ହମାସ କବଳରୁ ମହିଳା ସେନାଙ୍କୁ ଉଦ୍ଧାର କଲେ ଇସ୍ରାଏଲ ସେନା

ଜେରୁଜେଲମ,୩୧।୧୦: ଇସ୍ରାଏଲ ସୈନ୍ୟବାହିନୀ ଗାଜା ଭିତରକୁ ପ୍ରବେଶ କରିଛନ୍ତି। ଏହି ଅପରେସନ ସମୟରେ ସେ ତାଙ୍କର ଜଣେ ବନ୍ଦୀ ଥିବା ମହିଳା ସେନାଙ୍କୁ ମୁକ୍ତ କରିଥିଲେ। ଏହି ମହିଳା ସେନାଙ୍କୁ ଅକ୍ଟୋବର ୭ରେ ହାମାସ ଯୋଦ୍ଧାମାନେ ଇସ୍ରାଏଲରୁ ଅପହରଣ କରି ନେଇଥିଲେ ଏବଂ ସେବେଠାରୁ ତାଙ୍କୁ ବନ୍ଦୀ କରି ରଖାଯାଇଥିଲା।

ଏହି ମହିଳା ସେନାଙ୍କ ନାମ ଓରି ମେଗିଡିଶ ବୋଲି କୁହାଯାଇଛି। ତାଙ୍କର ସ୍ବାସ୍ଥ୍ୟ ଯାଞ୍ଚ ପାଇଁ ପଠାଯାଇଛି, କିନ୍ତୁ ଦୂରରୁ ସେ ସୁସ୍ଥ ଥିବା ଜଣାପଡୁଛି।
ଏହି ସମୟରେ, ଗାଜାରେ ହୋଇଥିବା ଯୁଦ୍ଧରେ ଜର୍ମାନୀର ବନ୍ଦୀ ଥିବା ଝିଇ ଶନି ନିକୋଲ ଲୁକଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅକ୍ଟୋବର ୭ରେ ଇସ୍ରାଏଲରେ ଚାଲିଥିବା ଏକ ସଙ୍ଗୀତ ମହୋତ୍ସବରୁ ଏହି ଝିଅକୁ ଅପହରଣ କରି ଗାଜାରେ ବନ୍ଦୀ ରଖାଯାଇଥିଲା। ଜର୍ମାନ ଚାନସେଲର ଓଲୁଫ ସୁଲ୍ଜ ଶାନୀଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ଏବଂ ତାଙ୍କ ହତ୍ୟାକୁ ହମାସଙ୍କ ବର୍ବର କାର୍ଯ୍ୟ ବୋଲି କହିଛନ୍ତି।
ଅକ୍ଟୋବର ୭ରେ ହୋଇଥିବା ଆକ୍ରମଣରେ, ହମାସ ଯୋଦ୍ଧାମାନେ ଇସ୍ରାଏଲରୁ ୨୨୯ଲୋକଙ୍କୁ ଅପହରଣ କରି ଗାଜାର ବିଭିନ୍ନ ସ୍ଥାନରେ ବନ୍ଦୀକରି ରଖିଛନ୍ତି। ସେମାନଙ୍କ ମଧ୍ୟରୁ ଅନେକ ବିଦେଶୀ ନାଗରିକ। ଏଥିମଧ୍ୟରୁ ୪ମହିଳା ହମାସ ଦ୍ୱାରା ମୁକ୍ତ ହୋଇଥିବାବେଳେ ଇସ୍ରାଏଲର ଆକ୍ରମଣରେ ୫୦ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

ମେସି, ରୋନାଲ୍ଡୋଙ୍କ କ୍ଲବରେ ସାମିଲ ହେଲେ ଏହି ମହାନ ଗୋଲକିପର, ଜାଣନ୍ତୁ…

ମେକ୍ସିକୋ ସିଟି,୨୫ା୬: ମେକ୍ସିକୋର ଭେଟେରାନ ଗୋଲକିପର ଗୁଇଲେର୍ମୋ ଓଚୋଆ ଫିଫା ବିଶ୍ୱକପ୍‌ ଇତିହାସରେ ତୃତୀୟ ଖେଳାଳି ଭାବେ ଷଷ୍ଠ ବିଶ୍ୱକପ୍‌ ଖେଳିଛନ୍ତି। ତାଙ୍କ ଭଳି ଚଳିତ ସଂସ୍କରଣରେ…

ପ୍ରେମ ସାଜିଲା କାଳ: ପଶ୍ଚିମବଙ୍ଗ ପ୍ରେମିକାଙ୍କୁ ଓଡ଼ିଶା ଆଣି ହତ୍ୟା କରିଥିଲେ ଝାଡ଼ଖଣ୍ଡର ପ୍ରେମିକ, ସିନ୍ ରିକ୍ରିଏସନ କରି…

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ପ୍ରେମର କରୁଣ ପରିଣତି। ପ୍ରେମ ପାଇଁ ଚାଲିଗଲା ଜଣେ ଯୁବତୀଙ୍କ ଜୀବନ। ସମ୍ପର୍କର ମଧୁରତା ଶେଷରେ ମୃତ୍ୟୁର କାରଣ ସାଜିଛି, ଯାହା ହାଟଡିହୀ ଅଞ୍ଚଳରେ…

LPG ଯୋଗାଣ ଉପରେ ଥିବା ସମସ୍ତ କଟକଣା ହଟିଲା, କମର୍ସିଆଲ ଗ୍ରାହକଙ୍କ ପାଇଁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୬: କେନ୍ଦ୍ର ସରକାର ଶିଳ୍ପ ଏବଂ ବାଣିଜ୍ୟିକ ଏଲପିଜି ଗ୍ରାହକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଘୋଷଣା କରିଛନ୍ତି। ସରକାର ଅଣ-ଘରୋଇ ପ୍ୟାକ ହୋଇଥିବା ଏଲପିଜି ଯୋଗାଣ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri