ପତ୍ତା: କଲେଜ ଯାଉଛି କହି…

ଭଞ୍ଜନଗର,୩।୯(ବାବୁଲା ପ୍ରଧାନ): ବିଳମ୍ବିତ ରାତି ପର୍ଯ୍ୟନ୍ତ ଘରେ ପାଠ ପଢ଼ିଲେ। ସକାଳୁ କଲେଜ ଯାଉଛି କହି ମୋବାଇଲ ଫୋନ ଘରେ ଛାଡ଼ି ଘରୁ ବାହାରିଥିଲେ। ଏହାପରେ ଛାତ୍ର…

ଜଙ୍ଗଲରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ

ଗୁଣପୁର,୩ା୯(ସୁଜାତା ପାଢ଼ୀ): ଜଙ୍ଗଲରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲା ଗୁଣପୁର ବ୍ଲକ୍ ଗଠଳପଦର ପଞ୍ଚାୟତ କାକିତାରା…

ବଡ଼ ନିଷ୍ପତ୍ତି ନେଲେ ସରକାର; ଅଫିସ୍‌ରେ ବଦଳିବ ମେନ୍ୟୁ! ହଟିବ ଜଙ୍କ ଫୁଡ୍‌

ମୁମ୍ବାଇ,୩ା୯: ଆଧୁନିକ ଜୀବନଶୈଳୀରେ ଜଙ୍କ ଫୁଡ୍‌ର ବଢ଼ୁଥିବା ଚାହିଦା ମଧ୍ୟରେ ମହାରାଷ୍ଟ୍ର ସରକାର ଏବେ ଏହାକୁ ନେଇ କଡ଼ା ପଦକ୍ଷେପ ନେଇଛନ୍ତି । ସରକାରୀ କାର୍ଯ୍ୟାଳୟର କ୍ୟାଣ୍ଟିନ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri