ଇସ୍ରାଏଲକୁ ମିଳିଲା ଭାରତ-ଆମେରିକାର ସହଯୋଗ

ଜେରୁଜେଲମ,୮।୧୦: ପାଲେଷ୍ଟାଇନର ଉଗ୍ରବାଦୀ ସଂଗଠନ ହମାସର ଯୁଦ୍ଧବିମାନ ଶନିବାର ସକାଳେ ହଠାତ୍‌ ମଧ୍ୟ ପୂର୍ବ ଦେଶ ଇସ୍ରାଏଲ ଉପରେ ଜଳ, ସ୍ଥଳ ଏବଂ ଆକାଶରୁ ଆକ୍ରମଣ କରିଥିଲା, ଏହି କାରଣରୁ ଇସ୍ରାଏଲ ବହୁ କ୍ଷତି ସହିଥିଲା। ଏହି ଆକସ୍ମିକ ଆକ୍ରମଣ ହେତୁ ପୁନରୁଦ୍ଧାର ହେବାର କୌଣସି ସୁଯୋଗ ନ ଥିଲା, ଏହି ଆକ୍ରମଣରେ ଇସ୍ରାଏଲରେ ଅତି କମରେ ୩୫୦ ଜଣଙ୍କର ମୃତ୍ୟୁୁ ହୋଇଥିବା ନିଶ୍ଚିତ ହୋଇଥିବାବେଳେ ୫୦୦ ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି।

ଏବେ ଏହି ଆକ୍ରମଣ ସହ ଜଡିତ ଅନେକ ଭୟଙ୍କର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି, ଯେଉଁଥିରେ ଦେଖିବାକୁ ମିଳେ ଯେ ହମାସ ଯୋଦ୍ଧାମାନେ କିପରି ଇସ୍ରାଏଲରେ ବର୍ବରତା କରିଛନ୍ତି। କେତେକ ସ୍ଥାନରେ ଯୁବତୀ ଓ ମହିଳାଙ୍କୁ ଜବରଦସ୍ତି ଉଠାଇ ନେଇଯାଉଛନ୍ତି ଏବଂ କେତେକ ସ୍ଥାନରେ ସେମାନେ ମହିଳାମାନଙ୍କୁ ହତ୍ୟା କରୁଛନ୍ତି ଏବଂ ମୃତଦେହ ସହିତ ଅତ୍ୟାଚାର କରୁଛନ୍ତି। ଏପରିକି ଶିଶୁ ଏବଂ ବୃଦ୍ଧଙ୍କୁ ମଧ୍ୟ ରକ୍ଷା କରାଯାଇ ନାହିଁ। ଇସ୍ରାଏଲର ନିରୀହ ଲୋକଙ୍କ ଉପରେ ହୋଇଥିବା ଏହି ଆକ୍ରମଣକୁ ନେଇ ସାରା ବିଶ୍ୱରେ କ୍ରୋଧର ବାତାବରଣ ଦେଖାଦେଇଛି।
ଏହି ସମୟରେ, ବିଶ୍ୱର ବିଭିନ୍ନ ଦେଶ ଇସ୍ରାଏଲ ଏବଂ ପାଲେଷ୍ଟାଇନ ସପକ୍ଷରେ ପୃଥକ ଭାବରେ ଏକତ୍ରିତ ହେବା ଆରମ୍ଭ କରିଛନ୍ତି। ଆମେରିକା, ବ୍ରିଟେନ, ଫ୍ରାନ୍ସ, ୟୁକ୍ରେନ, ଭାରତ ସମେତ ବିଶ୍ୱର ଅନେକ ଦେଶ ଖୋଲାଖୋଲି ଭାବେ ଇସ୍ରାଏଲକୁ ସମର୍ଥନ ଜଣାଇଥିବାବେଳେ କିଛି ଦେଶ ଅଛନ୍ତି ଯେଉଁମାନେ ପାଲେଷ୍ଟାଇନକୁ ସମର୍ଥନ କରି ବୟାନ ଦେଇଛନ୍ତି।
ଯେଉଁଠାରେ ଚାଇନ, ତୁର୍କୀ ଏବଂ ରୁଷିଆ କାହାକୁ ସମର୍ଥନ କରିନାହାଁନ୍ତି ଏବଂ ଏହି ପରିସ୍ଥିତିକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri