ଅଲ ଅସ୍କା ହସ୍ପିଟାଲରୁ ଶିଶୁଙ୍କୁ ସ୍ଥାନାନ୍ତରଣ ପାଇଁ ଇସ୍ରାଏଲ ସେନାର ଅନୁମତି…

ଜେରୁଜେଲମ,୧୨।୧୧ : ଗାଜାରେ ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ହମାସ ପକ୍ଷରୁ ଇସ୍ରାଏଲ ସେନା ଶିବିରକୁ ଟାର୍ଗେଟ କରି କରାଯାଇଛି। ଗାଜାର ଅଲ ଅସ୍କା ହସ୍ପିଟାଲରେ ଇନ୍ଧନ ଅଭାବରୁ ବିଦ୍ୟୁତ ଉତ୍ପାଦନ ସମ୍ଭବ ହୋଇ ପାରିନାହିଁ। ପାଲେଷ୍ଟାଇନ ସ୍ବାସ୍ଥ୍ୟ ଅଧିକାରୀଙ୍କ ଅନୁସାରେ ଆଇସିୟୁରେ ଥିବା ୨ ନବଜାତ ଶିଶୁଙ୍କ ମୃତ୍ୟୁ ବିଦ୍ୟୁତ ସରବରାହ ବ୍ୟାହତ ହେବାରୁ ଘଟିଛି। ଅନ୍ୟ ଶିଶୁଙ୍କ ଜୀବନ ସଙ୍କଟରେ ରହିଛି। ଇତିମଧ୍ୟରେ ହସ୍ପିଟାଲରେ ଇସ୍ରାଏଲ ସେନା ହସ୍ପିଟାଲରେ ଚିକିତ୍ସାଧୀନଥିବା ସମସ୍ତ ଶିଶୁଙ୍କୁ ଗାଜାର ମୁଖ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରିବାକୁ ରବିବାର ଅନୁମତି ପ୍ରଦାନ କରିଛି।

ଗାଜାର ସୀମା ଅଧିକାରୀ କହିଛନ୍ତି ଇସ୍ରାଏଲର ରାଉଫ ସୀମାକୁ ପୁଣି ରବିବାର ଖୋଲାଯାଇଛି। ଯାହାଦ୍ୱାରା ଗାଜାରୁ ଲୋକେ ଇସ୍ରାଏଲରେ ସୁରକ୍ଷିତ ଭାବେ ଆଶ୍ରୟ ନେଇ ପାରିବେ। ଏହାକୁ ଶୁକ୍ରବାର ବନ୍ଦ କରାଯାଇଥିଲା।
ହମାସ ଦାବି କରିଛି ଗାଜାରେ ଥିବା ୧୬୦ ଇସ୍ରାଏଲ ଶିବିରକୁ ଧ୍ୱଂସ କରାଯାଇଛି। ସେହିପରି ଗତ ୪୮ ଘଣ୍ଟାରେ ୨୫ ମିଲିଟାରୀ ଯାନକୁ ବିସ୍ଫୋରଣ କରି ଉଡାଇ ଦିଆଯାଇଛି।

ଇସ୍ରାଏଲ ସେନା ପ୍ରବକ୍ତା କହିଛନ୍ତି ଉତ୍ତର ଗାଜାରେ ହମାସ ନିଜର ନିୟନ୍ତ୍ରଣ ହରାଇଛି। ଏବେ ଏହି ଅଞ୍ଚଳକୁ ଇସ୍ରାଏଲ ସେନା ନିଜ ଦଖଲକୁ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?