କବର ଖୋଳି ମୃତଦେହରୁ ଅଙ୍ଗପ୍ରତ୍ୟଙ୍ଗ ଚୋରି କରୁଛନ୍ତି ଇସ୍ରାଏଲୀ ସୈନିକ

ଗାଜା,୨୮।୧୧: ଦୀର୍ଘଦିନ ଧରି ଜାରି ରହିଛି ଇସ୍ରାଏଲ-ହମାସ ସଂଘର୍ଷ। ନା ଏହି ଯୁଦ୍ଧର କିଛି ନିଷ୍କର୍ଷ ବାହାରଛୁ ନା ଯୁଦ୍ଧ ଥମୁଛି। ଯୁଦ୍ଧ ବିରତିକୁ ନେଇ ଯେତେ ପ୍ରକାର ବୁଝାମଣା କଲେ ମଧ୍ୟ ସବୁ ପ୍ରକାର କୌଶଳ ଫେଲ ମାରୁଛି। ଏପଟେ ଗାଜାର ସବୁଠାରୁ ବଡ ହସ୍ପିଟାଲ ଅଲ-ଶିଫା ହସ୍ପିଟାଲକୁ ଇସ୍ରାଏଲୀ ସେବା କବଜା କରି ରଖିଥିବା ସହ ହସ୍ପିଟାଲକୁ ସବୁ ପ୍ରକାର ଜରୁରୀକାଳୀନ ସେବାକୁ ବନ୍ଦ କରି ଦେଇଛନ୍ତି। ତେଣୁ ହସ୍ପିଟାଲ ଭିତରେ ହଜାର ହଜାର ଶିଶୁ, ମହିଳା ଓ ଅନ୍ୟମାନେ ମୃତ୍ୟୁବରଣ କରୁଛନ୍ତି।
ତେବେ ଏହାରି ଭିତରେ ମିଡିଲ-ଇଷ୍ଟ ଓ ନର୍ଥ ଆଫ୍ରିକା(mena) ଏବଂ ୟୁରୋପରେ ମାନବାଧିକାର ପାଇଁ କାମ କରୁଥିବା ସଂସ୍ଥା ୟୁରୋ-ମେଡ ହ୍ୟୁମନ ରାଇଟ୍ସ ମନିଟର ଇସ୍ରାଏଲୀ ସେନା ଉପରେ ବଡ ଅଭିଯୋଗ ଆଣିଛନ୍ତି। ସଂସ୍ଥା କହିଛି, ଇସ୍ରାଏଲୀ ସେନା ଗାଜା ସଂଘର୍ଷରେ ମୃତ୍ୟୁ ହୋଇଥିବା ପାଲେଷ୍ଟାଇନଙ୍କ ମୃତଦେହରୁ ଅଙ୍ଗ ଚୋରି କରୁଛନ୍ତି। ଏହି ମାମଲାକୁ ସ୍ବତନ୍ତ୍ର ଅନ୍ତରାଷ୍ଟ୍ରୀୟ ଯାଞ୍ଚ କରିବାକୁ ମାନବାଧିକାର ସଂସ୍ଥା ଆହ୍ବନ କରିଛି।
ଜେନିଭା ସ୍ଥିତ ଏିଂ ସଂସ୍ଥା ଅନୁସାରେ, ଇସ୍ରାଏଲୀ ସେନା ଅଲ-ଶିଫା ହସ୍ପିଟାଲର ପ୍ରାଙ୍ଗଣରେ ସାମୁହିକ କବର ଖୋଳି ମୃତଦେହକୁ ବାହାର କରିଛନ୍ତି। ମୃତଦେହକୁ ଯାଞ୍ଚ କରିବା ସମୟରେ ଚିକିତ୍ସକଙ୍କୁ ସେଥିରୁ ଶରୀରର ବିଭିନ୍ନ ଅଙ୍ଗପ୍ରତ୍ୟଙ୍ଗ ଏପରିକି ଲିଭର, କିଡନୀ ଓ ହାର୍ଟ ଭଳି ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ନିଖୋଜ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥଗିତ ହେଲା OSSTET-୨୦୨୬ ପରୀକ୍ଷା: ବୁଧବାର ହେବାର ଥିଲା, ପୁଣି ଏହି ଦିନ…

ଭୁବନେଶ୍ବର,୨୯।୯: ସ୍ଥଗିତ ହେଲା ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) । ବୁଧବାର ଏହି ପରୀକ୍ଷା ହେବାକୁ ଥିବା ବେଳେ ସ୍ଥଗିତ ନେଇ ଘୋଷଣା…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?