ଦୁଇ ଇସ୍ରାଏଲ ନାଗରିକଙ୍କୁ ହତ୍ୟା ପରେ ୱେଷ୍ଟ ବ୍ୟାଙ୍କରେ ବଢିଲା ହିଂସା

ଜେରୁଜେଲମ,୨୭ ।୨: ପାଲେଷ୍ଟାଇନ ବନ୍ଧୁକଧାରୀଙ୍କ ଦ୍ୱାରା ୨ ଇସ୍ରାଏଲ ନାଗରିକଙ୍କୁ ହତ୍ୟା କରାଯିବା ପରେ ଉତ୍ତର ୱେଷ୍ଟ ବ୍ୟାଙ୍କରେ ରବିବାର ହିଂସା ଉପୁଜିଛି । ଶହ ଶହ ଇସ୍ରାଏଲ ନାଗରିକ ସଡ଼କ ଉପରକୁ ଚାଲି ଆସିଛନ୍ତି ଓ ଡଜନେରୁ ଅଧିକ କାର ଓ ଅନେକ ଘରେ ନିଆଁ ଲଗାଇ ଦେଇଛନ୍ତି । ନ୍ୟୁୟର୍କ ଟାଇମ୍ସର ରିପୋର୍ଟ ଅନୁଯାୟୀ, ଦୁଇ ଭାଇଙ୍କ ହତ୍ୟା ୱେଷ୍ଟ ବ୍ୟାଙ୍କ ଅଞ୍ଚଳରେ ହର ବ୍ରାଚା ନିକଟରେ କରାଯାଇଛି, ଯେଉଁଠାରେ ଚଳିତ ସପ୍ତାହ ଆରମ୍ଭରେ ଜଣେ ଇସ୍ରାଏଲ ସେନାଙ୍କ ଆକ୍ରମଣରେ ପ୍ରାୟ ଡଜନେ ପାଲେଷ୍ଟାଇନ ନାଗରିକଙ୍କ ମୃତ୍ୟୁ ହୋଇଥିଲା ।
ୱେଷ୍ଟ ବ୍ୟାଙ୍କର ଏହି ଘଟଣା ସେତେବେଳେ ସାମ୍ନାକୁ ଆସିଲା ଯେତେବେଳେ ଇସ୍ରାଏଲ ଓ ପାଲେଷ୍ଟାଇନର ଅଧିକାରୀ ଆମେରିକା ପ୍ରତିନିଧିଙ୍କ ସହ ଜର୍ଡନରେ ଏକ ଶିଖର ସମ୍ମିଳନୀରେ ଭାଗ ନେଇଥିଲେ । ଏହି ସମ୍ମିଳନୀର ଉଦ୍ଦେଶ୍ୟ ଦେଶ ମଧ୍ୟରେ ଉପୁଜିଥିବା ଉତ୍ତେଜନାକୁ କମ କରିବା ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ…

ଜମିରେ କରୁଥିଲେ କାମ, ବଜ୍ରପାତରେ ଚାଲିଗଲା ମହିଳାଙ୍କ ଜୀବନ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମାଗୁର ଆମ୍ବଠା  ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚାଷ ଜମିରେ କାମ…

ଦୁଇ ମାସ ନପୂରୁଣୁ ଭାଙ୍ଗିଲା ଗାଡୱାଲ, ରାସ୍ତା ଦବିବାକୁ ନେଇ ଅସନ୍ତୋଷ ଲୋକେ

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହରର ଅଧିକାଂଶ ୱାର୍ଡ ବା ସାହିରେ ନିର୍ମାଣ ହୋଇଛି ଫେବର ବ୍ଲକ ରାସ୍ତା । ଆଉ କିଛି ସାହିରେ ବର୍ତ୍ତମାନ ମଧ୍ୟ…

ପାକିସ୍ତାନରେ ପଶିଲା ଭାରତୀୟ ବିମାନ! ଇସଲାମାବାଦରେ ହଲଚଲ୍, ଯାତ୍ରୀ…

ଇସଲାମବାଦ,୨୪।୬: ଗତ ସୋମବାର ରାତିରେ, ଦିଲ୍ଲୀରୁ ଅମୃତସର ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ (AI-479) ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ତା’ର ନିର୍ଦ୍ଧାରିତ ପଥରୁ ବାହାରି…

ଖାମେନେଇଙ୍କ ଅନ୍ତିମ ସଂସ୍କାର ପାଇଁ ମୋଦିଙ୍କୁ ନିମନ୍ତ୍ରଣ, ଯୋଗଦେବେକି ପ୍ରଧାନମନ୍ତ୍ରୀ?

ତେହରାନ୍‌,୨୪ା୬: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ଆମେରିକା-ଇସ୍ରାଏଲ ଆକ୍ରମଣରେ ପ୍ରାଣ ହରାଇଥିଲେ। ତାଙ୍କର ମୃତ୍ୟୁ ଫେବୃଆରୀ ୨୮ ତାରିଖରେ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର…

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

ସରକାରଙ୍କ ବଡ଼ ଘୋଷଣା, ପ୍ରତିବର୍ଷ ୫ ଲକ୍ଷ ଶିଶୁଙ୍କୁ ଦେବେ ସୁନା ମୁଦି

ଚେନ୍ନାଇ,୨୪ା୬ : ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱରେ ତାମିଲନାଡୁ ସରକାର ପ୍ରତିଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି । ସରକାର ଏବେ ପ୍ରତ୍ୟେକ ନବଜାତ ଶିଶୁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri