ଇସ୍ରାଏଲରେ ୫ ଘଣ୍ଟା ପାଇଁ ବନ୍ଦ ରହିଲା ବୋମାମାଡ, ଲୋକଙ୍କୁ ଉତ୍ତରରୁ ଦକ୍ଷିଣକୁ ଯିବାକୁ ମିଳିଲା ସମୟ

ଜେରୁଜେଲମ,୧୬।୧୦:  ଇସ୍ରାଏଲ ଓ ହମାସ ଯୁଦ୍ଧ ମଧ୍ୟରେ ଗାଜା ଏକ ଯୁଦ୍ଧ ଭୂମି ପାଲଯି ଯାଇଛି। ଗତ କିଛିଦିନ ହେବ ଇସ୍ରାଏଲ ସେନା ଲଗାତାର ଗାଜାରେ ଉପସ୍ଥିତ ଥିବା ହମାସ ଆତଙ୍କବାଦୀଙ୍କ ଉପରେ ଆକ୍ରମଣ କରି ଚାଲିଛନ୍ତି। ଇସ୍ରାଏଲ ଗାଜାକୁ ବନ୍ଦ ସେନା ଅଞ୍ଚଳ ବୋଲି ଘୋଷଣା କରିଛି। ସେହିପରି ଗାଜାରେ ଖାଦ୍ୟ, ଇନ୍ଧନ ଓ ଔଷଧ ଯୋଗାଣ ଉପରେ ରୋକ ଲଗାଇ ଦିଆଯାଇଛି।

ସୋମବାର ଇସ୍ରାଏଲ ଗାଜା ଉପରେ ୫ଘଣ୍ଟା ବୋମାମାଡ କରିବା ବନ୍ଦ କରି ଦେଇଥିଲା। ଏହାରି ଭିତରେ ଗାଜାରେ ଫସି ରହିଥିବା ଲୋକଙ୍କୁ ଉତ୍ତର ଭାଗରୁ ଦକ୍ଷିଣ ଗାଜା ଯିବାକୁ କୁହାଯାଇଛି। ଗାଜାରେ ବିଦ୍ୟୁତ ଯୋଗାଣ ମଧ୍ୟ ସ୍ଥିର ହୋଇଯାଇଛି। ଏଠାରେ ହଜାର ହଜାର ଲୋକ ଫସି ରହିଛନ୍ତି। ରବିବାର ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ମଧ୍ୟ ଏହି ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି।
ରବିବାର ଇସ୍ରାଏଲର ସେନା କହିଛି ଯେ ଏହା ଗାଜାର ଦକ୍ଷିଣ ସେକ୍ଟରରେ କିଛି ଘଣ୍ଟା ପାଇଁ ଏକ ର୍ନିଦ୍ଦିଷ୍ଟ ମାର୍ଗକୁ ଟାର୍ଗେଟ କରିବ ନାହିଁ। ଇସ୍ରାଏଲ ସେନା ପୁଣିଥରେ ପାଲେଷ୍ଟାଇନବାସୀଙ୍କୁ ଉତ୍ତର ପ୍ରଦେଶରୁ ବିଦାୟ ନେବାକୁ ଅନୁରୋଧ କରିଥିଲେ। ସେନା କହିଛି ଯେ ହଜାର ହଜାର ଲୋକ ଦକ୍ଷିଣକୁ ପଳାଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ: ମୋଦି ସରକାରରେ ହୋଇପାରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୨୩।୬: କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଆନ ଇସ୍ତଫା ଦେଇଛନ୍ତି। ସେ ମୋଦି ସରକାରରେ ମତ୍ସ୍ୟପାଳନ ଏବଂ ସଂଖ୍ୟାଲଘୁ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭାବରେ କାର୍ଯ୍ୟ କରୁଥିଲେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…

ଶାହରୁଖଙ୍କୁ ନେଇ ପଙ୍କଜ କପୁର କଲେ ବଡ଼ ଖୁଲାସା: ଦର୍ଶକ ସ୍ତବ୍ଧ

ବଲିଉଡ୍‌ କିଙ୍ଗ କହିଲେ ଶାହରୁଖ ଖାନ୍‌ଙ୍କୁ ବୁଝାଏ। ଥିଏଟରରୁ ବଲିଉଡ ପର୍ଯ୍ୟନ୍ତ ତାଙ୍କ ଯାତ୍ରା ଅନେକ ଯୁବପିଢ଼ିଙ୍କ ପାଇଁ ପ୍ରେରଣାର କାରଣ ପାଲଟିଛି। ସେ ଅନେକ ବ୍ଲକବଷ୍ଟର…

ହର୍ମୁଜରେ ସ୍ଥାପନ ହେବ ହଟଲାଇନ; ପ୍ରଥମ ପର୍ଯ୍ୟାୟ ଆଲୋଚନା ପରେ ଆମେରିକାକୁ ଇରାନର ସ୍ପଷ୍ଟ ବାର୍ତ୍ତା

ତେହରାନ,୨୩।୬: ଯଦିଓ ଆମେରିକା ଏବଂ ଇରାନ ସ୍ବିଜରଲ୍ୟାଣ୍ଡରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ସମୟରେ ଅନେକ ପ୍ରସଙ୍ଗରେ ଏକ ସହମତିରେ ପହଞ୍ଚିଥିଲେ, ତଥାପି ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର…

ପାକିସ୍ତାନକୁ କଡ଼ା ଟାର୍ଗେଟ କଲେ ୟୁକେ ପ୍ରଧାନମନ୍ତ୍ରୀ ଦୌଡ଼ରେ ଥିବା ନାଇଜେଲ ଫାରେଜ, ଜାଣନ୍ତୁ ଭାରତ ପ୍ରତି ତାଙ୍କର ମତ କ’ଣ

ଲଣ୍ଡନ,୨୩।୬: କିର ଷ୍ଟାର୍ମରଙ୍କ ଇସ୍ତଫା ପରେ ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବା ଦୌଡ଼ରେ ନାଇଜେଲ ଫାରେଜ ଜଣେ ଦୃଢ଼ ଦାବିଦାର ଭାବରେ ଉଭା ହୋଇଛନ୍ତି। ରିଫର୍ମ ୟୁକେର…

ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପରମାଣୁ କାର୍ଯ୍ୟକ୍ରମକୁ ନେଇ ନେଲା ୟୁଟର୍ନ

ତେହରାନ,୨୩।୬: ଯେତେବେଳେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଆଗକୁ ବଢୁଛି, ଇରାନ ଏହାର ପରମାଣୁ କାର୍ଯ୍ୟକ୍ରମ ସମ୍ପର୍କରେ ଏକ ୟୁ-ଟର୍ନ ନେଇଛି। ଏହା ଚୁକ୍ତିନାମା…

କାତାରରେ ବିସ୍ଫୋରଣ: ୧୨ ଭାରତୀୟଙ୍କ ସମେତ ୧୩ ମୃତ

ଦୁବାଇ,୨୩ା୬(ପି.ଟି.): କାତାରର ରାସ୍‌ ଲାଫାନ୍‌ ଶିଳ୍ପାଞ୍ଚଳ ସହରରେ ଥିବା ଏକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟି ୧୨ ଭାରତୀୟଙ୍କ ସମେତ ୧୩ ଜଣ ପ୍ରାଣ ହରାଇଛନ୍ତି। ରବିବାର ସନ୍ଧ୍ୟାରେ ଶିଳ୍ପାଞ୍ଚଳ…

ନିଆଁ ପରେ ନିଆଁ

ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌର ଅଲିଗଞ୍ଜ ଅଞ୍ଚଳରେ ଥିବା ଏକ କୋଚିଂ ସେଣ୍ଟରରେ ୨୨ ଜୁନ୍‌ରେ ନିଅଁା ଲାଗିଯିବାରୁ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ପ୍ରାରମ୍ଭିକ ସୂଚନାରୁ ଜଣାପଡ଼ିଛି।…

‘ଯଦି ଚୁକ୍ତି ବିଫଳ ହୁଏ ତେବେ ମୁଁ ଯାହା କରିବି…’, ଶାନ୍ତି ଆଲୋଚନା ମଧ୍ୟରେ ଏଥର ବଡ଼ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଲିଥିବା ଆଲୋଚନା ମଧ୍ୟରେ ପୁଣି ଥରେ ଇରାନକୁ ଧମକ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଇରାନ ଆମେରିକା ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri