ଇସ୍ରାଏଲ କୃଷି ପଦ୍ଧତିରେ ଭାରତରେ ବଢୁଛି ଫଳ, ପନିପରିବା ଉତ୍ପାଦନ

ନୂଆଦିଲ୍ଲୀ,୧୨।୧୦: ଯୁଦ୍ଧରେ ଧିରେ ଧିରେ ଶ୍ମଶାନ ପାଲଟିଥିବା ଦେଶ ଇସ୍ରାଏଲ ପ୍ରତିରକ୍ଷା କ୍ଷେତ୍ରରେ ସାରା ବିଶ୍ୱରେ ପରିଚିତ। ସେଥିପାଇଁ ଭାରତ ଇସ୍ରାଏଲରୁ ନୂଆ ଟେକ୍ନୋଲଜିର ଅସ୍ତ୍ରଶସ୍ତ୍ର କିଣିଥାଏ। ତେବେ କେବଳ ଅସ୍ତ୍ରଶସ୍ତ୍ର ଚୁକ୍ତି ନୁହେଁ ଭାରତ ଇସ୍ରାଏଲର ନୂଆ କୃଷି ପ୍ରଯୁକ୍ତିବିଦ୍ୟା ମଧ୍ୟ ଗ୍ରଣ କରିଛି। ଏହି କାରଣରୁ ଭାରତରେ ପନିପରିବା ଏବଂ ଫଳର ଉତ୍ପାଦନ ବୃଦ୍ଧି ପାଇବାରେ ଲାଗିଛ। ପ୍ରତିବର୍ଷ ଭାରତର ଅନେକ କୃଷକ ସରକାରୀ ଖର୍ଚ୍ଚରେ ତାଲିମ ପାଇଁ ଇସ୍ରାଏଲ ଯାଇଥାନ୍ତି। ସେମାନେ ସେଠାରେ ଚାଷର ନୂଆ ବୈଜ୍ଞାନିକ ପଦ୍ଧତି ଶିଖନ୍ତି। ଏହା ପରେ, ସେମାନେ ନିଜ ଗାଁକୁ ଆସି ସମାନ ପଦ୍ଧତି ବ୍ୟବହାର କରି ଚାଷ କରନ୍ତ।

ଇସ୍ରାଏଲର କୃଷି ପ୍ରଯୁକ୍ତିବିଦ୍ୟା ଗ୍ରହଣ କରି କେବଳ ଚାଷୀଙ୍କ ଆୟ ବଢିିନାହିଁ, କମ ମୂଲ୍ୟରେ ଉତ୍ପାଦନ ମଧ୍ୟ ବୃଦ୍ଧି ପାଇଛି। ଏହା ବ୍ୟତୀତ ଜଳର ଅପଚୟ ମଧ୍ୟ ହ୍ରାସ ପାଉଛି। ଇସ୍ରାଏଲର ଅଧାରୁ ଅଧିକ ଅଞ୍ଚଳ ମରୁଭୂମି ଅଟେ। ଏହା ସତ୍ତ୍ୱେ ସେଠାରେ କୃଷକମାନେ ବୈଜ୍ଞାନିକ ପଦ୍ଧତି ବ୍ୟବହାର କରି ଫଳ, ଫୁଲ ଏବଂ ପନିପରିବା ଚାଷ କରୁଛନ୍ତି। କମ ପାଣି ସହିତ ଏଠାରେ ଚାଷ କରିପାରୁଛନ୍ତି। କାରଣ ସେମାନେ ଡ୍ରପ ଜଳସେଚନ ଗ୍ରହଣ କରିଛନ୍ତି। ଏଥି ସହିତ ଇସ୍ରାଏଲର କୃଷି ପ୍ରଯୁକ୍ତିକୁ ପ୍ରୋତ୍ସାହିତ କରିବା ପାଇଁ ଭାରତ ଏବଂ ଇସ୍ରାଏଲ ମଧ୍ୟରେ ଅନେକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଏହି ଚୁକ୍ତିନାମା ଅନୁଯାୟୀ ଭାରତରେ ସଂରକ୍ଷିତ ଚାଷ ଉପରେ ଅଧିକ ଧ୍ୟାନ ଦିଆଯାଉଛି। ଏହି କାରଣରୁ କାକୁଡି, ଟମାଟୋ, ଫୁଲକୋବି, ମୂଳା ଏବଂ ଗାଜର ଇତ୍ୟାଦି ଋତୁକାଳୀନ ପନିପରିବା ବର୍ଷସାରା ବଜାରରେ ଉପଲବ୍ଧ ହେଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri