ୟେମେନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ଦୁବାଇ,୧୯ା୧୨: ଇସ୍ରାଏଲ୍‌ର କେନ୍ଦ୍ରୀୟ ଅଞ୍ଚଳକୁ ଟାର୍ଗେଟ କରି ହୁଟି ବିଦ୍ରୋହୀ କ୍ଷେପଣାସ୍ତ୍ର ମାଡ଼ କରିବା ପରେ ଜେରୁଜେଲମ୍‌ ପକ୍ଷରୁ ଗୁରୁବାର ଏହି ସଂଗଠନ ନିୟନ୍ତ୍ରଣରେ ଥିତ୍ବା ୟେମେନ୍‌ ରାଜଧାନୀ ଏବଂ ବନ୍ଦର ସହର ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରାଯାଇଛି।

ଗୁରୁବାର ଭୋର ସମୟରେ ଇସ୍ରାଏଲୀ ସେନାର ୧୪ଟି ଲଢ଼ୁଆ ବିମାନ ଘନଘନ ବୋମାମାଡ଼ କରିବାରୁ ଅନୂ୍ୟନ ୯ ଜଣଙ୍କ ମୃତ୍ୟୁ ଘଟିବା ସହ ବହୁ ଭିତ୍ତିଭୂମି ଧ୍ୱଂସ ହୋଇଥିବା ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ହୋଡେଇଡା ବନ୍ଦର ଏବଂ ଲୋହିତ ସାଗରରେ ଥିବା ସଲିଫ୍‌ ଏବଂ ରାସ ଇସା ଅଏଲ୍‌ ଟର୍ମିନାଲ୍‌କୁ ଟାର୍ଗେଟ କରି ଇସ୍ରାଏଲ୍‌ ସେନା ବୋମାମାଡ଼ କରିଥିଲା। ଫଳରେ ଇରାନ ସମର୍ଥତ୍ତ ହୁଟି ଆତଙ୍କବାଦୀ ଲୋହିତ ସାଗର କରିଡରରେ ଆକ୍ରମଣ ବଢ଼ାଇପାରନ୍ତି ବୋଲି ଆଶଙ୍କା କରାଯାଉଛି। ହସାମ୍‌-ଇସ୍ରାଏଲ୍‌ ଆକ୍ରମଣ ପରେ ଲୋହିତ ସାଗରରେ ହୁଟି ଆକ୍ରମଣ ଯୋଗୁ ବୈଶ୍ୱିକ ଜାହାଜ ଚଳାଚଳ ପ୍ରଭାବିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri