ପ୍ରଥମ ଦେଶ ଭାବେ ୬୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ବ୍ୟକ୍ତିଙ୍କୁ ତୃତୀୟ ଡୋଜ କରୋନା ଟିକା ଦେବ ଇସ୍ରାଏଲ

ଜେରୁଜେଲମ,୩୦ ।୭: କରୋନା ଭାଇରସକୁ ହରାଇବା ପାଇଁ ଏସ୍ରାଏଲ ଏବେ ଏକ ବଡ ପଦକ୍ଷେପ ନେବାକୁ ଯାଉଛି । ୬୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ବ୍ୟକ୍ତିଙ୍କୁ ଇସ୍ରାଏଲ ସରକାର କରୋନାର ତୃତୀୟ ଡୋଜ ଟିକା ଦେବାକୁ ସ୍ଥିର କରିଛନ୍ତି । ଆସନ୍ତା ସପ୍ତାହରୁ ଏହା କାର୍ଯ୍ୟକାରୀ କରାଯିବ । କରୋନାର ତୃତୀୟ ଡୋଜ ଦେବାରେ ଇସ୍ରାଏଲ ପ୍ରଥମ ଦେଶ ହେବ । କାରଣ ଏବେ ପ୍ରାୟ ସମସ୍ତ ଦେଶ କରୋନା ଭ୍ୟକ୍ସିନର ୨ଟି ହଡାଜ ଦେଉଛନ୍ତି । ଏଥିପାଇଁ ଉସ୍ରାଏଲ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ନୂଆ ଗାଇଡଲାଇନ ଜାରି କରିଛନ୍ତି । ତେବେ ୬୦ ବର୍ଷ ବୟସରୁ ଊର୍ଦ୍ଧ୍ୱ ଯେଉଁ ବ୍ୟକ୍ତିମାନେ ଅତିକମରେ ୫ ମାସ ପୂର୍ବରୁ କରୋନା ଭ୍ୟାକ୍ସିନ ନେଇଥିବେ ସେମାନଙ୍କୁ କେବଳ ତୃତୀୟ ଡୋଜ ଦିଆଯିବ । ତେବେ ଡେଲ୍‌ଟା ଭାରିଏଣ୍ଟକୁ ରୋକିବାକୁ ଏଭଳି ଟିକା ଦିଆଯାଉଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri