ଗାଜା ଉପରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ, ହମାସ କମାଣ୍ଡର ସମେତ ୧୦ମୃତ

ଜେରୁଜେଲମ,୬ ।୮: ଇସ୍ରାଏଲ ପକ୍ଷରୁ ଶୁକ୍ରବାର ଗାଜା ଉପରେ କରାଯାଇଥିବା ଏୟାର ଷ୍ଟ୍ରାଇକରେ ହମାସର ଜଣେ ବରିଷ୍ଠ କମାଣ୍ଡରଙ୍କ ସମେତ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ଏଥିରେ ଅନେକ ଆହତ ମଧ୍ୟ ହୋଇଛନ୍ତି । ପାଲେଷ୍ଟାଇନର ଅଧିକାରୀ ଏହି ସୂଚନା ଦେଇଛନ୍ତି । ଇସ୍ରାଏଲ କହିଛି ଅଧିକୃତ ପଶ୍ଚିମ ଭାଗରେ ଚଳିତ ସପ୍ତାହରେ ଜଣେ ବରିଷ୍ଟ ପାଲେଷ୍ଟାଇନ ବିଦ୍ରୋହୀଙ୍କୁ ଗିରଫ କରାଯିବା ପରେ ଉତ୍ତେଜନା ବଢି ଯାଇଥିଲା ଓ ଶୁକ୍ରବାର ଇସ୍ରାଏଲ ଗାଜା ଉପରେ ଏୟାର ଷ୍ଟ୍ରାଇକ କରିଥିଲା ।
ଇସ୍ରାଏଲ ଦେଶରେ ‘ବିଶେଷ ସ୍ଥିତି’ ଘୋଷଣା କରିବା ସହ ସୀମାରୁ ୮୦ କିଲୋମିଟର ଭିତରେ ସମସ୍ତ ସ୍କୁଲକୁ ବନ୍ଦ କରି ଦିଆଯିବା ସହ ଲୋକଙ୍କ ଅନ୍ୟାନ୍ୟ କାର୍ଯ୍ୟକୁ ବି ବନ୍ଦ କରି ଦିଆଯାଇଛି । ଇସ୍ରାଏଲ ଚଳିତ ସପ୍ତାହ ଆରମ୍ଭରେ ଗାଜା ନିକଟରେ ଥିବା ସଡ଼କକୁ ବନ୍ଦ କରିଦେବା ସହ ସୀମାରେ ଅତିରିକ୍ତ ଯବାନ ମୁତୟନ କରିଥିଲା । ଅଗଷ୍ଟ ୧ ସୋମବାର ଅଧିକୃତ ପଶ୍ଚିମ ଭାଗରେ ହମାସର ଜଣେ ବରିଷ୍ଠ ସଦସ୍ୟ ଗିରଫ ହେବାପରେ ଆକ୍ରମଣ ଆଶଙ୍କା କରି ଇସ୍ରାଏଲ ଏପରି କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri