ଅସ୍ତ୍ରବିରତି ସତ୍ତ୍ୱେ ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବିରୁଟ୍‌,୨ା୫: ଇସ୍ରାଏଲ୍‌ ଏବଂ ହେଜବୋଲ୍ଲା ମଧ୍ୟରେ ଅସ୍ତ୍ରବିରତି ସତ୍ତ୍ୱେ ଯୁଦ୍ଧ ଜାରି ରହିଛି। ଇସ୍ରାଏଲ୍‌ ଶନିବାର ଦକ୍ଷିଣ ଲେବାନନ୍‌ରେ ଏୟାରଷ୍ଟ୍ରାଇକ୍‌ କରିବାରୁ ଅନୂ୍ୟନ ୭ ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରମଣ ପୂର୍ୱରୁ ଇସ୍ରାଏଲୀ ସେନା ଉକ୍ତ ଅଞ୍ଚଳରେ ଥିବା ୯ଟି ଗ୍ରାମକୁ ଖାଲି କରିବାକୁ ଚେତାବନୀ ଦେଇଥିଲା।

ସୂଚନାଯୋଗ୍ୟ, ଏପ୍ରିଲ ୧୭ରେ ଇସ୍ରାଏଲୀ ସେନା ଏବଂ ଲେବାନନ୍‌ର ହେଜବୋଲ୍ଲା ମଧ୍ୟରେ ଅସ୍ତ୍ରବିରତି ଘୋଷଣା ହୋଇଥିଲା। ଏହା ସତ୍ତ୍ୱେ ଆକ୍ରମଣ ଜାରି ରହିଛି। କାଫର ଡାଜଲ ଗ୍ରାମରେ ଏକ କାର୍‌ ଉପରେ ବୋମାମାଡ଼ ହେବାରୁ ୨ ଜଣ ପ୍ରାଣ ହରାଇଥିବାବେଳେ ଲ୍ୱାଇଜେହ ଗ୍ରାମର ଏକ ଘର ଉପରେ ବୋମାପଡ଼ି ୩ ଜଣଙ୍କ ଜୀବନ ଯାଇଛି। ସେହିପରି ଶୌକିନ୍‌ ଗ୍ରାମରେ ଏୟାରଷ୍ଟ୍ରାଇକ୍‌ ଯୋଗୁ ୨ ଜଣ ପ୍ରାଣ ହରାଇଛନ୍ତି। ଇସ୍ରାଏଲୀ ବାୟୁସେନା ୨୪ ଘଣ୍ଟା ମଧ୍ୟରେ ୫୦ ଥର ଏୟାରଷ୍ଟ୍ରାଇକ୍‌ କରିଥିବା ଏହାର ମୁଖପାତ୍ର Xରେ ପୋଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କୁ ବନ୍ଧୁକ ଦେଖାଇ କରିନେଲେ ଅପହରଣ: ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ

ଇସଲାମାବାଦ/ପେଶାୱାର,୨୨।୯: ଆତଙ୍କବାଦକୁ ପ୍ରଶ୍ରୟ ଦେଉଥିବା ପାକିସ୍ତାନରେ ଏବେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ନିଜ ଦେଶର ନିର୍ବାଚିତ ଜନପ୍ରତିନିଧି ଏବଂ ମନ୍ତ୍ରୀମାନେ ମଧ୍ୟ ଏବେ ସୁରକ୍ଷିତ…

ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କୁ ବଡ଼ ଝଟକା; ଆମେରିକୀୟ ସର୍ଭେରୁ ସାମ୍ନାକୁ ଆସିଲା ଚକିତ କଲାଭଳି ତଥ୍ୟ

ଓ୍ବାଶିଂଟନ,୨୨।୯: ଆମେରିକା-ଇରାନ ସଂଘର୍ଷ ଏବଂ ମଧ୍ୟ-ପୂର୍ବରେ ଜାରି ରହିଥିବା ଅସ୍ଥିରତା ମଧ୍ୟରେ ଏପରି ଏକ ଖବର ସାମ୍ନାକୁ ଆସିଛି ଯାହା ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଦେଶ ଭିତରେ…

ଗଣମାଧ୍ୟମ ସହ ବିବାଦ ମଧ୍ୟରେ ବଡ଼ ପଦକ୍ଷେପ ନେଲେ ଟ୍ରମ୍ପ, ଲଞ୍ଚ କଲେ ନିଜର TV ଚ୍ୟାନେଲ

ଓ୍ବାଶିଂଟନ,୨୨।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଜଡ଼ିତ ‘ଟ୍ରମ୍ପ ଟିଭି’ (Trump TV) ବର୍ତ୍ତମାନ ଲାଇଭ ଷ୍ଟ୍ରିମିଂ ସୁବିଧା ଯୋଗାଇବ। ଏହି ପ୍ଲାଟଫର୍ମ ସପ୍ତାହର ସାତୋଟି…

ଟ୍ରମ୍ପ୍‌ଙ୍କ କାର୍ଯ୍ୟକ୍ରମ ପ୍ରସାରଣ ବନ୍ଦ କଲେ ଆମେରିକାର ପ୍ରମୁଖ ଟିଭି ନେଟ୍‌ଓ୍ବର୍କ

ଓ୍ବାଶିଂଟନ୍‌,୨୨ା୯: ହ୍ବାଇଟ୍‌ ହାଉସ୍‌ରେ ସିଏନ୍‌ଏନ୍‌ର ପ୍ରବେଶକୁ ନିଷେଧ କରାଯିବାର ପ୍ରତିବାଦରେ ଆମେରିକାର ପ୍ରମୁଖ ଟେଲିଭିଜନ ନେଟ୍‌ଓ୍ବର୍କଗୁଡ଼ିକ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କାର୍ଯ୍ୟକ୍ରମଗୁଡ଼ିକର ଖବର ପ୍ରସାରଣ କରିବା ବନ୍ଦ…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

ନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀଙ୍କୁ ହତ୍ୟା, ଦେଖନ୍ତୁ ଛାତିଥରା ଭିଡ଼ିଓ

ଲିମା,୨୧।୯: ପେରୁର ଆଙ୍କାଶ (Ancash) ଅଞ୍ଚଳରେ ଏକ ନିର୍ବାଚନ ପ୍ରଚାର ସମୟରେ ସାମ୍ବାଦିକା ତଥା ଆଞ୍ଚଳିକ ଗଭର୍ଣ୍ଣର ପ୍ରାର୍ଥୀ ସୁସି ଆପୋଣ୍ଟେ ପୋଲୋଙ୍କୁ ଗୁଳି କରି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?