ଯୁଦ୍ଧରେ ଘରଦ୍ୱାର ହରାଇ ସ୍କୁଲ୍‌ରେ ନେଇଥିଲେ ଆଶ୍ରୟ: ଇସ୍ରାଏଲ୍‌ କଲା ବୋମାମାଡ଼

ଗାଜା ସିଟି,୨୧ା୯: ଯୁଦ୍ଧରେ ଘରଦ୍ୱାର ହରାଇ ପାଲେଷ୍ଟିନୀୟମାନେ ଗାଜା ସିଟିର ଏକ ସ୍କୁଲ୍‌ରେ ଆଶ୍ରୟ ନେଇଥିବାବେଳେ ସେଠାରେ ଇସ୍ରାଏଲ୍‌ ବୋମାମାଡ଼ କରିଛି। ଏଥିରେ ଅନୂ୍ୟନ ୨୧ ଜଣଙ୍କ ମୃତ୍ୟୁ ଘଟିଛି। ଅଲ୍‌-ଜେଇଟୁନ୍‌ ସ୍କୁଲ୍‌ ଉପରେ ବୋମାମାଡ଼ କରି ଇସ୍ରାଏଲ୍‌ ଭୟଙ୍କର ଗଣହତ୍ୟା କରିଥିବା ଗାଜାର ସରକାରୀ ଗଣମାଧ୍ୟମ କହିଛି।

ମୃତକଙ୍କ ମଧ୍ୟରେ ୧୩ ଜଣ ପିଲା ଓ ୬ ମହିଳା ରହିଛନ୍ତି। ଅନୂ୍ୟନ ୩୦ଜଣ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରେ ଅନେକେ ଗୁରୁତର ଭାବେ ପୋଡ଼ିଯାଇଛନ୍ତି। ୨ ଜଣ ନିଖୋଜ ଥିବା ଜଣାପଡ଼ିଛି। ଅନ୍ୟପକ୍ଷେ ଓ୍ବେଷ୍ଟବ୍ୟାଙ୍କ୍‌ରେ ଇସ୍ରାଏଲ୍‌ ଆକ୍ରମଣରେ ନିହତ ପାଲେଷ୍ଟିନୀୟଙ୍କ ମୃତଦେହକୁ ଇସ୍ରାଏଲ୍‌ ସେନା ବୁଲ୍‌ଡୋଜରରେ ଉଠାଇ ଅନ୍ୟତ୍ର ନେଇଯାଇଥିବା ସ୍ଥାନୀୟ ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଯୁଦ୍ଧବିରତି ପରେ ଇରାନର ସୁପ୍ରିମ ଲିଡର୍‌ ମୋଜତାବା ଖାମେନେଇଙ୍କ ଭୟଙ୍କର ବୟାନ, ଆମେରିକା-ଇସ୍ରାଏଲ ଶୁଣିଲେ…

ତେହରାନ୍‌,୧୦।୪: ଆମେରିକା ସହିତ ଯୁଦ୍ଧବିରତି ପରେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ତାଙ୍କର ପ୍ରଥମ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

ବଢିଲା ଆମେରିକାର ଟେନ୍‌ସନ: ଯୁଦ୍ଧ ମଧ୍ୟରେ ଜିନପିଙ୍ଗଙ୍କ ଆଗରେ ମୁଣ୍ଡ ନୁଆଁଇବେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୦।୪: ଇରାନ ସହିତ ଯୁଦ୍ଧ କେବଳ ଗୋଳାବାରୁଦ ଏବଂ କ୍ଷେପଣାସ୍ତ୍ର ନଷ୍ଟ କରିନଥିଲା, ବରଂ ଏକ ଦୁର୍ବଳତାକୁ ମଧ୍ୟ ପ୍ରକାଶ କରିଥିଲା ଯାହାକୁ ଆମେରିକା ଆଉ ଅଣଦେଖା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri